-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ

24-Jul-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ବିଶିଷ୍ଟ ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କର ଗତ ୨୩ ତାରିଖ ସକାଳେ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ସେ କିଛି ଦିନ ଧରି ନିମୋନିଆ ରୋଗରେ ପୀଡିତ ଥିଲେ। ମୃତ୍ୟୁବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା।ସ୍ୱର୍ଗତ ନାଏକ ଗଇଁତାଳାର ପୂର୍ବତନ ସମିତି ସଦସ୍ୟ ଭାବେ ଦାୟିତ୍ୱ ତୁଳାଇବା ସହ ଦୀର୍ଘଦିନ ଧରି ସମାଜସେବା ଓ ସଂଗଠନମୂଳକ କାର୍ଯ୍ୟ ପାଇଁ ଅଞ୍ଚଳରେ ବେଶ୍ ପରିଚିତ ଥିଲେ। ମୃତ୍ୟୁ ସମୟରେ ତାଙ୍କ ସ୍ତ୍ରୀ ଜୟନ୍ତୀ, ବୃଦ୍ଧା ମାତା ନିର୍ବାଣୀ,  ଝିଅ ବର୍ଷା, ଭାତୃ ବୋହୂ ପୁଷ୍ପାଞ୍ଜଳି, ଭଉଣୀ ପ୍ରତିଭା ଭାଇ ଆଇନଜୀବୀ ହିମାଂଶୁ, ଶୁଭ୍ରାଂଶୁ ଓ ସୀତାଂଶୁ ପ୍ରମୁଖ ଉପସ୍ଥିତ ଥିଲେ। ସ୍ୱର୍ଗତ ନାୟକଙ୍କ ଅକାଳ ବିୟୋଗରେ ଗଇଁତଲା ସ୍ଥିତ ଲିଟିଲ ଏଙ୍ଗଲସ୍ ସ୍କୁଲ, ବୀଣାପାଣି ଶିକ୍ଷା ସୌଧ, ରେନ୍ ବୋ ପବ୍ଲିକ ସ୍କୁଲ ର କର୍ମକର୍ତ୍ତା ସମେତ ବଲାଙ୍ଗୀର ସିଭିଲ ସୋସାଇଟିର ମନୋରଞ୍ଜନ ସାହୁ, ସରପଞ୍ଚ ସଂଘର ସଭାପତି ବିଷ୍ଣୁ ପଟେଲ ଏବଂ ବଲାଙ୍ଗୀର ଲ' କଲେଜର ଅଧ୍ୟକ୍ଷ ସଞ୍ଜୀବ ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।ସ୍ୱର୍ଗତ ନାଏକଙ୍କ ଏକମାତ୍ର ପୁତ୍ର ଅଙ୍କୁଶ ନାଏକ ମୁଖାଗ୍ନି ଦେଇଥିଲେ। ଆଜି ଗଇଁତାଳା ସ୍ଥିତ ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ କରାଯାଇଛି।ପୂର୍ବତନ ସରପଞ୍ଚ ଶ୍ରୀ ନାଏକ ଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ଗଇଁତାଳା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like