-+91-9937148622 |

prerana_bgr@rediffmail.com |

  Thursday 19th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ପଞ୍ଚମ ଦିବସ    (18-Nov-2026)       ||      ଯୁବକକୁ ଗୁଳି କରି ହତ୍ୟା, ଲୋକେ ଆତଙ୍କିତ   (18-Nov-2026)       ||      ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ(ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ)   (18-Nov-2026)       ||      ବିନିକା ଏନଏସିରୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତାପାଇଁ ରଖାଯାଇଥିବା ସାଢେ ୪ ଲକ୍ଷ ଟଙ୍କା ଚୋରି   (18-Nov-2026)       ||      ସମ୍ଭାବ୍ୟ ବାତ୍ୟା ‘ଅକଓ୍ୱାନ’ ମୁକାବିଲା ପାଇଁ ବିଏମ୍‌ସିର ବ୍ୟାପକ ପ୍ରସ୍ତୁତି♦️ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍ କ୍ୱାର୍ଟର ନ ଛାଡିବାକୁ ନିର୍ଦେଶ   (18-Nov-2026)       ||      ଦୁଲଦୁଲି ୨୦୨୭’ ପାଇଁ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ   (18-Nov-2026)       ||      କୃଷି ବିଶ୍ୱବିଦ୍ୟାଳୟର ପ୍ରତିଶ୍ରୁତି ଦେଇ ମହାବିଦ୍ୟାଳୟର ଶିଳାନ୍ୟାସ — ତାହା ବି କେବଳ ଫମ୍ପା ଘୋଷଣା କି ?    (18-Nov-2026)       ||      ସପ୍ତାହ ପାରାୟଣ ପାଇଁ କଳସ ଶୋଭାଯାତ୍ରା   (18-Nov-2026)       ||      ବିଚ ରାସ୍ତାରେ ଯୁବକକୁ ଗୁଳିମାରି ହତ୍ୟା,ଦୁର୍ବୁର୍ତ୍ତ ଫେରାର I   (18-Nov-2026)       ||      ବଲାଙ୍ଗିର ମାଟିର ପୁଅ ସତ୍ୟବାନ ନାଗ ଙ୍କ ବିଶ୍ୱ ରେକର୍ଡ ଯାତ୍ରା, ସମ୍ବଲପୁର ମହୋତ୍ସବରେ ଲେଖିଲେ ନୂଆ ଅଧ୍ୟାୟ   (18-Nov-2026)       ||      ନବନିର୍ବାଚିତ ଓଷ୍ଟା ରାଜ୍ୟ ନେତୃବୃନ୍ଦଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (18-Nov-2026)       ||      ସମ୍ବିଧାନ ଦିବସ ଅବସରରେ ‘ସମ୍ବିଧାନ ରକ୍ଷା ଶୋଭାଯାତ୍ରା’♦️ ପଂଚାୟତ ଓ ପୌର ନିର୍ବାଚନ ପାଇଁ ଏହା କଂଗ୍ରେସର ବିଗୁଲ ହେବ: ଭକ୍ତ   (18-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଚତୁର୍ଥ ଦିବସ    (18-Nov-2026)       ||      ନର୍ଲା ଡାକ ବଙ୍ଗଳା ପରିସରରେ ଜାତୀୟ ପ୍ରେସ ଦିବସ ପାଳିତ   (17-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଚତୁର୍ଥ ଦିବସ    (17-Nov-2026)       ||      ଦଶମ ଶ୍ରେଣୀ ମେଧାବୀ ଛାତ୍ରୀଙ୍କୁ ଶିକ୍ଷାବିତ୍ ପୀତବାସ ପଣ୍ଡାଙ୍କ ଦିଗଦର୍ଶନ   (17-Nov-2026)       ||      ବେଲପଡ଼ାରେ ଶିଶୁଙ୍କ ପ୍ରତିଭାର ମହାମଞ୍ଚ ‘ପତାଙ୍ଗୀ-୨୦୨୬’ ଉଦ୍‌ଘାଟିତ   (17-Nov-2026)       ||      ଦେବଗିରି ବାର୍ତ୍ତା ସମ୍ମାନରେ ସମ୍ମାନୀତ ହେବେ ଯୁବ ସାମ୍ବାଦିକ ତୁଳାରାମ ବେହେରା   (17-Nov-2026)       ||      ପୂର୍ବତନ ଖେଳାଳି ଫୁଟବଲ୍ ପ୍ରତିଯୋଗିତା   (17-Nov-2026)       ||      ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ସନ୍ତରଣ ଚାମ୍ପିୟନସିପ୍‌-୨୦୨୬ ଅନୁଷ୍ଠିତ   (17-Nov-2026)       ||     

