-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*

26-Jul-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
କଷାଗୁମୁଡ଼ା ବ୍ଲକ ଅଧୀନ ବି.ଏମ୍.ସେମଲା ଠାରେ  କଷାଗୁମୁଡ଼ା ବ୍ଲକର ସମସ୍ତ ତଫସିଲ ଭୂକ୍ତ ଜାତି ଜନ ଜାତି ସେବାୟତ ମାନଙ୍କୁ ନେଇ ଏକ ସାଂଗଠନିକ ବୈଠକ ଅନୁଷ୍ଠିତ ହେଲା।ଏହି ବୈଠକରେ ପୋଡ଼ାଗଡ ସେବାୟତ ଚାରିଟେବୁଲ ଟ୍ରଷ୍ଟର ମୁଖ୍ୟ ଉପଦେଷ୍ଟା  ଡଃ କୈଳାସ ଚନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ବ୍ଲକ୍ ସଂଘ କମିଟି ଗଠନ କରାଗଲା ଉକ୍ତ କମିଟିର ସଭାପତି ଭାବେ ଶ୍ରୀଯୁକ୍ତ ଦୁର୍ଯୋଧନ ଶିରା।ଙ୍କୁ।ସର୍ବ ସମ୍ମତି କ୍ରମେ ବଛାଗଲା ସମ୍ପାଦକ ଭାବେ ସନୁ ଶିରା ,କୋଷାଧକ୍ଷ ଭାବେ  ଶ୍ରୀଯୁକ୍ତ ପଦ୍ଲାମ ଦିଶାରି ,
ସହ ୫୦ରୁ ଉର୍ଦ୍ଧ ସଭ୍ୟକୁ ନେଇ କମିଟି ଗଠନ ହୋଇଥିଲା ଏହି ବୈଠକ ରେ  ପାରମ୍ପରିକ ପୂଜା ପଦ୍ଧତି ଓ ପରମ୍ପରା ଉପରେ ଆଲୋଚନା କରାଯାଇଥିଲା,  ତଫସିଲ୍ ଭୁକ୍ତ ଜାତି ଓ ଜନଜାତି ପୂଜକ ,ଶିରା,ଗୁଣିଆ ବୈଦ୍ୟକର ,ବଜନିଆ ,ମହୁରିଆ , ଗଣ୍ଡା ଚାଲାଣ  ଉପସ୍ଥିତ ହୋଇ ଜନଜାତି ବିଭାଗ  ମନ୍ତ୍ରୀଙ୍କ ଅବଗତି ନିମନ୍ତେ ଏକ ଦାବି ପତ୍ର ପ୍ରଦାନ କରିବାକୁ ନିଷ୍ପତି ନିଆଗଲା  ,ନିକଟ ପଡ଼ୋଶୀ ରାଜ୍ୟ ଛତିଶଗଡରେ ।ସେବାୟତ ମାନଙ୍କୁ ଭତ୍ତା ପ୍ରଦାନ କରାଯାଉଛି କିନ୍ତୁ ଦୁଃଖ ଓ ପରିତାପର ବିଷୟ ଓଡ଼ିଶାରେ ଜନଜାତି ସେବାୟତମାନଙ୍କୁ  ଭତ୍ତା ଦିଆ ହଉ ନାହିଁ ଏଣୁ ଓଡ଼ିଶା ସରକାରଙ୍କୁ ଉକ୍ତ ବାବଦରେ ପତ୍ର ପ୍ରେରଣ ନିମନ୍ତେ ନିଷ୍ପତ୍ତି ନିଆଗଲା, ଆଗାମୀ ଦିନରେ ଆମ ପରମ୍ପରା ସୁରକ୍ଷା ନିମନ୍ତେ ଜନଜାତି ବିକାଶ ପରିଷଦକୁ  ଅନୁରୋଧ କରିବାକୁ ନିଷ୍ପତି ନିଆଗଲା ଏହି ବୈଠକ ରେ ଶତାଧିକ ସେବାୟତ ଯୋଗ ଦେଇଥିଲେ। ଆଗାମୀ ଦିନରେ ଜିଲ୍ଲାସ୍ତରୀୟ କମିଟି ଗଠନ କରାଯିବ ବଲି ନିଷ୍ପତି ନିଆଗଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like