-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||     

HOME   ଜିଲ୍ଲା

ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*

24-Jul-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଶ୍ରୀ ଗୁଣ୍ଡିଚା ରଥ ଯାତ୍ରା ମହୋତ୍ସବ ସୋନପୁର ର ଷଷ୍ଠ  ଦିବସ ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟ କ୍ରମ ରେ ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଓ ସାଥୀ କଳାକାର ଙ୍କ ଦ୍ୱାରା ଭଜନ ସଙ୍ଗୀତ ପରିବେଷଣ କରା ଯାଇଥିଲା  l ଆଜି ମୁଖ୍ୟ ଅତିଥି  ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ, ପୌର ପରିଷଦ ଅଧ୍ଯକ୍ଷା ତାମସୀ ତାମସ୍ମିତା ନାୟକ, ସାଂସଦ ପ୍ରତିନିଧି ସାନନ୍ଦ ମେହେର ଯୋଗ ଦେଇ ଏହି କାର୍ଯ୍ଯ କ୍ରମ କୁ ଶୁଭ ଉଦ୍ଘାଟନ କରି ଆୟୋଜକ ଓ କଳାକାର ଙ୍କୁ ପ୍ରଶଂଶା କରିଥିଲେ  l  l ପ୍ରଭୁ ତିନି ଠାକୁର ଙ୍କ  କଳ୍କୀ ବେଶ ଦର୍ଶନ ଓ ଉମାକାନ୍ତ ବାରିକ ସାଥି କଳାକାର ଙ୍କ ସମ୍ବଲପୁରୀ  ଗୀତ ନାଚ କୁ ଉପଭୋଗ ପାଇଁ ଭକ୍ତ ଶ୍ରଦ୍ଧାଳୁ ଓ ଶ୍ରୋତା ଙ୍କ ଖୁବ୍ ଭିଡ଼ ଲାଗି ରହି ଥିଲା l ଏହି ସାଂସ୍କୃତିକ କାର୍ଯ୍ଯ କ୍ରମ କୁ ଟିମ୍ ନିର୍ଦ୍ଦେଶକ ଉମାକାନ୍ତ ବାରିକ ସଂଯୋଜନା କରିଥିବା ବେଳେ  ଲକ୍ଷ୍ମୀ କାନ୍ତ ସାହୁ  ସାଂସ୍କୃତିକ ସଭା ସଂଯୋଜନା କରିଥିଲେ l  କମିଟି ଉପଦେଷ୍ଟା ତଥା କାଉନସିଲର ଗଙ୍ଗା ତରିଆ  ଧନ୍ଯବାଦ ଅର୍ପଣ କରିଥିଲେ  l  ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ସଙ୍ଗୀତ ନାଚ ରେ  ଦର୍ଶକ ବିଳମ୍ବିତ ରାତି ଯାଏ ନାଚିଲେ ଗାଇଲେ  ଖୂବ୍ ମଜା ନେଲେ l ମୁଖ୍ୟ ଅତିଥି ଙ୍କ ଦ୍ଵାରା ଏହି ଉମାକାନ୍ତ ବାରିକ ଓ ସାଥୀ କଳାକାର ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ଶ୍ରୀ ଗୁଣ୍ଡିଚା ଯାତ୍ରା ମହୋତ୍ସବ କମିଟି ସଭାପତି ମିଲନ ମିଶ୍ର, ସଂପାଦକ ସିଦ୍ଧାର୍ଥ ମିଶ୍ର, ସକ୍ରିୟ ସଦସ୍ୟ ବିଶ୍ୱଜିତ୍ ମିଶ୍ର,  ରାଜ କିଶୋର ତ୍ରିପାଠି, ବିବେକା ନନ୍ଦ ମିଶ୍ର, ଅଭିନବ ମହାପାତ୍ର, ଗଙ୍ଗା ତରିଆ, ବେଣୁ ନାଏକ୍, ନାରାୟଣ ଦତ୍ତ ପାଣ୍ଡେ , ପ୍ରମୁଖ ସମସ୍ତ ସଦସ୍ୟ ସାଂସ୍କୃତିକ କାର୍ଯ୍ୟ କ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026

You Might Also Like