-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ

27-Jul-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାବନ ଲୀଳାକ୍ଷେତ୍ର ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉ ମାନଙ୍କ ନୀଳାଦ୍ରି ବିଜେ ପର୍ବ ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ ହୋଇଯାଇଛି। ଆଜି ରାତ୍ରୀରେ ଶ୍ରୀଜିଉମାନେ ପ୍ରାୟ ଏକ ମାସ ପରେ ଛଳିଆ ପାହାଡ଼ସ୍ଥ ଶ୍ରୀମନ୍ଦିରର ରତ୍ନ ସିଂହାସନରେ ବିଜେ କରିଛନ୍ତି। ଜ୍ୟେଷ୍ଠ ପୂର୍ଣମୀରେ ମହାସ୍ନାନ ପରେ ଅଣସର ନୀତି, ନେତ୍ରୋତ୍ସବ, ନବ ଯୌବନ ଦର୍ଶନ, ଶ୍ରୀଗୁଣ୍ଡିଚା ରଥଯାତ୍ରା, ଆଡପ ମଣ୍ଡପରେ ଦଶାବତାର, ବାହୁଡ଼ାଯାତ୍ରା, ରାଜରାଜେଶ୍ଵର (ସୁନା  ବେଶ)ଏବଂ ଗତକାଲି ଅଧର ପଣା ପରେ ଆଜି ଅପରାହ୍ନ ରେ ରଥାବତରଣ କରି ଗୋଟି ପହଣ୍ଡିରେ ପ୍ରଥମେ ଶ୍ରୀ ସୁଦର୍ଶନ ତାପରେ ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ଶ୍ରୀ ଜଗନ୍ନାଥ ଶ୍ରୀମନ୍ଦିରରେ ବିଜେ କରିଥିଲେ। ଠାକୁରଙ୍କ ଆସିବା ଜାଣି ମହାଲକ୍ଷ୍ମୀ ମନ୍ଦିର ଦ୍ୱାର ବନ୍ଦ କରି ଦେଇଥିଲେ ଏବଂ ଉଭୟଙ୍କ ମଧ୍ୟରେ ଏକ ରୋମାଞ୍ଚକର ସାଙ୍ଗିତିକ ବଚସା ହୋଇଥିଲା,ଯାହାକୁ କି ଶ୍ରୀରାମ ପଣ୍ଡା ଓ ବିଶେଶ୍ୱର ପାଢ଼ୀ ପରିବେଷଣ କରିଥିଲେ। ଶେଷରେ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିଥିଲେ ଶ୍ରୀ ଜଗନ୍ନାଥ।ଲକ୍ଷ୍ମଣ ନାୟକ ଓ ଅନିରୁଦ୍ଧ ପାଢ଼ୀଙ୍କ ପହଣ୍ଡି ଗୀତ ଏବଂ ଘାଣ୍ଟୁଆଳ ମାନଙ୍କ ଘଣ୍ଟ ନାଦରେ ମନ୍ତ୍ରମୁଗ୍ଧ ହୋଇଥିଲା ଛଳିଆ କନ୍ଦର।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like