-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..

25-Jul-2026



 


ସମ୍ବଲପୁର : (ସଂଜୀବ ପାଣିଗ୍ରାହୀ : ନିଟ୍ ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ସମଗ୍ର ଦେଶର ସଡ଼କରୁ ସଂସଦ ଯାଏ ହୁଲସ୍କୁଲ ହେଉଥ‌ିବା ବେଳେ ସମ୍ବଲପୁର ସହରରେ ତିନିଟି ଯାକ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ନିଜ ନିଜ ପ୍ରସଙ୍ଗ ନେଇ ପ୍ରତିବାଦ କରିଛନ୍ତି।
ଗୁରୁବାର ଅପରାହ୍ନରେ ବିଜେଡି ପକ୍ଷରୁ ସମ୍ବଲପୁର ସହରରେ ବିଶାଳ ପ୍ରତିବାଦ ସଭା କରାଯାଇଥିଲା । ଅପରାହ୍ଣ ୪ଟାରେ ମ୍ୟୁନିସି ପାଲିଟି ଛକରୁ ଦଳର ବିଶାଳ ରାଲି ବାହାରିଥିବା ବେଳେ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଆୟୋଜିତ ହୋଇଥିଲା। ଏଥିରେ ନେତୃବୃନ୍ଦ ନିଟ୍ ପେପର ଲିକ୍‌କୁ ନେଇ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାୟୀକରି ତାଙ୍କର ଇସ୍ତଫା ଦାବି କରାଯାଇଥିଲା । ନିଟ୍ ପେପର ଲିକ୍ ହେବା ଫଳରେ ୩୫ ଛାତ୍ରଛାତ୍ରୀ ଜୀବନ ହାରି ଦେଇଛନ୍ତି। ସରକାର ସେ ପରିବାରକୁ ଆଶ୍ବସ୍ତ ସୁଦ୍ଧା ଦେଉ ନ ଥିବା ବେଳେ ନ୍ୟାୟପୂର୍ଣ୍ଣ ଆନ୍ଦୋଳନ କରୁଥିବା ଛାତ୍ରଙ୍କୁ ପ୍ରହାର କରିବା ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ ବୋଲି ବିଜେଡି ନେତୃବୃନ୍ଦ କହିଥିଲେ। ଜିଲା ବିଜେଡି ସଭାପତି ପତି ଇଂ. ରୋହିତ ପୂଜାରୀଙ୍କ ସଭାପତିତ୍ୱରେ ଆୟୋଜିତ ପ୍ରତିବାଦ ସଭାରେ ରେଙ୍ଗାଲି । ବିଧାୟକ ସୁଦର୍ଶନ ହରିପାଲ, ଜିଲାପରିଷଦ ଅଧ୍ଯକ୍ଷା କୁମୁଦିନୀ ନା ନାୟକ, ରାଜ୍ୟ ଜ୍ୟ ଛାତ୍ର ବିଜେଡି ସଭାନେତ୍ରୀ ଇପ୍ସିତା ସାହୁ, କୁଚିଣ୍ଡା ବ୍ଲକଅଧ୍ୟକ୍ଷ ଭୁବନେଶ୍ବର କିସାନ, ମାନେଶ୍ବର ବ୍ଲକ ସଭାପତି ଗୋପୀ ରଞ୍ଜନ ବେହେରା, ଯୁଯୋମୁରା ବ୍ଲକ ସଭାପତି ବିନୋଦ ବଡ଼ପଣ୍ଡା, ଜିଲାପରିଷଦ ସଭ୍ୟା ଗୀତାଞ୍ଜଳି ପାଣ୍ଡେ, ସୁରଜା ସେଟ, ବସନ୍ତ ମିଶ୍ର, ସୁରୁବାବୁ ମେହେର, ବେଣୁଧର ଦାସ, ଆନନ୍ଦ ବଡ଼ଗୟାନ, ସୁବାସ ଜେନା, ଯୁବ ଯୁବ ବିଜେଡି ସଭାପତି ପ୍ରଦୋଷ ମହାନ୍ତି, ଶାନ୍ତନୁ ବଡ଼ପଣ୍ଡା, ହୀରାଲାଲ ବେହେରା, ମହିଳା ରାଜ୍ୟ ଉପସଭାପତି ଉଷା ପ୍ରଧାନ, ରାଜ୍ୟ ଉ ପସଭାପତି ବନ୍ଦିତା ମିଶ୍ର, ଜୋନ ସଭାନେତ୍ରୀ ସିପ୍ରା ମହାନ୍ତି, ଜିଲା ସଭାନେତ୍ରୀ ସଂଯୁକ୍ତା ତ୍ରୀ ସଂଯୁକ୍ତା ମେହେର, ସସ୍ମିତା ଦୀପ, ରୂପାଞ୍ଜଳି ରଣବିଡା, ପଦ୍ମା ମହାନନ୍ଦ, ସରିତା ଦାସ, ଲିଲିମା ମଲ୍ଲିକ ପ୍ରମୁଖ ଯୋଗଦେଇଥ୍ ଗଦେଇଥିଲେ । ରେଢ଼ାଖୋଲ ବ୍ଲକ ସଭାପତି ଉଦିତ ତ୍ରିପାଠୀ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା