-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର

24-Jul-2026



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ଉଚ ବିଦ୍ୟାଳୟ ଠାରେ ଭୀମଭୋଇ ସେବା ଫାଉଣ୍ଡେସନ ତରଫରୁ ପରିବେଶ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଓ ଆର୍ଥିକ ସ୍ଵାକ୍ଷର ଶିବିର ଅନୁଷ୍ଠିତ ହୋଇଯାଇଛି ।ସ୍କୁଲର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ମହାକୁଡ଼ ଏଥିରେ ଅଧ୍ୟକ୍ଷତା କରି ଛାତ୍ର ମାନଙ୍କ ଭବିଷ୍ୟ ଗଠନ ଉପରେ ମନ୍ତବ୍ୟ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ବନପାଳ ସୁରେନ୍ଦ୍ର ସାହୁ ଯୋଗଦେଇ ବୃକ୍ଷ ରୋପଣର ଉପକାରିତା,ପରିବେଶ ସୁରକ୍ଷା  ଉପରେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ l ସମ୍ବାନୀତ ଅତିଥି ଭାବେ କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇ ସ୍ୱଛତା ଓ ପରିବେଶରୁ କି ଉପକାର ମିଳିଥାଏ ଛାତ୍ର ମାନଙ୍କୁ ବୁଝାଇଥିଲେ l ସୋନପୁର ଜିଲ୍ଲା ଏସ ବି ଆଇ ବ୍ୟାଙ୍କ ଆର୍ଥିକ ସାକ୍ଷର ପରାମର୍ଶଦାତା ଘନଶ୍ୟାମ ମେହେର,  ଉଚ୍ଚ ଶିକ୍ଷା ପାଇଁ ବ୍ୟାଙ୍କ କିପରି ସହାୟତା ଯୋଗାଇ ଦେଇଥାଏ, ଶିକ୍ଷାହିଁ ଛାତ୍ରଙ୍କୁ ସର୍ବୋଚ୍ଚ ସ୍ଥାନରେ ପହଞ୍ଚାଇପାରେ ପାଠପଢ଼ାରେ ଆର୍ଥିକ ବାଧା ଦେଇପାରିବ ନାହିଁ ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ l ଏସ ଆଇ ମରୁତ ଚନ୍ଦ୍ର ପଧାନ ଛାତ୍ରମାନେ ତାଙ୍କ ଜୀବନରେ ଶାନ୍ତି ଶୃଙ୍ଖଲା ସ୍ଥାପନ କରି କେବଳ ପାଠପଢ଼ାରେ ମନ ଦେବା ଓ କୈଣସି ପରିସ୍ଥିରେ ବି ସାଙ୍ଗସାଥିଙ୍କ ସହିତ କଳହ ନ କରିବାପାଇଁ ଉପଦେଶ ଦେଇଥିଲେ l ଭୀମଭୋଇ ସେବା ଫାଉଣ୍ଡେସନର ପ୍ରତିଷ୍ଠିତା ତଥା ଆୟୋଜକ ପକୃତି ବନ୍ଧୁ ରାମ ଗୋପାଳ ବାଘ ଦଶମରେ ପଢ଼ୁଥିବା ସମସ୍ତ ଗରିବ ଛାତ୍ରଙ୍କୁ  ପାଠ୍ୟ ସାମଗ୍ରୀ ଓ ନିଶୁକ୍ଳ କୋଚିଂ ଶିକ୍ଷା ଦାନ କରିବା ପାଇଁ ଆହ୍ୱାନ ଦେଇ ନିଜ ମା ଙ୍କ ନାମରେ ଗଛଟିଏ ଲଗାଇବା ପାଇଁ ଅନୁରୋଧ କରିଥିଲେ l ଏହି ଅବସରରେ ସ୍କୁଲର ସମସ୍ତ ଷ୍ଟାଫ ଓ ଅଧ୍ୟୟନରତ ଛାତ୍ର ମାନେ ବୃକ୍ଷ ରୋପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like