-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ରାଜ୍ୟ

ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ

29-Jul-2026



ଦେବଗଡ଼, ୨୯/୦୭, ( ପ୍ରେରଣା ଖବର): ଓଡ଼ିଶା ରାଜ୍ୟ ଜୁନିଅର ରେଡକ୍ରସ, ଦେବଗଡ଼ ଜିଲ୍ଲା ଶାଖା ପକ୍ଷରୁ ଆୟୋଜିତ ଜିଲ୍ଲାସ୍ତରୀୟ ତ୍ରିଦିବସୀୟ ଅଣତାଲିମପ୍ରାପ୍ତ ଜୁନିଅର ରେଡକ୍ରସ କାଉନସେଲର ତାଲିମ ଶିବିରର ଦ୍ୱିତୀୟ ଦିବସରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଦେବଗଡ଼ ପରିସରରେ ଏକ ମେଗା ରକ୍ତଦାନ ଶିବିର ସଫଳତାର ସହ ଆୟୋଜିତ ହୋଇଥିଲା। ଏହି ଶିବିରରୁ ମୋଟ ୭୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ରକ୍ତଦାନ ଶିବିରକୁ ଦେବଗଡ଼ର ଅତିରିକ୍ତ ଜିଲ୍ଲାପାଳ ରେବୁକା ବିଲୁଙ୍ଗ ଉଦ୍ଘାଟନ କରିଥିଲେ। ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ର କୁଜୁର, ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରିଣୀ ପଦ୍ମିନୀ ମହାପାତ୍ର, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷିକା ଇପ୍ସିତା ପଟ୍ଟନାୟକ, ଜିଲ୍ଲା ଜୁନିଅର ରେଡକ୍ରସ ଅଧିକାରୀ ରଶ୍ମିନ କୁମାର ଦାସ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମହିମା ହେମ୍ବ୍ରମ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. କୁଶାଳ ଚନ୍ଦ୍ର ହାଁସଦା, ସେବା ଅଧିକାରୀ ଦେବାଶିଷ ପ୍ରଧାନ, ମୀନାକ୍ଷୀ ପ୍ରଧାନ, ଗୋପାଳ କୃଷ୍ଣ ସାହୁ, ସ୍ୱାଧୀନ କୁମାର ସାହୁ, ଲକ୍ଷ୍ମୀକାନ୍ତ ସାହୁ ଏବଂ ପ୍ରଶିକ୍ଷକ ଡ଼. ରବିଚନ୍ଦ୍ର ପଶାୟତ, ରାମ ନାରାୟଣ ଦାଶ, ଶକ୍ତିମୟ ପ୍ରଧାନ ଓ ଅମିତ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ।
ଉଦ୍ଘାଟନୀ ଭାଷଣରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବିଲୁଙ୍ଗ କହିଥିଲେ ଯେ, "ରକ୍ତଦାନ ହେଉଛି ସର୍ବଶ୍ରେଷ୍ଠ ମାନବ ସେବା। ପ୍ରତ୍ୟେକ ସୁସ୍ଥ ବ୍ୟକ୍ତି ନିୟମିତ ରକ୍ତଦାନ କରି ସମାଜ ପ୍ରତି ନିଜର ଦାୟିତ୍ୱ ପାଳନ କରିବା ଉଚିତ।" ସେ ଜୁନିଅର ରେଡକ୍ରସର ସ୍ୱେଚ୍ଛାସେବା, ମାନବିକତା ଓ ସାମାଜିକ ସଚେତନତାଭିତ୍ତିକ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ ପ୍ରଶିକ୍ଷଣପ୍ରାପ୍ତ କାଉନସେଲରମାନଙ୍କୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସେବା, ଶୃଙ୍ଖଳା ଓ ସାମାଜିକ ଦାୟିତ୍ୱବୋଧ ବିକାଶ ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ। ଏହି ତ୍ରିଦିବସୀୟ ତାଲିମ ଶିବିରରେ ଦେବଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରାୟ ୬୦ ଜଣ ଅଣତାଲିମପ୍ରାପ୍ତ ଜୁନିଅର ରେଡକ୍ରସ କାଉନସେଲର ଅଂଶଗ୍ରହଣ କରିଛନ୍ତି। ଶିବିରରେ ଜୁନିଅର ରେଡକ୍ରସର ବିଭିନ୍ନ କାର୍ଯ୍ୟକ୍ରମ, ସ୍ୱାସ୍ଥ୍ୟ ସଚେତନତା, ପ୍ରାଥମିକ ଚିକିତ୍ସା, ବିପର୍ଯ୍ୟୟ ପରିଚାଳନା, ରକ୍ତଦାନର ଗୁରୁତ୍ୱ ଓ ସମାଜସେବା ସମ୍ପର୍କିତ ବିଷୟରେ ବିଶେଷଜ୍ଞମାନେ ପ୍ରଶିକ୍ଷଣ ପ୍ରଦାନ କରୁଛନ୍ତି। ମେଗା ରକ୍ତଦାନ ଶିବିରରେ ଜିଲ୍ଲାର ବହୁ ସ୍ୱେଚ୍ଛାସେବୀ, ଶିକ୍ଷକ-ଶିକ୍ଷୟିତ୍ରୀ, ଜୁନିଅର ରେଡକ୍ରସ କାଉନସେଲର ଓ ପ୍ରଶିକ୍ଷଣାର୍ଥୀମାନେ ସ୍ୱତଃସ୍ଫୂର୍ତ୍ତ ଭାବେ ରକ୍ତଦାନ କରିଥିଲେ। ଉପସ୍ଥିତ ଅତିଥିମାନେ ରକ୍ତଦାତାମାନଙ୍କ ଏହି ମହାନ ମାନବିକ ପଦକ୍ଷେପର ଭୂୟସୀ ପ୍ରଶଂସା କରିଥିଲେ। ଶେଷରେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରିଣୀ ପଦ୍ମିନୀ ମହାପାତ୍ର ସମସ୍ତ ଅତିଥି, ପ୍ରଶିକ୍ଷକ, ରକ୍ତଦାତା ଓ ପ୍ରଶିକ୍ଷଣାର୍ଥୀଙ୍କୁ ଧନ୍ୟବାଦ ଜଣାଇ କାର୍ଯ୍ୟକ୍ରମର ସମାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like