-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର 

23-Jul-2026



♦️ପଶ୍ଚିମବଙ୍ଗରେ ଦୂର୍ଗାପୂଜା ପାଇଁ ୧୨ ଦିନ ଛୁଟି,ମହାରାଷ୍ଟ୍ରରେ ଦୀପାବଳି ପାଇଁ ୨ ଦିନ ଛୁଟି ସେମିତି, ଶ୍ରୀଗୁଣ୍ଡିଚା ଭଳି ବାହୁଡ଼ା ଯାତ୍ରାରେ ବି ହେଉ ସରକାରୀ ଛୁଟି ଘୋଷଣା, ଉଠିଲା ବଡ଼ ଦାବି।

♦️ଓଡ଼ିଶାକୁ ଆସୁଛି ବଡ଼ ନିବେଶ; HCLର ୭୩୦ କୋଟି IT ସେଣ୍ଟର, ACMEର ୭୭୮ କୋଟି ଗ୍ରୀନ୍ ଏନର୍ଜି ପ୍ରକଳ୍ପକୁ ମଞ୍ଜୁରୀ, ୨୨,୮୭୩ଜଣକୁ ମିଳିବ ନୂଆ ଚାକିରି।

♦️ପୁରୀ:୩ ରଥ ନେଲେ ଦକ୍ଷିଣ ମୋଡ।ପ୍ରଭୁଙ୍କୁ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ।ପ୍ରଶାସନ ପକ୍ଷରୁ ସୁରକ୍ଷା,ପୁଲିସ ଫୋର୍ସ ମୁତୟନ, ଟ୍ରାଫିକ ଏବଂ ଭିଡ ନିୟନ୍ତ୍ରଣ ପାଇଁ ହୋଇଛି ବ୍ୟାପକ ବ୍ୟବସ୍ଥା।

♦️ବାହୁଡ଼ା ଓ ସୁନାବେଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ଭିଡ଼ ପରିଚାଳନା ଉପରେ ଦିଆଯିବ ଅଧିକ ଗୁରୁତ୍ବ।

♦️ପୁରୀ: ବାହୁଡ଼ା ଯାତ୍ରା ନୀତି କାନ୍ତି ପାଇଁ ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉମାନଙ୍କର ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

♦️ସମ୍ବଲପୁର:ହୀରାକୁଦର ୧୨ ଫାଟକ ଦେଇ  ବନ୍ୟା ଜଳ ନିଷ୍କାସନ ହେଉଛି।

♦️ବ୍ରହ୍ମପୁରରୁ ସଡ଼କ ପଥରେ ତପ୍ତପାଣି ଯିବେ ରାଷ୍ଟ୍ରପତି।ରାଷ୍ଟ୍ରପତି ୪ ତାରିଖ ସକାଳୁ ଭୁବନେଶ୍ବରରୁ ଟ୍ରେନ୍ ଯୋଗେ ଆସି ବ୍ରହ୍ମପୁରରେ ପହଞ୍ଚିବେ।

♦️CMOରୁ ଫାଇଲ୍ ଗାୟବ ଘଟଣା: ପୂର୍ବତନ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନୋଟିସ୍ ଜାରି କଲା ପୋଲିସ।

♦️ଢେଙ୍କାନାଳ ବାଏ ପାସ୍:NH-୫୫ରେ ସ୍କୁଟି ଉପରେ ଚଢିଗଲା ଇନୋଭା କାର, ୨ ମୃତ, ଜଣେ ଗୁରୁତର।

♦️ଭବାନୀପାଟଣା:୧୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ରାମପୁରସ୍ଥିତ OAV ପ୍ରିନ୍ସିପାଲ; ବିଲ୍ ପାସ୍ ପାଇଁ ମାଗିଥିଲେ ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ।

♦️ବାଲେଶ୍ଵର:ନିରାମୟ ଯୋଜନାରେ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା, ମେଡିକାଲରେ ଔଷଧ ଥାଇ ବି ବାହାରୁ କିଣିବାକୁ ପରାମର୍ଶ ଦେଉଛନ୍ତି ଡାକ୍ତର।

♦️ସରକାରୀ କାମରେ AI ବ୍ୟବହାର ପାଇଁ ପ୍ରସ୍ତାବ, ChatGPT Plus, Google AI Pro, Google One କିଣିବାକୁ ଗ୍ରାମ୍ୟ ଉନ୍ନୟନ ବିଭାଗର ଯୋଜନା।

♦️କଟକ: ବିବାହିତ ଝିଅ ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ଯୋଗ୍ୟ: ଓଡ଼ିଶା ହାଇକୋର୍ଟ 

♦️ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଖୋଲୁଛି ଗଣଶିକ୍ଷା ବିଭାଗର ଭିତିରି ଗୁମର, ଅଧିକ ଦରରେ କିଣା ହୋଇଥିଲା ପୁସ୍ତକ କାଗଜ।

♦️ଶୀର୍ଷ ୫ ଜଣଙ୍କ ମଧ୍ୟରେ ତିନି ଭାରତୀୟ ବ୍ୟାଟର, କୋହଲି-ରୋହିତଙ୍କ ଜଲୱା ଜାରି।ଗିଲ୍ ଏବେ ଏକ ନମ୍ୱର ସ୍ଥାନ ହାସଲ କରିବାଠାରୁ ମାତ୍ର ଗୋଟିଏ ରେଟିଂ ପଏଣ୍ଟ ପଛରେ।

♦️ହରାରେ:ଭାରତ -ଜିମ୍ବାଓ୍ବେ ପ୍ରଥମ ଟେଣ୍ଟି ୨୦ ଆଜି, ଖେଳାଯିବ ୩ ଟି ମ୍ୟାଚ।

♦️ଆଜିଠୁ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡା:୭୪ ଦେଶ,୨୧୫ ଇଭେଣ୍ଟ ପାଇଁ ୩୦୦୦ରୁ ଉର୍ଦ୍ଧ୍ବ ଖେଳାଳି।

♦️ସମୟ ନଷ୍ଟ କରନ୍ତୁ ନାହିଁ’ ; ସିଜେପିଙ୍କ ପ୍ରତିବାଦ ଉପରେ ତୁରନ୍ତ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ।

♦️ଚୀନ୍ ଉପରେ ନଜର… ହିମାଳୟ ସୀମାରେ ଭାରତ ପ୍ରସ୍ତୁତ କରୁଛି ହାଇଟେକ୍ ସର୍ଭିଲାନ୍ସ ନେଟୱର୍କ।

♦️ଇରାନକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ ; ସେତୁ ଓ ପାୱାର ପ୍ଲାଣ୍ଟକୁ ଟାର୍ଗେଟ୍ କରିବୁ: ଟ୍ରମ୍ପ ।

         xxx ♦️♦️♦️xxx


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା