-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||     

HOME   ଜିଲ୍ଲା

ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି

27-Jul-2026



ବରଗଡ(ପ୍ରେରଣା ଖବର): ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ସୋମବାର ଲୋକସଭାରେ ନିୟମ ୩୭୭ ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇ ଓଡ଼ିଶାର ଲବାନ ଆଥବା ଲବାନା ସମୁଦାୟଙ୍କୁ ବଞ୍ଜାରାର ପର୍ଯ୍ୟାୟ ଭାବେ ଅନୁସୂଚିତ ଜନଜାତି (ST) ତାଲିକାରେ ସାମିଲ କରିବାକୁ କେନ୍ଦ୍ର ସରକାରଙ୍କୁ ଦାବି କରିଛନ୍ତି। ସାଂସଦ ଶ୍ରୀ ପୁରୋହିତ କହିଛନ୍ତି ଯେ, ବର୍ତ୍ତମାନ ଓଡ଼ିଶାରେ ବଞ୍ଜାରା ସମୁଦାୟ ଏସ୍‌ଟି ତାଲିକାରେ ରହିଥିବା ବେଳେ, ଭାଷା, ସଂସ୍କୃତି, ପରମ୍ପରା, ବିବାହ ପ୍ରଥା ଓ ସାମାଜିକ ପରିଚୟରେ ସମାନ ହୋଇଥିଲେ ମଧ୍ୟ ଲବାନ ଅଥବା ଲବାନା ସମୁଦାୟକୁ ଅନୁସୂଚିତ ଜାତି (SC) ତାଲିକାରେ ରଖାଯାଇଛି। ଏହି ତ୍ରୁଟିପୂର୍ଣ୍ଣ ବର୍ଗୀକରଣ

ଯୋଗୁଁ ସମୁଦାୟ ସଂବିଧାନସମ୍ମତ ଅଧିକାର ଓ ବିଭିନ୍ନ କଲ୍ୟାଣକାରୀ ସୁବିଧାରୁ ବଞ୍ଚିତ ହେଉଛନ୍ତି। ସେ ଆହୁରି ଉଲ୍ଲେଖ କରିଛନ୍ତି ଯେ, ଲୋକୁର ସମିତି (୧୯୬୫), ଜୋସେଫି ସମିତି (୧୯୬୭), ରେଜିଷ୍ଟ୍ରାର ଜେନେରାଲ୍ ଅଫ୍ ଇଣ୍ଡିଆ (୧୯୯୩) ଓ ଓଡ଼ିଶା ସରକାରଙ୍କ ହାଲିଆ ସର୍ଭେରେ ବଞ୍ଜାରା, ବଞ୍ଜାରୀ, ଲବାନ ଓ ଲବାନା ଏକେ ସମୁଦାୟର ପର୍ଯ୍ୟାୟ ବୋଲି ସ୍ପଷ୍ଟ କରାଯାଇଛି। ତେଣୁ ଲବାନ ଅଥବା ଲବାନା ସମୁଦାୟଙ୍କୁ ଏସ୍‌ସି ତାଲିକାରୁ ବାହାର କରି ବଞ୍ଜାରାର ପର୍ଯ୍ୟାୟ ଭାବେ ଏସ୍‌ଟି ତାଲିକାରେ ସାମିଲ କରିବା ପାଇଁ ଶୀଘ୍ର ସଂବିଧାନିକ ଓ ଆଇନଗତ ପଦକ୍ଷେପ ନେବାକୁ ସେ ଜନଜାତି କାର୍ଯ୍ୟ ମନ୍ତ୍ରଣାଳୟଙ୍କୁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026

You Might Also Like