-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*

26-Jul-2026



ବରପାଲି,(ସୁଦାମ ଦୀପ) ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ଲୋକସଭାରେ ନିୟମ- ୩୭୭ ଅଧୀନରେ ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଦାବି ଉଠାଇଛନ୍ତି। ସାଂସଦ ଶ୍ରୀ ପୁରୋହିତ ସଦନରେ କହିଥିଲେ ଯେ, ୧୯ ଜାନୁଆରୀ ୧୯୨୬ରେ ଜନ୍ମଗ୍ରହଣ କରିଥିବା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ ବର୍ଷ ୨୦୨୬ରେ ପୂରଣ ହୋଇଛି।
ଅଳ୍ପ ବୟସରୁ ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ପ୍ରେରିତ ହୋଇ ସେ ‘ଭାରତ ଛାଡ଼ ଆନ୍ଦୋଳନ’ରେ ସକ୍ରିୟ ଭାଗ ନେଇଥିଲେ, କାରାବାସ ଭୋଗ କରିଥିଲେ ଏବଂ ବ୍ରିଟିଶ ଶାସନ ବିରୋଧରେ ସଂଗ୍ରାମ କରିଥିଲେ। ତାଙ୍କର ସାହସ, ତ୍ୟାଗ ଓ ନେତୃତ୍ୱ ଆଜି ମଧ୍ୟ ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଛି। ସ୍ୱାଧୀନତା ପରେ ପାର୍ବତୀ ଗିରି ନିଜ ଜୀବନକୁ ସମାଜସେବା, ମହିଳା ସଶକ୍ତିକରଣ, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଅସହାୟ ଶିଶୁମାନଙ୍କ କଲ୍ୟାଣ ପାଇଁ ସମର୍ପିତ କରିଥିଲେ। ଗତ ଡିସେମ୍ବର ମାସରେ ମାନନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ "ମନ କି ବାତ୍" କାର୍ଯ୍ୟକ୍ରମରେ ତାଙ୍କୁ ଶ୍ରଦ୍ଧା ପୂର୍ବକ ସ୍ମରଣ କରିଥିଲେ । ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନିତ ହୋଇଥିଲେ ମଧ୍ୟ ଜାତୀୟ ସ୍ତରରେ ତାଙ୍କୁ ଯଥେଷ୍ଟ ପରିଚୟ ମିଳିନଥିବା ଉଲ୍ଲେଖ କରି ସାଂସଦ ଶ୍ରୀ ପୁରୋହିତ କେନ୍ଦ୍ର ସରକାରଙ୍କୁ ତାଙ୍କ ଜନ୍ମ ଶତବାର୍ଷିକୀକୁ ଜାତୀୟ ସ୍ତରରେ ପାଳନ କରିବାକୁ ଅନୁରୋଧ କରିଛନ୍ତି। ସେ ଆହୁରି ଦାବି କରିଛନ୍ତି ଯେ ପାର୍ବତୀ ଗିରିଙ୍କ ଜୀବନ ଉପରେ ଆଧାରିତ “ବଡ଼ମା” ନାମରେ ଏକ ଜାତୀୟ ଜୀବନୀଚିତ୍ର (ବାୟୋପିକ୍) ପ୍ରଦର୍ଶନ କରାଯାଉ ଏବଂ ଭାରତୀୟ ଡାକ ବିଭାଗ ପକ୍ଷରୁ ତାଙ୍କ ନାମରେ ସ୍ମାରକ ଡାକ ଟିକଟ ପ୍ରକାଶ କରାଯାଉ। ଏହା ତାଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବା ସହିତ ଯୁବପିଢ଼ୀଙ୍କୁ ରାଷ୍ଟ୍ରସେବା, ତ୍ୟାଗ ଓ ସମର୍ପଣର ପ୍ରେରଣା ଯୋଗାଇବ ବୋଲି ସେ ମତ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like