-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ରାଜ୍ୟ

ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ

22-Jul-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ମା' ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା' ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା ମା' ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ମା' ରମାଦେବୀଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭ କରି ସମାଜ ସଂସ୍କାର ଏବଂ ନାରୀ ସଶକ୍ତିକରଣ ଦିଗରେ ମା' ରମାଦେବୀଙ୍କ ଅବଦାନ ଅତୁଳନୀୟ। ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ମା' ରମାଦେବୀ। ​ମା' ରମାଦେବୀଙ୍କ ଦେଶପ୍ରେମ ଓ ସମାଜସେବା ସଦାସର୍ବଦା ଆମ ସମସ୍ତଙ୍କୁ ଏକ ସଶକ୍ତ ସମାଜ ଓ ସମୃଦ୍ଧ ରାଷ୍ଟ୍ର ନିର୍ମାଣ କରିବା ଦିଗରେ ଅନୁପ୍ରାଣିତ କରିବ। 

ଆଜି ମା' ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ

ମୁଖ୍ୟମନ୍ତ୍ରୀଙ୍କ ସମେତ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଶିଷ୍ଟ ରାଜନେତା ତଥା ସମାଜସେବୀ ଶ୍ରୀ ପଦ୍ମ ଚରଣ ନାୟକ, ବରିଷ୍ଠ ସାମ୍ବାଦିକ ଶ୍ରୀ ପ୍ରଦ୍ୟୁମ୍ନ ଶତପଥୀ, ଓଡ଼ିଶା ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ, ଉପ ନିର୍ଦ୍ଦେଶକ ଶ୍ରୀମତୀ ଦେବଯାନୀ ଭୂୟାଁ, ବୁଦ୍ଧିଜୀବୀ, ସମାଜସେବୀ ପ୍ରମୁଖ ଉପସ୍ଥିତ ମା' ରମାଦେବୀଙ୍କ ସ୍ମୃତିଚାରଣ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like