-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ଜିଲ୍ଲା

ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*

23-Jul-2026



 

 

      ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ - ଆଜି ସମ୍ବଲପୁର ଗୋଲବଜାର ଛକରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ଦିଲ୍ଲୀ ଜନ୍ତର-ମନ୍ତରଠାରେ ଚାଲିଥିବା ଆନ୍ଦୋଳନ ନାଁରେ ଦେଶବିରୋଧୀ ନାରାବାଜି, ହିଂସା ସୃଷ୍ଟି ଏବଂ ବିଜେଡ଼ି-କଂଗ୍ରେସର ଅପବିତ୍ର ସାଲିସ୍ ରାଜନୀତି ବିରୋଧରେ ବିଜେପି ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାମାନେ ରାଜରାସ୍ତାକୁ ଓହ୍ଲାଇ ଦୃଢ଼ ବିରୋଧ ପ୍ରଦର୍ଶନ କରିଛନ୍ତି।

 

      ଏହି ପ୍ରତିବାଦ ସଭାରେ ବିଜେପି ନେତାମାନେ ବିଜେଡି ଓ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ନେତୃବୃନ୍ଦମାନେ କହିଛନ୍ତି ଯେ ଦୀର୍ଘ ୨୪ ବର୍ଷ ଧରି ନିଜକୁ 'କଂଗ୍ରେସ ବିରୋଧୀ' ବୋଲି ଡିଣ୍ଡିମ ପିଟୁଥିବା ବିଜେଡିର ଦୋମୁହାଁ ନୀତି ଓ ପ୍ରକୃତ ମୁଖା ଆଜି ପଦାରେ ପଡ଼ିଛି। ନିଜ ଶାସନ କାଳରେ କନେଷ୍ଟବଳ ପରୀକ୍ଷା, ୨୦୧୮ ଓ ୨୦୨୨ର ମାଟ୍ରିକ ପରୀକ୍ଷା ସମେତ ବିଭିନ୍ନ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ପ୍ରଶ୍ନପତ୍ର ଲିକ୍‌ ଓ ଦୁର୍ନୀତି କରିଥିବା ବିଜେଡି ସରକାର ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ଅତ୍ୟନ୍ତ ହାସ୍ୟାସ୍ପଦ। 'ଚଟୁ ଆଇଁଷ, ବେଣ୍ଟ ନିରାମିଷ' ନ୍ୟାୟରେ ବିଜେଡି ଆଜି ଆଚରଣ କରୁଥିବା ବେଳେ, ନବୀନ ବାବୁ ସ୍ପଷ୍ଟ କରନ୍ତୁ ସେ କଂଗ୍ରେସ ସହ ଅଛନ୍ତି ନା ଓଡ଼ିଶାର ରାଜ୍ୟବାସୀଙ୍କ ସହ ଅଛନ୍ତି।

 

      ନେତୃବୃନ୍ଦ ଆହୁରି ମଧ୍ୟ କହିଛନ୍ତି ଯେ ଅତୀତରେ ବୁର୍ଲା ଛାତ୍ର ଆନ୍ଦୋଳନରୁ ଆରମ୍ଭ କରି ଛବିରାଣୀ ଘଟଣା ପର୍ଯ୍ୟନ୍ତ ନିନ୍ଦନୀୟ କାର୍ଯ୍ୟରେ ଲିପ୍ତ ଥିବା ଲୋକଙ୍କ ସହ ନବୀନ ବାବୁ ହାତ ମିଶାଇଛନ୍ତି, ଯାହା ପ୍ରମାଣ କରେ ନବୀନ ବାବୁ ଓ ରାହୁଲ ଗାନ୍ଧୀ ହେଉଛନ୍ତି ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ନିଟ୍ ପରୀକ୍ଷା ନାଁରେ ଚାଲିଥିବା ଆନ୍ଦୋଳନରେ ଦେଶବିରୋଧୀ ସଂଗଠନର ସଦସ୍ୟମାନଙ୍କୁ ସାମିଲ କରାଯାଇ ହିଂସାତ୍ମକ ପରିବେଶ ସୃଷ୍ଟି କରାଯାଉଛି। ଛାତ୍ରଛାତ୍ରୀମାନେ କେବେ ହେଲେ ଦେଶବିରୋଧୀ ନାରା ଦିଅନ୍ତି ନାହିଁ କିମ୍ବା ସମ୍ପତ୍ତି ନଷ୍ଟ କରନ୍ତି ନାହିଁ। ବିଜେଡି ଓ କଂଗ୍ରେସର ଏହି ଅପବିତ୍ର ବୁଝାମଣା ଏବଂ ଦେଶବିରୋଧୀ ଶକ୍ତିଙ୍କୁ ସମର୍ଥନ ବିରୋଧରେ ବିଜେପି ସାରା ରାଜ୍ୟରେ ଆନ୍ଦୋଳନ ଜାରି ରଖିବ ଏବଂ ଆଗାମୀ ଦିନରେ ରାଜ୍ୟବାସୀ ଏହାର ଯୋଗ୍ୟ ଜବାବ ଦେବେ।

 

    ଜିଲ୍ଲା ସଭାପତି ରାମଚନ୍ଦ୍ର ମେହେର ଙ୍କ ନେତୃତ୍ୱରେ ହୋଇଥିବା ଆଜିର କାର୍ଯ୍ୟକ୍ରମ ରେ ରାଜ୍ୟ ସାଧାରଣ ସଂପାଦକ ସୀମାଞ୍ଚଳ ଖଟେଇ, ପୂର୍ବତନ ଜିଲ୍ଲା ସଭାପତି ଗିରୀଶ ପଟେଲ , ରାଜ୍ୟ ପ୍ରବକ୍ତା ମାନସ ରଞ୍ଜନ ବକ୍ସି, ବରିଷ୍ଠ ନେତା ଦାମୋଦର କର, ଡ଼.ପ୍ରମୋଦ ରଥ, ମହିଳା ମୋର୍ଚ୍ଚା ଜିଲ୍ଲା ସଭାନେତ୍ରୀ ସୁଷମା ସାହୁ, ଯୁବ ମୋର୍ଚ୍ଚା ଜିଲ୍ଲା ସଭାପତି ପ୍ରଭୁଦତ୍ତ ପଣ୍ଡା , ଯୁବ ମୋର୍ଚ୍ଚା ରାଜ୍ୟ ସାମାଜିକ ଗଣମାଧ୍ୟମ ସଂଯୋଜକ ଉତ୍ତମ ବିଶ୍ଵାଳ, ଆଶିଷ ହୋତା, ନିଳାମ୍ବର ସିକନ୍ଦର, ହରବ୍ରତ ସେନାପତି, ଗୁରପ୍ରିତ୍ ସିଂହ, ଶମ୍ଭୁ ବରେଲିଆ, ଗୁଗା ସିଂହ, ଟିକୁ ମେହେର, ସୁଧୀର ବୋହିଦାର, ଅଶ୍ୱିନୀ ମାଝୀ, ତୁକୁ ମହାନ୍ତି, ମୋତିଲାଲ ତନ୍ତି ରୁନୁ ପ୍ରଧାନ, ପୁଷ୍ପାଞ୍ଜଳି ଜେନା, କଞ୍ଚନ ଲୁହା, ପୁଷ୍ପାଞ୍ଜଳି ପଣ୍ଡା , ଅନୁସୂୟା ସାମଲ ସମେତ ଶତାଧିକ କାର୍ଯ୍ୟକାର୍ତ୍ତା, ପାଦାଧିକାରୀ ଓ ସମର୍ଥକ ସମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା