-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-

23-Jul-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )ଶ୍ରୀ ଗୁଣ୍ଡିଚା ରଥ ଯାତ୍ରା ମହୋତ୍ସବ ସୋନପୁର ର ପଞ୍ଚମ  ଦିବସ ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟ କ୍ରମ ରେ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର  କଳାକାର ଙ୍କ ଦ୍ୱାରା ଭଜନ ସଙ୍ଗୀତ ପରିବେଷଣ କରା ଯାଇଥିଲା  l ନିମନ୍ତ୍ରିତ ଅତିଥି ଭାବେ ଯୁଗ୍ମ ନିର୍ଦ୍ଦେଶକ ତଥା ସୁବର୍ଣ୍ଣପୁର ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ନିରୋଦ କୁମାର ଦାସ, ସୁବର୍ଣ୍ଣପୁର ଡି ଏସ ପି ରେଣୁକା ସୁନା  ଯୋଗ ଦେଇ ଏହି କାର୍ଯ୍ଯ କ୍ରମ କୁ ଶୁଭ ଉଦ୍ଘାଟନ କରି ଆୟୋଜକ ଓ କଳାକାର ଙ୍କୁ ପ୍ରଶଂଶା କରିଥିଲେ  l  ଅତିଥି ଯୋଗାଣ ଅଧିକାରୀ ଶ୍ରୀ ଦାସ "ହୃଦୟ ର ଏଇ ଶୂନ୍ୟତା କୁ" ସଙ୍ଗୀତ ପରିବେଷଣ କରି ଭକ୍ତ ଶ୍ରଦ୍ଧାଳୁ ଦର୍ଶକ ଶ୍ରୋତା ଓ ଆୟୋଜକ ଙ୍କ ମନ ମୋହିଲେ l ପ୍ରଭୁ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ  ମଲ୍ହାର ସଂଗୀତ ମୂର୍ଚ୍ଛନା କଳାକାର ଙ୍କ ସଙ୍ଗୀତ ଉପଭୋଗ ପାଇଁ ଭକ୍ତ ଶ୍ରଦ୍ଧାଳୁ ଓ ଶ୍ରୋତା ଙ୍କ ଖୁବ୍ ଭିଡ଼ ଲଗି ରହି ଥିଲା l ଭଜନ ସନ୍ଧ୍ୟା କାର୍ଯ୍ଯ କ୍ରମ କୁ ଟିମ୍ ନିର୍ଦ୍ଦେଶକ ସଂତୋଷ କର ସଂଯୋଜନା କରିଥିବା ବେଳେ  ଲକ୍ଷ୍ମୀ କାନ୍ତ ସାହୁ  ସଭା ସଂଯୋଜନା କରିଥିଲେ l  କମିଟି ସଭାପତି ମିଲନ ମିଶ୍ର ଧନ୍ଯବାଦ ଅର୍ପଣ କରିଥିଲେ l ରାତି ରେ ସପରିବାର ଶ୍ରୀ ଗୁଣ୍ଡିଚା ମନ୍ଦିର ରେ ପହଞ୍ଚି  ପ୍ରଭୁ ତିନି ଠାକୁର ଙ୍କ ଦର୍ଶନ ଲାଭ କରି ଏକ ଘଣ୍ଟା ଧରି ଭଜନ ସଙ୍ଗୀତ ର ମଜା ନେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ l ସଂଗୀତ କାର ସନ୍ତୋଷ କର ଙ୍କ ଏଇ ଯେ"ବନ ଲତା ପାହାଡ଼", "ଦୁନିଆ ଜାଣେନା ସାଗର ବୁକୁରେ" "ମନ ର ଦେଶରେ ପ୍ରେମ ର ସହର" "ଚାନ୍ଦନା ତୁମେ ତାରା" "ଚିଠି ମୋର ଟିକି ଚଢ଼େଇ"  ଲେଡି କଳାକାର ଙ୍କ "ଅଭିମାନିନୀ ରେ ଅମାନିଆ ଢ଼େଉ" ଆକର୍ଷଣୀୟ ଭଜନ ସଙ୍ଗୀତ ଦର୍ଶକ ଙ୍କ ପାଇଁ ଖୁବ୍ ମନ ଛୁଆଁ ଥିଲା l  ଅତିଥି ଙ୍କ ଦ୍ଵାରା ଏହି ଭଜନ ସନ୍ଧ୍ୟା କଳାକାର ଭୁବନେଶ୍ୱର ଟ୍ରୁପ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ଶ୍ରୀ ଗୁଣ୍ଡିଚା ଯାତ୍ରା ମହୋତ୍ସବ କମିଟି ସଭାପତି ମିଲନ ମିଶ୍ର, ସଂପାଦକ ସିଦ୍ଧାର୍ଥ ମିଶ୍ର, ସକ୍ରିୟ ସଦସ୍ୟ ବିଶ୍ୱଜିତ୍ ମିଶ୍ର,  ରାଜ କିଶୋର ତ୍ରିପାଠି, ବିବେକା ନନ୍ଦ ମିଶ୍ର, ଅଭିନବ ମହାପାତ୍ର, ଗଙ୍ଗା ତରିଆ, ବେଣୁ ନାଏକ୍, ନାରାୟଣ ଦତ୍ତ ପାଣ୍ଡେ , ପ୍ରମୁଖ ସମସ୍ତ ସଦସ୍ୟ ସାଂସ୍କୃତିକ କାର୍ଯ୍ୟ କ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା