-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

25-Jul-2026



ବାଲିଗୁଡା:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଡାମେରିକିଆ ନିକଟ ମାରବାଲି ଠାରେ ସାରଙ୍ଗଗଡ଼ ପାଟ୍ଟଖଣ୍ଡା ସାହିର ବଶିଷ୍ଠ ପାତ୍ରଙ୍କ ପୁଅ କିରଣ ସିଂ ପାତ୍ର (୨୫) ଓ ଜିରିଡିକିଆ ଗ୍ରାମର ପିର ପ୍ରଧାନଙ୍କ ପୁଅ ରବି ଚନ୍ଦ୍ର ପ୍ରଧାନ (୫୫) ଜଣେ ସ୍କୁଟି ଆରୋହି ଠାରୁ ଗତ ବୁଧବାର ଦିନ ଜୋର ଜବରଦସ୍ତ ଭୟଭୀତ କରିବା ସହିତ ମାଡ଼ମାରି ମୋବାଇଲ ସହ ଟଙ୍କା ଲୁଟି ନେଇଥିଲେ। ଉକ୍ତ ଅଭିଯୋଗ ରେ ଉଭୟଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସୂଚନା ଅନୁସାରେ ଗତ ୨୨ ତାରିଖରେ ବିଶିପଡ଼ା ଗ୍ରାମର ସଚିନ କୁମାର ସାହାଣୀ ବାଲିଗୁଡ଼ା ବଡ଼ଗାଁରୁ ନିଜ ଗ୍ରାମକୁ ସ୍କୁଟି ଯୋଗେ ଫେରୁଥିଲେ। ତେବେ ପ୍ରାୟ ରାତି ୧୦ ବେଳେ ରାଇକିଆ- ସାରଙ୍ଗଗଡ଼ ଛକରେ ଥ‌ିବା ଉକ୍ତ ଅଭିଯୁକ୍ତ ଦୁଇ ଜଣ ଓଡି ୧୨ଡି ୦୭୩୧ ଟିଭିଏସ ଆପାଚି ବାଇକ୍ ଆରୋହି ସଚିନକୁ ଏକୁଟିଆ ସ୍କୁଟିରେ ଯିବା ଦେଖି  ପିଛା କରିଥିଲେ। ମାରବାଲି ପାଖରେ ସ୍କୁଟିକୁ ଧକ୍କା ଦେଇ ଚାବି ଛଡ଼ାଇ ମାଡ ମାରିବା ସହ ଧମକାଇ ଗୋଟିଏ ମୋବାଇଲ ଓ ଦୁଇ ହଜାର ଟଙ୍କା ଲୁଟି ନେଇ ସେଠାରୁ ଫେରାର ହୋଇ ଯାଇଥିଲେ।ପରେ ହତାଶ ହୋଇ ସଚିନ କ.ନୂଆଗାଁ ଥାନାର ଦ୍ବାରସ୍ଥ ହୋଇ ଲିଖୂତ ଅଭିଯୋଗ କରିଥିଲେ। ଏହା ପରେ ଭାରପ୍ରାପ୍ତ ଥାନା ଅଧିକାରୀ ଅଶୋକ କୁମାର ତ୍ରିପାଠୀ ଥାନା କେସ ନଂ ୧୧୪/୨୬ ଋଜୁ କରି ବିଏନଏସ ୩୦୯(୬) ଧାରାରେ ତଦନ୍ତ କରି ଉଭୟ ଅଭିଯୁକ୍ତକୁ ଗିରଫ କରି ବ୍ୟବହୃତ ବାଇକ୍, ମୋବାଇଲ ଫୋନ୍ ଓ ଦୁଇ ହଜାର ଟଙ୍କା ଜବତ କରିବା ସହ କୋର୍ଟକୁ ପଠାଇ ଥୂବା ଥାନା ଅଧୂକାରୀ ସୂଚନା ଦେଇଛନ୍ତି। ତେବେ ଉକ୍ତ ଅଭିଯୁକ୍ତ ପୂର୍ବରୁ ସାରଙ୍ଗଗଡ଼ ଥାନା ଡକାୟତି କେସରେ ଜେଲରେ ରହି ଏବେ ବେଲରେ ଆସି ପୁଣି ଡକାୟତି କରି ଜେଲ୍ ଯାଇଥିବାରୁ ଅଞ୍ଚଳବାସୀ ଆଶ୍ବସ୍ତ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like