-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା

30-Jul-2026



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ପ୍ରତୀତପାବନ ଏକାଡେମୀର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କାବିହାରୀ ପଣ୍ଡାଙ୍କର ଗତ ବୁଧବାର ରାତି ପ୍ରାୟ ୨ଟା ୪୫ମିନିଟ ସମୟରେ ୮୦ ବର୍ଷ ବୟସରେ ପରଲୋକ ଘଟିଛି। ସେ କିଛିଦିନ ଧରି ବାର୍ଦ୍ଧକ୍ୟଜନିତ ଅସୁସ୍ଥତାରେ ପୀଡ଼ିତ ଥିଲେ। ତେବେ ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଇବା ସମ୍ଭବ ହୋଇନଥିଲା। ସ୍ୱର୍ଗତ ପଣ୍ଡା ଜଣେ ମେଳାପୀ, ମିଷ୍ଟଭାଷୀ, ସରଳ  ସ୍ୱଭାବର ବ୍ୟକ୍ତି ତଥା ଛାତ୍ରବତ୍ସଳ ଶିକ୍ଷକ ଭାବେ ସମସ୍ତଙ୍କ ମନରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିଲେ।  ଆଜି ଏହି ଦୁଃଖଦ ଖବର ପ୍ରଚାରିତ ହେବା ପରେ ଶ୍ରୀ ପଣ୍ଡା ଙ୍କ ବରପାଲିପଡା ସ୍ଥିତ ବାସଭବନରେ ବହୁ  ଲୋକଙ୍କ ଭିଡ଼ ଜମିଥିଲା।
ମୃତ୍ୟୁଶଯ୍ୟାରେ ତାଙ୍କର ତିନିପୁତ୍ର ଶ୍ରୀମନ୍ତ, ସୁଶାନ୍ତ ଓ ସୁଜିତ, ପୁତ୍ରବଧୂ, ନାତି ନାତି ନାତୁଣୀ ଓ ବନ୍ଧୁ ବର୍ଗ ଉପସ୍ଥିତ ଥିଲେ ।
 ଦୀର୍ଘ ବର୍ଷର ଶିକ୍ଷକତା ଜୀବନ ମଧ୍ୟରେ ସେ ଶିକ୍ଷାସେବାକୁ ବୃତ୍ତି ନହେଁ ବ୍ରତ ଭାବରେ ଗ୍ରହଣ କରିଥିଲେ। ଏକଦା ଅନୁଶାସନ,  ସମୟାନୁବର୍ତ୍ତିତା ଓ ଶିକ୍ଷାର୍ଥୀର ଚରିତ୍ର ଗଠନକୁ  ସବୁବେଳେ ପ୍ରାଥମିକତା ଦେଇ ଆସୁଥିବା ଶିକ୍ଷାନୁଷ୍ଠାନ ପତିତପାବନ ଏକାଡେମୀର ଜଣେ  ଶିକ୍ଷକ ଭାବରେ ଓ ପରବର୍ତ୍ତୀ ସମୟରେ ଜଣେ ପ୍ରଧାନ ଶିକ୍ଷକ ଭାବରେ ସମସ୍ତଙ୍କ ପ୍ରିୟ ଓ ପୂଜ୍ୟ ବଙ୍କା ଆଜ୍ଞା ଅଗଣିତ ଛାତ୍ର ମାନଙ୍କ ହୃଦୟରେ ଏକ ଅଲିଭା ସ୍ଵାକ୍ଷର ଛାଡି ଚାଲି ଯାଇଛନ୍ତି।  ୧୯୭୧ ମସିହାରେ ପିପି ଏକାଡେମୀରେ  ନିଜର ଶିକ୍ଷକତା ଜୀଵନ ଆରମ୍ଭ କରିଥିବା ଶ୍ରୀ ପଣ୍ଡା ୨୦୦୭ ମସିହାରେ ଶିକ୍ଷକତା ରୁ ଅବସର ନେଇଥିଲେ।ତାଙ୍କ ଆବର୍ତମାନରେ ତାଙ୍କୁ ଝୁରି ହେଉଛି ତାଙ୍କର କର୍ମମୟ ଜୀବନର ମୂକସାକ୍ଷୀ ପତିତପାବନ ଏକାଡେମୀ। ଶିକ୍ଷକତା ଜୀବନରେ ଅନେକ ସଫଳ ମଣିଷ ଗଢିଥିବା ବାଙ୍କା ଆଜ୍ଞା ଙ୍କ ପରଲୋକରେ ୧୯୮୯ ପିପି ଏକାଡେମୀ ମେଟ୍ରିକ ବ୍ୟାଚ ର ପୂରାତନ ଶିକ୍ଷାର୍ଥୀ ମାନଙ୍କ ତରଫରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ପ୍ରତୀତପାବନ ଏକାଡେମୀରେ ଦୀର୍ଘ ବର୍ଷ ଧରି ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରି ସେ ଉନ୍ନତମାନର ଶିକ୍ଷା ପ୍ରଦାନ ଏବଂ ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନରେ ଉଲ୍ଲେଖନୀୟ ଅବଦାନ ରଖିଥିଲେ।ତାଙ୍କ ବିୟୋଗରେ ପୂର୍ବତନ ଛାତ୍ରଛାତ୍ରୀ, ସହକର୍ମୀ, ଶିକ୍ଷାବିତ୍ ଓ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା