-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ଜିଲ୍ଲା

"ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"

23-Jul-2026



ବଲାଙ୍ଗୀରସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲା ର ସମସ୍ତ ସରକାରୀ ମାଧ୍ୟମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମାନଙ୍କ ପାଇଁ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ।ନିଜ ବକ୍ତବ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ମିଶ୍ର ପ୍ରଶାସନିକ ଓ ଶୈକ୍ଷିକ ସଂସ୍କାର ସମ୍ପର୍କରେ ବିସ୍ତୃତ ଭାବେ

ଆଲୋଚନା କରି କହିଥିଲେ ଯେ,ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି।ବିଦ୍ୟାଳୟରେ ଶୃଙ୍ଖଳା,ସୃଜନଶୀଳତା ଓ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀଣ ବିକାଶ ଦିଗରେ ସମସ୍ତେ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଵା ସହ ଚଳିତ ବର୍ଷ ମାଧ୍ୟମିକ ପରୀକ୍ଷାରେ ବଲାଙ୍ଗୀର ଜିଲ୍ଲା ରୁ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଏ-୧ ଗ୍ରେଡ଼ ହାସଲ କରିବେ ସେ ଦିଗରେ ଯତ୍ନବାନ ହେବା ସହ ବିଦ୍ୟାଳୟଭିତ୍ତିକ ସ୍ୱତନ୍ତ୍ର କାର୍ଯ୍ୟଯୋଜନା ପ୍ରସ୍ତୁତ କରି ଦୁର୍ବଳ ଛାତ୍ରଛାତ୍ରୀଙ୍କୁ ନିୟମିତ ଶୈକ୍ଷିକ ସହଯୋଗ,ମଡେଲ ଟେଷ୍ଟ  ଫଳାଫଳ ର ସମୀକ୍ଷା ଓ ଅଭିଭାବକଙ୍କ ସହ ସମନ୍ୱୟ ରକ୍ଷା କରି ଉନ୍ନତ ଫଳାଫଳ ଆଣିବାକୁ ପରାମର୍ଶ ଦେଇଥିଲେ।ଜିଲ୍ଲା ର ସାମଗ୍ରିକ ସଫଳତା ବୃଦ୍ଧି ସହ ଏ-୧ ଗ୍ରେଡ଼ ପ୍ରାପ୍ତ ଛାତ୍ରଛାତ୍ରୀଙ୍କ ସଂଖ୍ୟା ବଢାଇବା ହିଁ ସମସ୍ତଙ୍କ ପ୍ରମୁଖ ଲକ୍ଷ୍ୟ ହେବା ଉଚିତ ବୋଲି ସେ ଗୁରୁତ୍ୱାରୋପ କରିଥିଲେ।ଏଡିଇଓ ପ୍ରବୀର କୁମାର ପଣ୍ଡା ଛାତ୍ରଛାତ୍ରୀଙ୍କ ପାଇଁ ବିଦ୍ୟାଳୟ ଦକ୍ଷତା ବିକାଶ ଯୋଜନା,ବିଦ୍ୟାଳୟ ସୁରକ୍ଷା ଯୋଜନା,ଶିକ୍ଷକଙ୍କୁ ମାର୍ଗଦର୍ଶକ ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ପ୍ରଶିକ୍ଷଣ ପ୍ରଦାନ କରିଵା ସହ ସେ କହିଥିଲେ ଯେ,ଏକ ଆଦର୍ଶ ବିଦ୍ୟାଳୟ କେବଳ ଶୈକ୍ଷିକ ସଫଳତାରେ ସୀମିତ ନ ରହି ଛାତ୍ରଛାତ୍ରୀଙ୍କ ସୁରକ୍ଷା,ମାନସିକ ବିକାଶ ଓ ସର୍ବାଙ୍ଗୀଣ ଉନ୍ନତିକୁ ସମାନ ଗୁରୁତ୍ୱ ଦେବା ଆବଶ୍ୟକ।