-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ

26-Jul-2026



(ସୁଦାମ ଦୀପ )
 ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପୌତ୍ରବଧୂ ତଥା ସ୍ୱର୍ଗତ କିଶୋର ଚନ୍ଦ୍ର ମେହେରଙ୍କ ଧର୍ମପତ୍ନୀ ପ୍ରେମଶୀଳା ମେହେରଙ୍କ ବିୟୋଗ ଭୁବନେଶ୍ୱର କଳିଙ୍ଗବିହାରସ୍ଥିତ ବାସଭବନରେ ହୋଇଯାଇଛି । ତାଙ୍କର  ସୁପୁତ୍ର ଉତ୍କଳ ବିଶ୍ୱବିଦ୍ୟାଳୟର ପରିଦର୍ଶକ ପ୍ରଫେସର ମଣୀନ୍ଦ୍ର କୁମାର ମେହେରଙ୍କ ପାଖରେ ସେ ରହୁଥିଲେ । ଦୀର୍ଘଦିନ ହେଲା ତାଙ୍କ ଦେହ ଅସୁସ୍ଥ ଥିଲା । ମୃତ୍ଯୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ତାଙ୍କ ପଛରେ ସେ ତାଙ୍କର ଏକମାତ୍ର ପୁତ୍ର ମଣୀନ୍ଦ୍ର, ପୁତ୍ରବଧୂ ଦୀପ୍ତିମୟୀ ଓ ନାତି ଶୌଭିକ ସୁମନଙ୍କୁ ଛାଡ଼ି ଯାଇଛନ୍ତି । ସେ ଜଣେ ଅତ୍ୟନ୍ତ  ଭଦ୍ର, ଅମାୟିକ, ସାହିତ୍ୟପ୍ରେମୀ, ଭଗବତ୍ ବିଶ୍ୱାସୀ ମହିଳା ଥିଲେ । ସ୍ୱଭାବ କବି ଗଙ୍ଗାଧରଙ୍କ ସ୍ମୃତି ରକ୍ଷା ପ୍ରତି ସାରା ଜୀବନ ନିଜକୁ ସେ ଉତ୍ସର୍ଗ କରିରଖିଥିଲେ । ବରପାଲିସ୍ଥିତ କବି ପରିବାରଙ୍କ ନୂତନ ଭବନ ‘ଗଙ୍ଗାଧର ସ୍ମୃତି ସଦନ’ରେ ସଂରକ୍ଷିତ ହୋଇ ରହିଥିବା କବିଙ୍କ କଲମ, ଦୁଆତ,  ପାଣ୍ଡୁଲିପି,କୋର୍ଟ, କଠଉ, ଥାଳି, ପିଢ଼ା, ତକ୍ରାଳୀନ କବି ଲେଖକଙ୍କ ଚିଠି ପତ୍ର ଆଦିକୁ ସଯତ୍ନରେ ସାଇତି ରଖିବା ସହିତ ବାହାରୁ ଆସୁଥିବା ଗଙ୍ଗାଧର ପ୍ରେମୀଙ୍କୁ ଆଗ୍ରହ ସହକାରେ ଦେଖାଉଥିଲେ । ସ୍ୱଭାବ କବିଙ୍କ ଜୟନ୍ତୀ ହେଉ ବା ଶ୍ରାଦ୍ଧ ଦିବସକୁ ପରିବାରରେ ଉତ୍ସାହ ଉଦ୍ଦୀପନା ସହିତ ପାଳନ କରିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ଭୁବନେଶ୍ୱର ସତ୍ୟନଗରସ୍ଥିତ ଶ୍ମଶାନରେ ତାଙ୍କର ଅନ୍ତ୍ୟେଷ୍ଟିକ୍ରିୟା ସଂପନ୍ନ ହୋଇଯାଇଛି । ତାଙ୍କର ଏକମାତ୍ର ପୁତ୍ର ପ୍ରଫେସର ମଣୀନ୍ଦ୍ର କୁମାର ମେହେର ମୁଖାଗ୍ନି ଦେଇଥିଲେ । ତାଙ୍କ ଶେଷ ଦର୍ଶନ ଓ ଅନ୍ତ୍ୟେଷ୍ଟି କ୍ରିୟା ସମୟରେ ତାଙ୍କ ପୁୁତୁରା ତଥା ସ୍ୱଭାବ କବିଙ୍କ ପ୍ରପୌତ୍ର ନାଟ୍ୟକାର ମିହିର କୁମାର ମେହେର, ଡକ୍ଟର ସୁଶୀଳ କୁମାର ବାଗ୍, ବିପଦର ବନ୍ଧୁ ନିରାକାର ସାହୁ,  ସମାଜସେବୀ ସୁଧାଂଶୁ ସାହୁ, ଅରୁଣ ଡାକୁଆ, ଚନ୍ଦନ ସିଂହ, ବାପି ନାୟକ, ସୁଶାନ୍ତ କୁମାର ବେହେରା ପ୍ରମୁଖ  ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ର ଓ ଗବେଷକମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ତାଙ୍କ ବିୟୋଗରେ କବିଙ୍କ ଜନ୍ମସ୍ଥାନ ବରପାଲି ଓ ଭୁବନେଶ୍ୱରର ସାହିତ୍ୟିକ ମହଲରେ  ଶୋକର ଛାୟା ଖେଳି ଯାଇଛି । ସ୍ୱର୍ଗତା ମେହେରଙ୍କ ପରଲୋକ ଖବର ପାଇ ଓଡ଼ିଶାର ବହୁ ବିଶିଷ୍ଟ ସାହିତ୍ଯିକ, ଶିକ୍ଷାବିତ, ଗଙ୍ଗାଧର ପ୍ରେମୀ ଶୋକପ୍ରକାଶ କରିବା ସହିତ ତାଙ୍କ ପୁତ୍ର ମଣୀନ୍ଦ୍ର କୁମାରଙ୍କୁ ସମବେଦନା ଜଣାଉଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like