-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି

24-Jul-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ଗ୍ରାମ କଲ୍ୟାଣ ମଣ୍ଡପ ସମ୍ମୁଖରେ ନୂତନ ନିର୍ମିତ ଅମୃତଧାରା ଖୋଲାଯାଇଛି । ଏହା ତିନି ଲକ୍ଷ ଚଉଷଠି ହଜାର ଦୁଇଶହ ଏକଷଠି ଟଙ୍କାରେ ନିର୍ମିତ କରାଯାଇ ଜଳ ଯୋଗାଣ  ଓ ଅମୃତଧାରା ରୁ ଗ୍ରାମବାସି ପାଣି ପାଇ ପାଉଛନ୍ତି । ବିଗତ ଦିନରେ 2/3 କିଲୋମିଟର ରୁ ପିଇବା ପାଣି ପାଉଥିଲେ । ଏହି ଅମୃତ ଧାରା ହେବା ଦିନ ଠାରୁ ଗ୍ରାମବାସୀ ତଥା କଲ୍ୟାଣ ମଣ୍ଡପ ରେ ବିବାହ ,ବ୍ରତ , ଶୁଦ୍ଧକ୍ରିୟା ତଥା ଅନ୍ୟାନ୍ୟ କୌଣସି କାର୍ଯ୍ୟକ୍ରମ ହେଲେ ସୁ ବ୍ୟବସ୍ଥା କରାଯାଇଥାଏ ଏଣୁ ପାଣିର ସମସ୍ୟା ଦେଖାଯାଏ ନାହଁ l ଏହି ଅମୃତ ଧାରା କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ। ଦେବକୀ ସାହୁ , ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ , ବ୍ଲକ ଉପାଧକ୍ଷା ନିରୁପମା ପଧାନ ଉଦଘାଟନ କରିଛନ୍ତି l ଏଥିରେ  ଅମୃତ ଧାରା ରେ ପାଣି ନିଷ୍କାସନ ହେଉ ନାହିଁ ବୋଲି ଲୋଇସିଂହା ର ଜଣେ ସାମ୍ବାଦିକ ମିଥ୍ୟା ଖବର ପରିବେଷଣ କରିଥିବା ବେଳେ ଏହାର ତଦନ୍ତ ବି ଡି ଓ ମହାପାତ୍ର କୁଲଦୀପ ମହାନ୍ତି କରିଥିବା ରୁ ତାହା ଭିତ୍ତିହିନ ବୋଲି ସୂଚନା ଦେଇଛନ୍ତି । ଏହା ବ୍ୟତୀତ ଉପାଧ୍ୟକ୍ଷା ନୀରୁପମା ପଧାନ ଆଇନ ଗତ ପଦକ୍ଷେପ ନେବେ ବୋଲି ସୂଚନା ଦେଇଥିବା ବେଳେ ଉକ୍ତ ସମସ୍ୟା ପାଇଁ ଉପାଧ୍ୟକ୍ଷା ବିଭାଗୀୟ ଅଧିକାରୀ ଙ୍କୁ ମଧ୍ୟ ପ୍ରତିକ୍ରିୟା ନେଇ ତଦନ୍ତ କରିଵା ପାଇ ପରାମର୍ଶ ଦେଇଛନ୍ତି । ଏହି ଅମୃତ ଧାରା ଦିନ ରେ ଦୁଇ ଥର ପାଣି ଦିଆ ଯାଇଥାଏ ଓ ଗତ ଗ୍ରୀଷ୍ମ ପ୍ରବାହ ରେ ମଧ୍ୟ ଏହି ଅମୃତ ଧାରା ରୁ ଠିକ୍ ଭାବେ ଗ୍ରାମବାସି ପାଣି ର ସୁବିଧା ପାଉଥିବା ଉପାଧ୍ୟକ୍ଷା ଶ୍ରୀମତୀ ପଧାନ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like