ପ୍ରତ୍ୟେକ ପ୍ରଧାନ ଶିକ୍ଷକ ନିଜ ବିଦ୍ୟାଳୟ ପାଇଁ ସୁଦୂରପ୍ରସାରୀ ଦକ୍ଷତା ବିକାଶ ଯୋଜନା ପ୍ରସ୍ତୁତ କରିବା ସହ ସୁରକ୍ଷିତ,ଶୃଙ୍ଖଳିତ ପରିବେଶ ସୃଷ୍ଟି କରିବା ଦିଗରେ ନେତୃତ୍ୱ ନେବା ଉଚିତ।ସେହିପରି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେଵାଶ୍ରୀ ଭୋଇ ବିଭିନ୍ନ ସରକାରୀ ଯୋଜନା ଓ ପ୍ରଶାସନିକ କାର୍ଯ୍ୟ ସମ୍ପର୍କରେ ପ୍ରଧାନ ଶିକ୍ଷକ ମାନଙ୍କୁ ସଚେତନ କରିଵା ସହ ନିଜ ବିଦ୍ୟାଳୟ କୁ ଗୁଣାତ୍ମକ ଶିକ୍ଷାର ଆଦର୍ଶ କେନ୍ଦ୍ରରେ ପରିଣତ କରିବାକୁ ଆହ୍ୱାନ ଦେଇଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସୁଶ୍ରୀ ରୀନା କୁମାରୀ ବେହେରା ଶୈକ୍ଷିକ କାର୍ଯ୍ୟକ୍ରମ ଓ ବିଭିନ୍ନ ପରୀକ୍ଷା ପରିଚାଳନା ସମ୍ପର୍କରେ ସବିଶେଷ ମାର୍ଗଦର୍ଶନ ଦେବା ସହ ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ସଂଖ୍ୟାକୁ ଧ୍ୟାନରେ ରଖି ବିଦ୍ୟାଳୟ ସ୍ତରରେ କାର୍ଯ୍ୟ କରି ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟ ରେ ପିଲାମାନଙ୍କୁ ନାମ ଲେଖାଇ ମୁଖ୍ୟ ସ୍ରୋତ କୁ ଆଣିବାରେ ପ୍ରଧାନ ଶିକ୍ଷକଙ୍କ ଗୁରୁଦାୟିତ୍ୱ ରହିଛି ବୋଲି କହିଥିଲେ।ପରବର୍ତ୍ତୀ ଅଧିବେଶନ ଗୁଡିକରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ସେକ୍ସନ ଅଫିସର ସୁଦାମ ମଲ୍ଲିକ କାର୍ଯ୍ୟାଳୟ

ପ୍ରଶାସନ ଉପରେ କହିଥିବା ବେଳେ ଜିଲ୍ଲା କ୍ରୀଡା ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର ନିଜ ବକ୍ତବ୍ୟରେ କ୍ରୀଡ଼ା,ସ୍କାଉଟ ଓ ଗାଇଡ଼ ସମ୍ପର୍କରେ କହିଥିଲେ।ପଞ୍ଚସଖା ଶିକ୍ଷା ସେତୁ ର ଜିଲ୍ଲା ସଂଯୋଜକ ଦୁର୍ଗା ପ୍ରସାଦ ପାଣିଗ୍ରାହୀ ବିଜ୍ଞାନ କାର୍ଯ୍ୟକ୍ରମ ଓ ବିଭିନ୍ନ ଶିକ୍ଷାଗତ ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।ମୁରିବାହାଲ ବ୍ଲକ ଶିକ୍ଷା ଅଧିକାରୀ ଶାନ୍ତନୁ ପଢିହାରୀ ଉପସ୍ଥିତ ଥିଲେ।ଶେଷରେ ଧନ୍ୟବାଦ ଦେଇଥିଲେ ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା