-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା

22-Jul-2026



ବରପାଲି(ସୁଦାମ ଦୀପ)ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଯୁକ୍ତ ଦୁଇ ବିଭାଗର ଭାରପ୍ରାପ୍ତ ଅଧିକାରୀ ପ୍ରଫେସର ପ୍ରଭାତ କୁମାର ମହାପାତ୍ରଙ୍କ ସଭାପତିତ୍ୱ ତଥା ମହାବିଦ୍ୟାଳୟ କର୍ମଚାରୀ ସଂଘ ତରଫରୁ ନବନିଯୁକ୍ତ ଅଧ୍ୟକ୍ଷ ଡ. ଦିଗାମ୍ବର ଚାନ୍ଦଙ୍କୁ ଏକ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଜ୍ଞାପନ କରାଯାଇଛି । ଶିକ୍ଷକ କର୍ମଚାରୀ ସଂଘର ସମ୍ପାଦକ ତୁଷାର କାନ୍ତ ସାହୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ପ୍ରଶାସନିକ ମୁଖ୍ୟ ପ୍ରମୋଦ କୁମାର ତ୍ରିପାଠୀ, ଶୈକ୍ଷିକ

ମୁଖ୍ୟ ଡ. ସରୋଜ କୁମାର ନାଏକ, ଶିକ୍ଷକ କର୍ମଚାରୀ ପରିଷଦର ସମ୍ପାଦକ ସନ୍ତୋଷ କୁମାର ମିଶ୍ର ମୁଖ୍ୟ ଲିପିକ ଧୁବେଇ ରଣା ଓ ସମସ୍ତ କର୍ମଚାରୀ ନୂତନ ଅଧ୍ୟକ୍ଷଙ୍କୁ ପୁଷ୍ପଗୁଚ୍ଛ ଓ ଶୁଭେଚ୍ଛା ବାର୍ତ୍ତା ଦେଇ ସ୍ୱାଗତ ଜଣାଇଥିଲେ  । ନିଜର ସମ୍ବର୍ଦ୍ଧନା ଉତ୍ତରରେ ନୂତନ ଅଧ୍ୟକ୍ଷ ଡ. ଚାନ୍ଦ ଶିକ୍ଷାନୁଷ୍ଠାନର ସର୍ବାଙ୍ଗୀନ ଉନ୍ନତି, ଗୁଣାତ୍ମକ ଶିକ୍ଷାଦାନ ଏବଂ ସୁଶାସନ ପାଇଁ ସମସ୍ତଙ୍କର ଆନ୍ତରିକ ସହଯୋଗ କାମନା କରିଥିଲେ । ତାଙ୍କର ଏହି ଭାବପୂର୍ଣ୍ଣ ଆହ୍ୱାନ ଉପସ୍ଥିତ ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ହୃଦୟକୁ ସ୍ପର୍ଶ କରିବା ସହ ଅନୁଷ୍ଠାନକୁ ଏକ ନୂଆ ଦିଗଦର୍ଶନ ଦେବାର ବିଶ୍ୱାସ ଭରିଦେଇଥିଲା । କାର୍ଯ୍ୟକ୍ରମର ଶେଷରେ ଶିକ୍ଷକ କର୍ମଚାରୀ ସଂଘର ସହ-ସମ୍ପାଦକ ପ୍ରଶାନ୍ତ ସିଦାର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like