-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା

27-Jul-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲାର ବରିଷ୍ଠ କଂଗ୍ରେସ ନେତା ତଥା ବିନିକା ବ୍ଳକ ଅନ୍ତର୍ଗତ ବାବୁପାଲି ପଞ୍ଚାୟତ ସଦର ବାବୁପାଲି ଗ୍ରାମର ଧରମସିଂ ବଡପଣ୍ଡାଙ୍କ ୭୨ ବର୍ଷ ବୟସରେ ବାଙ୍ଗାଲୋର ସ୍ଥିତ ତାଙ୍କ ପୁତ୍ର ରହୁଥିବା ଅସ୍ଥାୟୀ ଘରେ ଆଜି ଭୋର ସକାଳେ ପରଲୋକ ହୋଇଯାଇଛି।ସ୍ଵର୍ଗତ ଶ୍ରୀ ବଡପଣ୍ଡା ସୋନପୁର ଜିଲ୍ଲା କିସାନ କଂଗ୍ରେସ କମିଟିର ସଭାପତି ଭାବେ ଦାୟିତ୍ୱ ନିର୍ବାହ କରି କୃଷକ ମାନଙ୍କ ହିତରେ ନିଜକୁ ସମ୍ପର୍ପି ଦେଇଥିଲେ ।ସେହିପରି ଡୁଙ୍ଗୁରିପାଲି ନିୟନ୍ତ୍ରିତ ବଜାର କମିଟି ସଭାପତି,ବାଙ୍କିଘିର୍ଡି ପ୍ରାଥମିକ ସେବା ସମବାୟ ସମିତି ସଭାପତି ଭାବରେ ରହି ଦକ୍ଷତା ସମ୍ପନ୍ନ ଭାବେ ଦାୟିତ୍ଵ ତୁଲାଇ ସମସ୍ତ ଲୋକଙ୍କ ପ୍ରିୟଭାଜନ ହୋଇଥିଲେ।ତାଙ୍କ ବିୟୋଗ ପରେ ସୋନପୁର ଜିଲ୍ଲା କଂଗ୍ରେସର ଅପୁରଣିୟ କ୍ଷତି ଘଟିଛି।ଏପରିକି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ସାମ୍ବାଦିକ ମାନଙ୍କୁ ବେଶୀ ଗୁରୁତ୍ଵ ଦେଇ ଆସୁଥିଲେ ।ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ଏନେଇ  ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ସଭାପତି ତଥା ପୂର୍ବତନ ବିଧାୟକ ବିନୋଦ ପାତ୍ର ଗଭୀର ଶୋକ ପ୍ରକାଶ କରିବା ସହିତ କଂଗ୍ରେସ ଦଳ ପାଇଁ ତାଙ୍କର ଅବଦାନ ଚିର ସ୍ୱରଣୀୟ ହୋଇ ରହିବ ବୋଲି କହିଛନ୍ତି।  ବେଙ୍ଗଲୋର ସ୍ଥିତ ଶ୍ଵସାନ ଘାଟରେ ତାଙ୍କର ଅନ୍ତେଷ୍ଟ୍ରିକ୍ରୀୟା  ସମ୍ପନ୍ନ ହୋଇଥିଲା । ପୁଅ ବିଦ୍ବାନ ବଡପଣ୍ଡା ମୁଖାଗ୍ନି ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like