-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା

28-Jul-2026



ଆଧୁନିକ ଜ୍ଞାନକୌଶଳକୁ ମାନବ ସମାଜ ଆପଣେଇ ନେବା ଏକ ସ୍ବାଭାବିକ ପ୍ରକ୍ରିୟା। କିନ୍ତୁ ତା ଉପରେ ଅତ୍ୟଧିକ ନିର୍ଭରଶୀଳତା କ୍ଷତିକାରକ ହୋଇପାରେ। କୃତ୍ରିମ ବୁଦ୍ଧିମତ୍ତାକୁ ଆମେ ଆମର ସହଯୋଗୀ ଭାବରେ ବ୍ୟବହାର କରିପାରିବା, କିନ୍ତୁ ଏହାକୁ ଆମେ ଆମର ଶିକ୍ଷାଗୁରୁ ଭାବରେ ଗ୍ରହଣ କରିନେଲେ ପଥଭ୍ରଷ୍ଟ ହେବାର ଆଶଙ୍କା ରହିଛି। 

ସ୍ଥାନୀୟ ସାମ୍ବାଦିକ ଭବନ ସଭାକକ୍ଷରେ   ସାହିତ୍ୟ-ସମାଜ-ସଂସ୍କୃତି କ୍ଷେତ୍ରରେ କାର୍ଯ୍ୟରତ ଅଗ୍ରଣୀ ଅନୁଷ୍ଠାନ 'ରଚନା' ତରଫରୁ ସଭାପତି ସନାତନ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କବି, ଗାଳ୍ପିକ ଓ ଚିତ୍ରଶିଳ୍ପୀ ଗଗନ ସ୍ୱାଇଁ ସ୍ମାରକୀ ବକ୍ତୃତା  କାର୍ଯ୍ୟକ୍ରମରେ ଏଭଳି ମତ ପ୍ରକାଶ ପାଇଛି। ଏଥିରେ ଅତିଥି ବକ୍ତା ଭାବରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡ. ବିଭୂତି ଭୂଷଣ ମଲିକ ଯୋଗଦେଇ "କୃତ୍ରିମ ବୁଦ୍ଧିମତ୍ତାର ଯୁଗରେ ମାନବୀୟ ମୂଲ୍ୟବୋଧ" ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସାମ୍ପ୍ରତିକ ସମୟରେ କୃତ୍ରିମ ବୁଦ୍ଧିମତ୍ତାର ପ୍ରୟୋଗ ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଓ ଅନ୍ୟାନ୍ୟ କ୍ଷେତ୍ରରେ ଉପଯୋଗୀ ହୋଇ ପାରିଛି। କିନ୍ତୁ ଆମର
ଦୈନନ୍ଦିନ ଜୀବନରେ ଏହାର ନକାରାତ୍ମକ ଦିଗ ପ୍ରତି ଦୃଷ୍ଟି ନଦେଲେ ମାନବୀୟ ମୂଲ୍ୟବୋଧର ଅବକ୍ଷୟ ହେବା ସହିତ ସମାଜ ଉପରେ ଏହାର କୁପ୍ରଭାବ କେତେ ଭୟଙ୍କର

ହୋଇପାରେ ସେ ବିଭିନ୍ନ ଉଦାହରଣ ଦେଇ ବୁଝାଇଥିଲେ। ତେଣୁ ଡିଜିଟାଲ ସାକ୍ଷରତା ଓ ସଚେତନତାର ଯଥେଷ୍ଟ ଆବଶ୍ୟକତା ରହିଛି ବୋଲି ସେ ଗୁରୁତ୍ୱ ଆରୋପ କରିଥିଲେ।

ଆରମ୍ଭରେ 'ରଚନା'ର ସମ୍ପାଦକ ଭାଗୀରଥି ମିଶ୍ର ସମସ୍ତଙ୍କୁ ସ୍ୱାଗତ କରିବା ସହ ଗଗନ ସ୍ୱାଇଁଙ୍କ ସୃଜନ ସଂଭାର ସମ୍ପର୍କରେ ସୂଚନା ଦେଇଥିଲେ। ପରେ କବି ଆନନ୍ଦ ଚନ୍ଦ୍ର ସାହୁ, ସସ୍ମିତା ନେପାକ, ମୃଗେଶ ବୈଷ୍ଣବ ପାଣିଗ୍ରାହୀ ଓ ଅଧ୍ୟାପକ ଡ଼ ଲଷ୍ମଣ ମେହେର ଗଗନ ସ୍ୱାଇଁଙ୍କ କୃତିରୁ କିଛି ପଢି ଶୁଣାଇଥିଲେ । 'ରଚନା'ର ସଦସ୍ୟା ଝରଣା ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ଏବଂ ସହସମ୍ପାଦକ ରତ୍ନମୟ ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ଏଥିରେ ସହରର ଅନେକ ବୁଦ୍ଧିଜୀବୀ, ସଂସ୍କୃତିପ୍ରେମୀ ଓ ସାହିତ୍ୟିକ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା