-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ

30-Jul-2026



କୁରସୁଡ (ମନୋଜ କୁମାର ଜୈନ) ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଥିବା ବେଳେ ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୁରସୁଡ଼ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କଣ୍ଡରା ଗ୍ରାମର ସ୍ଥିତ ନଦୀରେ ବନ୍ୟାଜଳ ମାଡିଯାଇ ଉକ୍ତ ଗ୍ରାମର ଚାରିଜଣ ବ୍ୟକ୍ତି ନଦୀ ଏବଂ ଗାଁ ନାଳ ମଝିରେ ଫଶି ରହିଥିଲେ । ଖବର ପାଇ କୁରସୁଡ ସରପଞ୍ଚ ପ୍ରତିନିଧି ନିମାଇଁ ଚରଣ ବେହେରା ଓ ସାଂସଦ ପ୍ରତିନିଧି ମୁକେଶ କୁମାର ଜୈନ ଘଟଣା ସ୍ଥଳରେ ପହଞ୍ଚି ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, ତହସିଲଦାର ଶଙ୍କର ବାଗ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦ୍ରମଣୀ  ନାଗଙ୍କୁ ଯୋଗାଯୋଗ କରିଥିଲେ । ବଲାଙ୍ଗିର ଓଡ଼୍ରାଫ୍ ଟିମ୍ ପହଞ୍ଚି ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ବହୁ ଚେଷ୍ଟା କରି ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ । କଣ୍ଡରା ଗ୍ରାମ ୱାର୍ଡ ସଭ୍ୟ ଏବଂ ଗ୍ରାମବାସୀ ଯୁବଗୋଷ୍ଠୀ ସଚେତନ ନାଗରିକ ମାନେ ସହଯୋଗ କରିଥିଲେ । ଖବର ପାଇବା ମାତ୍ରେ ଟିଟିଲାଗଡ଼ ପ୍ରଶାସନିକ ଅଧିକାରୀ ମାନେ ତୁରନ୍ତ ପଦକ୍ଷେପ ନେଇ ରାତ୍ରି  ପର୍ଯ୍ୟନ୍ତ ଘଟଣା ସ୍ଥଳରେ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରିଥିବାରୁ ଗ୍ରାମବାସୀ ବହୁତ ବହୁତ ଧନ୍ୟବାଦ ଜ୍ଞାପନ କରିଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like