-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --

29-Jul-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁବର୍ଣ୍ଣପୁର ପକ୍ଷରୁ ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ ହୋଇଯାଇଛି।
ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷା ରାଣୀ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହିସଭାରେ  ବିଶେଷ ଅତିଥିଭାବରେ  ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଦେବୀ ପ୍ରସାଦ ମହାପାତ୍ର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଯକ୍ଷ୍ମl ଡା. ପଦ୍ମହଂସା ଦୋରା ଓ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ଜାତୀୟ ସ୍ୱାସ୍ଥ୍ୟ ମିଶନ ରୂପକ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ଉପସ୍ଥିତ ଅତିଥି ବୃନ୍ଦ -ହେପାଟାଇଟିସ ରୁ ସୁରକ୍ଷିତ ରହିବା ନିମନ୍ତେ ସମସ୍ତ ଭେଦଭାବ ଓ ପ୍ରତିବନ୍ଧକ କୁ ଦୂର କରିବା, ଜନ୍ମ ର ୨୪ଘଣ୍ଟା ମଧ୍ୟରେ ସବୁ ଶିଶୁ ଙ୍କୁ ହେପାଟାଇଟିସ ପ୍ରତିଷେଧକ ଟୀ କା -ନିଶ୍ଚୟ ଦିଅନ୍ତୁ, ସମସ୍ତ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଉକ୍ତ ରୋଗ ର ଚି଼ହ୍ନଟ ପାଇଁ ରକ୍ତ ପରୀକ୍ଷା ବିନା ମୂଲ୍ୟ ରେ ଉପଲବ୍ଧ। ଉକ୍ତ ରୋଗ ରୁ ରକ୍ଷା ପାଇବା ପାଇଁ :-କେବଳ ସ୍ୱୀକୃତି ପ୍ରାପ୍ତ ବ୍ଲଡ଼ ବ୍ୟାଙ୍କ ରୁ ରକ୍ତ ଗ୍ରହଣ କରନ୍ତୁ, ଅସୁରକ୍ଷିତ ଯୌନ ସମ୍ପର୍କ ରୁ ଦୁରେଇ ରୁହନ୍ତୁ ଏବଂ ତଟକା ଖାଦ୍ୟ ଖାଆନ୍ତୁ ଓ ବିଶୁଦ୍ଧ ପାନୀୟ ଜଳ ବ୍ୟବହାର କରନ୍ତୁ, ସବୁ ସମୟ ରେ ହାତ ଧୁଆ ଅଭ୍ୟାସ ଜାରି ରଖନ୍ତୁ, ଇତ୍ୟାଦି ନିମନ୍ତେ ସଚେତନତା ପାଇଁ ବିଭିନ୍ନ ପଦକ୍ଷେପ ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିଥିଲେ ।ଆଜି ଜ଼ିଲ୍ଲା ର ଉପକାରାଗାର ଠାରେ ୬୮ଜଣ ଙ୍କ ରକ୍ତ ପରୀକ୍ଷା କରାଯାଇଥିଲା ।ଉକ୍ତ କାର୍ଯ୍ୟକ୍ରମରେ ଅତିତିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବା ବେଳେ, ଲୋପାମୁଦ୍ରା ମହାନ୍ତି ଏପିଡେମିଓଲୋଜିଷ୍ଟ,କିଶୋର କୁମାର ସାହୁ DMRCH , DAM  , DDM, AM CP,AM QA,ଶୋଭନା ଦାସ, ସୁବ୍ରତ କୁମାର ପାଣିଗ୍ରାହୀ, ନାରାୟଣ ରଥ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ପ୍ରଭୃତି କାର୍ଯ୍ୟକ୍ରମ କୁ ପୂର୍ଣ୍ଣ ସହଯୋଗ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜ଼ିଲ୍ଲା ଡ୍ରାଇଭର ସଙ୍ଘ ର ସଭାପତି ତଥା କର୍ମକର୍ତା,ଆଶାକର୍ମୀ ,ମାସ ମେମ୍ବର,ବହୁମୁଖୀ ସ୍ବାସ୍ଥ୍ୟ କର୍ମୀ ମହିଳା , ସ୍ବାସ୍ଥ୍ୟ ଅଧିକାରୀ ବୃନ୍ଦ ଓ ବିଭିନ୍ନ ମିଡ଼ିଆ ବନ୍ଧୁ ମାନେ ଉପସ୍ଥିତ ଥିଲେ । ଶେଷ ରେ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ରୂପକ କୁମାର ମହାପାତ୍ର ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ସମସ୍ତ କାର୍ଯ୍ୟକ୍ରମ କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନ ର ସମସ୍ତ କର୍ମକର୍ତ୍ତା ତଦାରଖ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା