-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ

25-Jul-2026



ବଲାଙ୍ଗୀର(ପ୍ରେରଣା ଖବର)-ସ୍ଥାନୀୟ ରାମ ମନ୍ଦିର ପରିସର ରେ ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଶ୍ରୀମତୀ ରଶ୍ମି ପାତ୍ରଙ୍କ ସଭାପତିତ୍ଵ ଓ ସମ୍ପାଦକ  ଦିଲୀପ କୁମାର ପୁରୋହିତଙ୍କ ନେତୃତରେ ରଥଯାତ୍ରା ଉପଲକ୍ଷ୍ୟେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ  ଉଦ୍ଦେଶ୍ୟରେ ଏକ ଭଜନ ସନ୍ଧ୍ୟା ଆସର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଭବାନୀ ଶଙ୍କର ପଟେଲ

ଓ  ବଳିଷ୍ଠ ପଧାନ  ଉପସ୍ଥିତ ରହି ନିଜସ୍ଵ ରଚିତ ଭଜନ ଗାନ କରିଥିଲେ । ଏହା ସହ ସମସ୍ତ କବି ଓ କବୟିତ୍ରୀ ଭକ୍ତିପୂର୍ଣ୍ଣ ଭାବରେ ଖୁବ ସୁନ୍ଦର ସୁଲଳିତ କଣ୍ଠରେ ଭଜନ ସବୁ ପରିବେଷଣ କରି ରାମ ମନ୍ଦିର ପରିସରକୁ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲେ । କବୟିତ୍ରୀ ସରସ୍ଵତୀ ମିଶ୍ର ସଂଯୋଜନା କରିଥିଲେ ।  ରାଜଶ୍ରୀ ତ୍ରିପାଠୀ, ସସ୍ମିତା ସାହୁ, ନିରୁପମା ମିଶ୍ର, ଜ୍ୟୋତିମୟୀ ତ୍ରିପାଠୀ, ଅମ୍ବିକା ଦାନୀ, ସୌଦାମିନୀ ମିଶ୍ର, ସଂନ୍ଧ୍ୟାରାଣୀ ତ୍ରିପାଠୀ, ଆରତୀ ତ୍ରୀପାଠୀ,

କୁମୁଦିନୀ ପୃଷ୍ଟି, .ରଶ୍ମିତା ପାତ୍ର, ରାମ ଶଙ୍କର ଶତପଥି, କୃଷ୍ଣଚନ୍ଦ୍ର ମିଶ୍ର, ମନରଞ୍ଜନ ଚାନ୍ଦ, ଆରତୀମିଶ୍ର, ଲିଲି ପଟେଲ ପ୍ରଭୃତି ଭଜନ କବିତା ସୁ ଲଳିତ କଣ୍ଠ ରେ ଗାନ କରି ଆସରକୁ ସାଫଲ୍ୟ ମଣ୍ଡିତ କରିଥିଲେ। ଖୁବ ଉଚ୍ଚକୋଟିର ଆସର ଟି ଥିଲା କହି ସମସ୍ତେ ନିଜ ନିଜ ବକ୍ତବ୍ୟ ରଖି ଥିଲେ । ଏବଂ ପରି ଶେଷ ରେ ସେଉ, ବୁନ୍ଦି, ନଡ଼ିଆ, ମିଠା ପ୍ରସାଦ ଭକ୍ତ ମାନଙ୍କୁ  ବଣ୍ଟନ କରା ଯାଇଥିଲା ।ଶ୍ରଦ୍ଧାଳୁ ମହା ଆନନ୍ଦ ରେ ପ୍ରସାଦ ପାଇ ଖୁସି ହୋଇଥିଲେ ।  ପରେ ପ୍ରଭୁଙ୍କ ସନ୍ଧ୍ୟା ଆଲତି ଦର୍ଶନ ର ସୈଭାଗ୍ୟ ଅର୍ଜନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like