-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ

26-Jul-2026



ବଲାଙ୍ଗୀର /-ଶିଆଲ ଯୋର ଅଂଚଳ ର ଲୋକଙ୍କ ଗୁଜୁରାଣ ମୁଖ୍ୟତଃ ଚାଷ ଓ କପଡା ବୁଣl ବ୍ୟବସାୟ ଉପରେ ନିର୍ଭର କରିଥାଏ, କିଂନ୍ତୁ ଏଠାରେ ଉଭୟ  ସମ୍ପ୍ରଦାୟ ଘୋର ଅସୁବିଧା ରେ ଅଛନ୍ତି l ଏମାନଙ୍କ ସମସ୍ୟା ପ୍ରତି ସରକାର ଗୁରୁତ୍ୱର ସହ ଧ୍ୟାନ ଦେବା ଦରକାର ବୋଲି ଦେଓଗାଁ ବ୍ଲକ ବ୍ରାହ୍ମଣୀଯୋର ପଂଚାୟତ ର ଶିଆଲଯୋର ଗ୍ରାମ ରେ ଲୋକଙ୍କ ସହ ଆଲୋଚନା ପରେ  ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପ୍ରତିକ୍ରିୟାରେ କହିଛନ୍ତି,

ଶ୍ରୀ ମିଶ୍ରଙ୍କ ସହ ଆଲୋଚନା ବେଳେ ଲୋକେ ସାର ର କଳାବଜାରୀ କୁ ନେଇ ଘୋର ଅସନ୍ତୋଷ ବ୍ୟକ୍ତ କରିଥିଲେ l ବିଶେଷ କରି ଡିଏପି ସାର ଯାହାର ଉଚିତ ଦାମ 1350 ଟଙ୍କା, ଖୋଲାବଜାର ରେ ସେହି ସାରକୁ 2450 ଟଙ୍କା ରେ କଳାବଜାରୀ କରାଯାଉଛି l ବ୍ୟବସାୟୀମାନେ ଜାଣିଶୁଣି ସାର ର ଅଭାବ ଦେଖାଇ ଆହୁରି ଚଢ଼ାଦର ରେ ବିକିବାର ଷଡଯନ୍ତ୍ର କରୁଛନ୍ତି ଓ କୃଷି ସମବାୟ ବିଭାଗରେ ଯେତେ ଅଭିଯୋଗ କଲେ ହେଁ ଚାଷୀଙ୍କ ଅଭିଯୋଗ କୁ ଗୁରୁତ୍ୱ ଦିଆଯାଉ ନାହିଁ l

ଏହି ଅଞ୍ଚଳ ର ବୁଣାକାର ମାନେ ମଧ୍ୟ ସମଦଶା ଭୋଗୁଛନ୍ତି l ବୁଣାକାର ଙ୍କ ପାଈଁ ମଙ୍ଗା ଓ ଘର ଋଣ  ପ୍ରଦାନ କରାଯାଇଛି, କିଂନ୍ତୁ ବୁଣାକାର ମାନେ ଘର ତିଆରି କରି ସାରିଥିଲେ ହେଁ ସେମାନଙ୍କୁ ସେମାନଙ୍କ ଘରତିଆରୀ ଟଙ୍କା ପ୍ରଦାନ କରାଯାଇ ନାହିଁ l ମଙ୍ଗଘର କୁ ବିଜୁଳି ଓ ଇନଭର୍ଟର ବୟନ ଓ ହସ୍ତତନ୍ତ ବିଭାଗ ପ୍ରଦାନ କରିବାର ବ୍ୟବସ୍ଥା ଥିଲେ ହେଁ ଅନେକ ଲୋକ ଏଥିରୁ ବଂଚିତ ଅଛନ୍ତି l ଗାଁ ରେ ବିଜୁଳି ବ୍ୟାଘାତ, ଟ୍ରାନ୍ସଫରମର ଅସୁବିଧା ଅତିଶୀଘ୍ର ସମାଧାନ ପାଈଁ ବିଜୁଳି

ବିଭାଗ ସହ ଶ୍ରୀ ମିଶ୍ର ଫୋନ ଯୋଗେ କଥା ହୋଇ ସମାଧାନ ର ପ୍ରତିଶୃତି ଦେଇଥିଲେ l 
ଆଜିର ଏହି ଆଲୋଚନା ବେଳେ ପ୍ରହଲ୍ଲାଦ ନାଗ, ସନ୍ତୋଷ ବାରିକ, ଚନ୍ଦ୍ରଶେଖର ବାରିକ, ପଞ୍ଚାନନ ବାରିକ, ଅରୁଣ ଛତ୍ରିଆ, ଦେବାଧର ବାରିକ, ଧାକୁଲୁ ବାରିକ ଗଜାରୁ ନନ୍ଦ, ଗୋପବନ୍ଧୁ ବାରିକ ରଘୁମଣି ବାରିକ, ଗୋବିନ୍ଦ ବାରିକ, ଭୁବନେ ପାତ୍ର, ବ୍ଲକ କଂଗ୍ରେସ ସଭାପତି ରାମଜୀ ଚୌଧୁରୀ, କାନ୍ତେଶ୍ୱର ପଧାନ, ପ୍ରମୋଦ ସାହୁ, ଅସିତ ମିଶ୍ର ଙ୍କ ସମେତ ଅନେକ ଗ୍ରାମବାସୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like