-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା

25-Jul-2026



ଖୋର୍ଦ୍ଧା(ମୁରଲୀଧର ମିଶ୍ର):- ଖୋରଧା ଜିଲ୍ଲା ଜଟଣୀ ବ୍ଲକ ଅନ୍ତର୍ଗତ ତରାବୋଇ ଗ୍ରାମରେ ୪୬ ତମ ବାହୁଡ଼ା ଯାତ୍ରା ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି।

ଶ୍ରଦ୍ଧାଳୁଙ୍କ ଜୟ ଜଗନ୍ନାଥ, ହରିବୋଲ୍ ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା ବାବଜା ଓ ତରାବୋଇ ଅଞ୍ଚଳ।

ରଥଯାତ୍ରା କମିଟି ସଭାପତି ସୁରେଶ ସାହୁଙ୍କ ତତ୍ତ୍ୱାବଧାନରେ ଗୁଣ୍ଡିଚା ଯାତ୍ରା ଓ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଥିଲା।

ଆଜିର ଏହି ବାହୁଡ଼ା ଯାତ୍ରାର ଉଦଯାପନୀ ସମାରୋହରେ ଗ୍ରାମ ତଥା ଅଞ୍ଚଳର ବେଶ୍ ଜଣାଶୁଣା ବିଶିଷ୍ଟ, ବୟୋଜ୍ୟେଷ୍ଠ ବ୍ୟକ୍ତି ପୂର୍ବତ୍ତନ ସରପଞ୍ଚ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର, ବରିଷ୍ଠ ସମାଜସେବୀ ସତ୍ୟ ନାରାୟଣ ବେହେରା, ବିଶିଷ୍ଟ ସଂକୀର୍ତ୍ତନ ଗାୟକ ଭାସ୍କର ଚନ୍ଦ୍ର ବେହେରା, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ପଣ୍ଡିତ ରଘୁନାଥ ମିଶ୍ର,ପ୍ରଶାନ୍ତ ସୁନ୍ଦରରାୟ ପ୍ରଧାନ ଶିକ୍ଷକ, ଜିତେନ୍ଦ୍ର ସ୍ୱାଇଁ ଅଧ୍ୟାପକ ଶରତ ପାଇକରାୟ ମହାବିଦ୍ୟାଳୟ, ଶ୍ରୀଧର ସାହୁ ଅବସର ପ୍ରାପ୍ତ ପୋଲିସ ଇନିସପେକ୍ଟର ପ୍ରମୁଖଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

ଏହି କାର୍ଯ୍ୟକ୍ରମକୁ ଅବସର ପ୍ରାପ୍ତ ରେଳ କର୍ମଚାରୀ ବିଜୟ କୁମାର୍ ସ୍ୱାଇଁ,ଶ୍ରୀନିବାସ ବେହେରା, ସୁବାସ ଚନ୍ଦ୍ର ସାହୁ, ବିଜୟ କୁମାର୍ ମହାପାତ୍ର,ଯୁବ ସମାଜ ସେବୀ ପ୍ରକାଶ ଚନ୍ଦ୍ର ସାହୁ,ଗଣେଶ ଚନ୍ଦ୍ର ବେହେରା, ଅଜୟ କୁମାର ମହାପାତ୍ର ଓ ଭରତ ମହାପାତ୍ର (ପୂଜାପଣ୍ଡା) ପ୍ରମୁଖ ସଂଯୋଜନା ଓ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like