-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ

25-Jul-2026



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା ର କଣ୍ଟାବାଞ୍ଜି ସରକାରୀ ଡାକ୍ତରଖାନାରୁ ଜଣେ ବ୍ୟକ୍ତି ନିଜ ମୃତ ପୁଅଙ୍କ ଶବକୁ କାନ୍ଧରେ ବୋହି ନେଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓକୁ ଆଧାର କରି ଡାକ୍ତରଖାନାରେ ଶବବାହକ ଗାଡ଼ି ଉପଲବ୍ଧ ନଥିବାରୁ ପରିବାର ଏଭଳି କରିବାକୁ ବାଧ୍ୟ ହୋଇଥିବା ଦାବି କରାଯାଉଛି। ତେବେ ଏହି ଦାବିକୁ ଡାକ୍ତରଖାନା କର୍ତ୍ତୃପକ୍ଷ ସମ୍ପୂର୍ଣ୍ଣ ଭାବେ ଖଣ୍ଡନ କରିଛନ୍ତି। ସୂଚନା ଅନୁଯାୟୀ, ବାହାର ରାଜ୍ୟରୁ ଆସି ବଙ୍ଗୋମୁଣ୍ଡା ଅଞ୍ଚଳରେ ପଲିଥିନ ସଂଗ୍ରହ କରି ଜୀବିକା ନିର୍ବାହ କରୁଥିବା ଜଣେ ଶ୍ରମିକଙ୍କ ପୁଅ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ କଣ୍ଟାବାଞ୍ଜି ସରକାରୀ ଡାକ୍ତରଖାନାକୁ ଅଣାଯାଇଥିଲା। ଚିକିତ୍ସା ପରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ। ଆଇନଗତ ପ୍ରକ୍ରିୟା ଅନୁଯାୟୀ ଶବ ବ୍ୟବଚ୍ଛେଦ କରାଯିବ ବୋଲି ପରିବାରକୁ ସୂଚନା ଦିଆଯାଇଥିଲା। ହସ୍ପିଟାଲ ପକ୍ଷର କହିବା ଅନୁସାରେ, ଶବ ବ୍ୟବଚ୍ଛେଦ କଥା ଜାଣିବା ପରେ ମୃତ ଶିଶୁର ବାପା ଏହାକୁ ବିରୋଧ କରି ମୃତଦେହକୁ କାନ୍ଧରେ ବୋହି ହସ୍ପିଟାଲରୁ ବାହାରକୁ ନେବାକୁ ଚେଷ୍ଟା କରିଥିଲେ। ସେହି ସମୟର ଦୃଶ୍ୟ ହିଁ ଭିଡିଓରେ ରେକର୍ଡ ହୋଇ ସୋସିଆଲ ମିଡିଆରେ ପ୍ରଚାରିତ ହୋଇଛି।
ପରେ ହସ୍ପିଟାଲ କର୍ମଚାରୀ ଓ ପୋଲିସ ତାଙ୍କୁ ଅଟକାଇ ବୁଝାସୁଝା କରିଥିଲେ। ଆବଶ୍ୟକ କାଗଜପତ୍ର ଓ ଆଇନଗତ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବା ପରେ ହସ୍ପିଟାଲର ଶବବାହକ ଗାଡ଼ିରେ ମୃତଦେହକୁ ବଙ୍ଗୋମୁଣ୍ଡା ପଠାଯାଇଥିବା କର୍ତ୍ତୃପକ୍ଷ କହିଛନ୍ତି। ଶବବାହକ ଗାଡ଼ିର ଚାଳକ କହିଛନ୍ତି ଯେ, ଘଟଣା ସମୟରେ ଡାକ୍ତରଖାନାରେ ଶବବାହକ ଗାଡ଼ି ଉପଲବ୍ଧ ଥିଲା ଏବଂ ପରେ ସେ ନିଜେ ମୃତଦେହକୁ ବଙ୍ଗୋମୁଣ୍ଡାରେ ପହଞ୍ଚାଇଥିଲେ। ନେଇ ମେଡିକାଲ ଅଫିସର ଡା. ରାକେଶ ପଣ୍ଡିତ କହିଛନ୍ତି ଯେ, ସୋସିଆଲ ମିଡିଆରେ ପ୍ରଚାରିତ ତଥ୍ୟ ଏକପାଖିଆ। ତାଙ୍କ କହିବା ଅନୁସାରେ, ମୃତ ଶିଶୁର ବାପା ଶବ ବ୍ୟବଚ୍ଛେଦ ଏଡ଼ାଇବା ପାଇଁ ମୃତଦେହକୁ ନେଇ ଚାଲିଯିବାକୁ ଚେଷ୍ଟା କରୁଥିଲେ। ପରେ ପୋଲିସ ଉପସ୍ଥିତିରେ ସମସ୍ତ ପ୍ରକ୍ରିୟା ସରିବା ପରେ ହସ୍ପିଟାଲର ଶବବାହକ ଗାଡ଼ିରେ ମୃତଦେହକୁ ପଠାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like