-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ଜିଲ୍ଲା

ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି

28-Jul-2026



ବରଗଡ଼/ସୋହେଲା(ପ୍ରେରଣା ଖବର): ଓଡ଼ିଶାର ବିଶିଷ୍ଟ ଲୋକ ପ୍ରିୟ ନେତା, ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ଭଟଲିର ତିନିଥର ବିଧାୟକ ସ୍ୱର୍ଗତ ସୁଶାନ୍ତ ସିଂହଙ୍କୁ ଆଜି ହଜାର ହଜାର ଜନସାଧାରଣଙ୍କ ଉପସ୍ଥିତିରେ ଅଶ୍ରୁଳ  ବିଦାୟ ଜଣାଇଥିଲେ । ସୋହେଲାରୁ ତାଙ୍କ ପୈତୃକ ଗ୍ରାମ ପର୍ଯ୍ୟନ୍ତ ପ୍ରାୟ ୭ କିଲୋମିଟର ବ୍ୟାପୀ ବିଶାଳ  ଜନ ସମୁଦ୍ର

ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ସମ୍ପୂର୍ଣ୍ଣ ଶୋକଯାତ୍ରା, ଶ୍ରଦ୍ଧାଞ୍ଜଳି ଓ ଅନ୍ତ୍ୟେଷ୍ଟି କାର୍ଯ୍ୟକ୍ରମ ପ୍ରାୟ ୮ ଘଣ୍ଟା ଧରି ଚାଲିଥିଲା।
ଏହି ଶୋକଯାତ୍ରାରେ ବହୁ ସଂଖ୍ୟକ  ବିଧାୟକ, ପୂର୍ବତନ ମନ୍ତ୍ରୀ, ସାଂସଦ ବିଧାୟକ,ଜିଲ୍ଲା ପରିଷଦ ଅଧ୍ୟକ୍ଷ, ବ୍ଲକ ଅଧ୍ୟକ୍ଷ, ବିଭିନ୍ନ ଜନପ୍ରତିନିଧି, ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ, ଯୁବବର୍ଗ, କୃଷକ, ଶ୍ରମିକ, ମହିଳା ଏବଂ ସମସ୍ତ ବର୍ଗର ଜନସାଧାରଣ ଯୋଗଦେଇ ସ୍ୱର୍ଗତ ସୁଶାନ୍ତ ସିଂହଙ୍କ ପ୍ରତି ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଗଭୀର ଶୋକ ପ୍ରକାଶ କରି କହିଛନ୍ତି ଯେ ସ୍ୱର୍ଗତ ସୁଶାନ୍ତ ସିଂହଙ୍କ ଦେହାନ୍ତ କେବଳ ତାଙ୍କ ପରିବାର କିମ୍ବା ଏକ ରାଜନୈତିକ ଦଳର କ୍ଷତି ନୁହେଁ, ବରଂ ସମଗ୍ର ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି। ସେ ଜଣେ ସାହସୀ, ନିର୍ଭୀକ, ଜନମୁଖୀ ଏବଂ ଗରିବ ଲୋକଙ୍କ ସତ୍ୟ ସଂରକ୍ଷକ ଥିଲେ।

ସେ କହିଛନ୍ତି, ଶ୍ରମ ମନ୍ତ୍ରୀ ଭାବେ ଶ୍ରମିକ କଲ୍ୟାଣ କ୍ଷେତ୍ରରେ ତାଙ୍କର ଐତିହାସିକ ସଂସ୍କାର, ଶକ୍ତି ମନ୍ତ୍ରୀ ଭାବେ ବିଦ୍ୟୁତ୍ ଭିତ୍ତିଭୂମିର ବିକାଶ, କୃଷି, ସେଚନ, ଡିପ୍ ବୋରୱେଲ୍, ଗ୍ରାମୀଣ ବିକାଶ, ଶିକ୍ଷା, ସ୍ୱାସ୍ଥ୍ୟ, ସଡ଼କ, ସେତୁ ଏବଂ ଓଡ଼ିଶାର ସଂସ୍କୃତିର ବିକାଶରେ ତାଙ୍କର ଅବଦାନ ସଦା ସ୍ମରଣୀୟ ହୋଇ ରହିବ।
ନିରଞ୍ଜନ ବିଶି କହିଛନ୍ତି ଯେ ସ୍ୱର୍ଗତ ସୁଶାନ୍ତ ସିଂହଙ୍କ ନିର୍ଭୀକ ନେତୃତ୍ୱ, ଲୋକସେବା ପ୍ରତି ଅଟୁଟ ସମର୍ପଣ ଏବଂ ଦରିଦ୍ର ତଥା ଅବହେଳିତ ବର୍ଗଙ୍କ ପ୍ରତି ତାଙ୍କର ଅସୀମ ସହାନୁଭୂତି ସଦା ପ୍ରେରଣାର ଉତ୍ସ ହୋଇ ରହିବ।
ସେ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ସ୍ୱର୍ଗତ ଆତ୍ମାଙ୍କ ସଦ୍‌ଗତି କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like