-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ରାଜ୍ୟ

ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ

26-Jul-2026



ସାମ୍ପ୍ରତିକ ସମାଜ ରେ  ଘଟୁଥିବା  ବିଭିନ୍ନ ଘଟଣା, ଯାହା ସମ୍ବେଦନଶୀଳ ମଣିଷ କୁ ଆହୁରି ସମ୍ବେଦନଶୀଳ କରେ, ସେପରି ଗଳ୍ପ ପାଠକକୁ ବେଶୀ ଆକୃଷ୍ଟ କରେ। ମନୋଜ ପୂଜାରୀଙ୍କ ଗଳ୍ପ ସେପରି ସମ୍ବେଦନଶୀଳ  ଭାବର ଉପସ୍ଥାପନା

ବୋଲି କହିଛନ୍ତି କଥାଶିଳ୍ପୀ ଡାକ୍ତର ମଞ୍ଜୁବାଳା ପଣ୍ଡା।ରାଜୀବ ଲୋଚନ ଆଚାର୍ଯ୍ୟ ଙ୍କ ସଂଯୋଜନାରେ   ସଂସ୍କୃତି ଭବନ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥିଭାବେ କଥାଶିଳ୍ପୀ ଡାକ୍ତର ମଞ୍ଜୁବାଳା ପଣ୍ଡା,  ସେଞ୍ଚୁ ରିଆନ ର ଅଧ୍ୟାପିକା ନମିତା ସ୍ମୃତି ମିଶ୍ର,  କୁନି ଝିଅ ଗୁଞ୍ଜନ ମଂଚାସୀନ ଥିଲେ।ଗାଳ୍ପିକ ସ୍ବର୍ଗତ ମନୋଜ କୁମାର ପଣ୍ଡା, ସଦାନନ୍ଦ

ତ୍ରିପାଠୀ ଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ସଭା ଆରମ୍ଭ କରାଯାଇଥିଲା। ପ୍ରକୃତି ଓ ପରିବେଶ ପାଇଁ  କଦଳୀ ପତ୍ରରେ  ବନ୍ଧା ହୋଇଥିବା ଗଳ୍ପ ସଂକଳନ ବାଘ ଭୟ କୁ ଲୋକାର୍ପଣ କରିଥିଲେ ଅତିଥିମାନେ। ଲୋକାର୍ପିତ ଗଳ୍ପ ସଂକଳନ ରୁ ଗଳ୍ପ ପଢିଥିଲେ ଭାରତୀ ବାଗ ଓ ରାଜୀବ ଲୋଚନ ଆଚାର୍ଯ୍ୟ।ଗାଳ୍ପିକ ମନୋଜ କୁମାର ପୂଜାରୀ ନିଜ ଗଳ୍ପର ବିଭିନ୍ନଦିଗ ସମ୍ପର୍କରେ ଆଲୋଚନା କରିଥିଲେ। ସସ୍ମିତାନେପାକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like