HOME   ଜିଲ୍ଲା

ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ

22-Jul-2026



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ଧୁଙ୍ଗିଆପୁଟ ପଞ୍ଚାୟତର ଡୁର୍କାଯୋଡ଼ି ଗ୍ରାମରେ ମାଛ ଧରିବାକୁ ଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ଡମ୍ବରୁ ଓଡି (୩୫)। ଘଟଣା ରୁ ପ୍ରକାଶ ଯେ,ଗ୍ରାମବାସୀମାନେ ମିଳିତ ଭାବେ ନଦୀରେ ଏକ ଅସ୍ଥାୟୀ ବନ୍ଧ ନିର୍ମାଣ କରି ମାଛ ଧରୁଥିଲେ।
ଏହି ସମୟରେ ଡମ୍ବରୁ ଓଡି ମାଛ ଧରିବା ପାଇଁ ନଦୀକୁ ଯାଉଥିବା ବେଳେ ଅସାବଧାନତା ଯୋଗୁଁ ଜଳର ପ୍ରଖର ସ୍ରୋତରେ ଭାସିଯାଇ ନିଖୋଜ ହୋଇଯାଇଥିଲେ। ଘଟଣା ସମ୍ପର୍କରେ ଜିଲ୍ଲାପରିଷଦ ସଦସ୍ୟା ଲକ୍ଷ୍ମୀପ୍ରିୟା ନାୟକ ଜାଣିବା

ପରେ ସେ ମାଥିଲି ଥାନା ଆଇଆଇସି ଦୀପାଞ୍ଜଳି ପ୍ରଧାନଙ୍କୁ ସୂଚନା ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ଖୋଜାଖୋଜି କରିଥିଲେ। ଶେଷରେ ଆଜି ସକାଳେ ନଦୀରୁ ଡମ୍ବରୁ ଓଡିଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପୋଲିସ ମୃତଦେହ ଦହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ମାଥିଲି ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ଥିବା ବେଳେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ପଞ୍ଚମ ଦିବସ   18-Nov-2026
  ଜିଲ୍ଲା  
ଯୁବକକୁ ଗୁଳି କରି ହତ୍ୟା, ଲୋକେ ଆତଙ୍କିତ   18-Nov-2026
  ଜିଲ୍ଲା  
ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ(ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ)   18-Nov-2026
  ଜିଲ୍ଲା  
ବିନିକା ଏନଏସିରୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତାପାଇଁ ରଖାଯାଇଥିବା ସାଢେ ୪ ଲକ୍ଷ ଟଙ୍କା ଚୋରି   18-Nov-2026
  ଜିଲ୍ଲା  
ସମ୍ଭାବ୍ୟ ବାତ୍ୟା ‘ଅକଓ୍ୱାନ’ ମୁକାବିଲା ପାଇଁ ବିଏମ୍‌ସିର ବ୍ୟାପକ ପ୍ରସ୍ତୁତି♦️ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍ କ୍ୱାର୍ଟର ନ ଛାଡିବାକୁ ନିର୍ଦେଶ   18-Nov-2026
  ଜିଲ୍ଲା  
ଦୁଲଦୁଲି ୨୦୨୭’ ପାଇଁ ଝାରସୁଗୁଡା ଜ଼ିଲ୍ଲା ମହୋତ୍ସବ ସମିତିର ପ୍ରଥମ ପ୍ରସ୍ତୁତି ବୈଠକ   18-Nov-2026
  ଜିଲ୍ଲା  
କୃଷି ବିଶ୍ୱବିଦ୍ୟାଳୟର ପ୍ରତିଶ୍ରୁତି ଦେଇ ମହାବିଦ୍ୟାଳୟର ଶିଳାନ୍ୟାସ — ତାହା ବି କେବଳ ଫମ୍ପା ଘୋଷଣା କି ?   18-Nov-2026
  ଜିଲ୍ଲା  
ସପ୍ତାହ ପାରାୟଣ ପାଇଁ କଳସ ଶୋଭାଯାତ୍ରା   18-Nov-2026
  ଜିଲ୍ଲା  
ବିଚ ରାସ୍ତାରେ ଯୁବକକୁ ଗୁଳିମାରି ହତ୍ୟା,ଦୁର୍ବୁର୍ତ୍ତ ଫେରାର I   18-Nov-2026
  ଜିଲ୍ଲା  
ବଲାଙ୍ଗିର ମାଟିର ପୁଅ ସତ୍ୟବାନ ନାଗ ଙ୍କ ବିଶ୍ୱ ରେକର୍ଡ ଯାତ୍ରା, ସମ୍ବଲପୁର ମହୋତ୍ସବରେ ଲେଖିଲେ ନୂଆ ଅଧ୍ୟାୟ   18-Nov-2026
  ଜିଲ୍ଲା  
ନବନିର୍ବାଚିତ ଓଷ୍ଟା ରାଜ୍ୟ ନେତୃବୃନ୍ଦଙ୍କୁ ଭବ୍ୟ ସମ୍ବର୍ଦ୍ଧନା   18-Nov-2026
  ଜିଲ୍ଲା  
ସମ୍ବିଧାନ ଦିବସ ଅବସରରେ ‘ସମ୍ବିଧାନ ରକ୍ଷା ଶୋଭାଯାତ୍ରା’♦️ ପଂଚାୟତ ଓ ପୌର ନିର୍ବାଚନ ପାଇଁ ଏହା କଂଗ୍ରେସର ବିଗୁଲ ହେବ: ଭକ୍ତ   18-Nov-2026

You Might Also Like