-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ରାଜ୍ୟ

କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ

30-Jul-2026



ବଲାଙ୍ଗୀର(ପ୍ରେରଣା ଖବର): ଗତ କିଛିଦିନ ଧରି ଲୋୟର ସୁକତେଲ ଜଳସେଚନ ପ୍ରକଲ୍ପର ଶେଷ ବିସ୍ଥାପିତ ଗ୍ରାମ କୁମିଆଁପାଲି ଚର୍ଚ୍ଚାରେ ରହିଛି । ଏହି ଗାଁର ୮୪ଟି ଆଦିବାସୀ ବିସ୍ଥାପିତ ପରିବାର ତାଙ୍କୁ ଉଚିତ କ୍ଷତିପୂରଣ ଓ ଥଇଥାନ ଦାବିରେ ଆନ୍ଦୋଳନରେ ବସିଥିଲେ । ପ୍ରଶାସନର ଅନେକ ବୁଝାସୁଝା ପରେ ମଧ୍ୟ ସମସ୍ୟାର ସମାଧାନ ହେଉନାହିଁ। ଏପଟେ ଡେମରେ ଜଳସ୍ତରବଢି କୁମିଆଁପାଲି ଗାଁକୁ ପାଣି ପଶିଲାଣି । ବୁଡିମରିବେ ପଛେ ସେମାନଙ୍କର ଦାବିପୂରଣ ନହେବା ପର୍ଯ୍ୟନ୍ତ ଗାଁ ଛାଡିବେ ନାହିଁ ବୋଲି ବିସ୍ଥାପିତମାନେ ଜିଦ ଧରିଛନ୍ତି । ସେମାନଙ୍କୁ ୨୦୧୩ ଆଇନରେ କ୍ଷତିପୂରଣ ଓ ଥଇଥାନ କରିବା,ନୂଆକରି ସେମାନଙ୍କ ଘର, ଜମି, ଗଛ, ପୋଖରୀ ଇତ୍ୟାଦି ସର୍ଭେ କରିବା,୨୦୨୬ ଜାନୁୟାରୀ ୧ କୁ କଟ୍‌ଅଫ ଡେଟ କରାଯାଇ ୧୮ବର୍ଷରୁ ଉର୍ଦ୍ଧ୍ୱ ଯୁବକ/ଯୁବତୀଙ୍କୁ ମୁଣ୍ଡପିଚ୍ଛା କ୍ଷତିପୂରଣରେ ସାମିଲ କରିବା ଇତ୍ୟାଦି ୧୦ଦଫା ଦାବିନେଇ ସେମାନେ ଅଡିବସିଛନ୍ତି । ଏପଟେ ଡେମ୍‌ରେ ପାଣି ବଢୁଥିବାରୁ ସେମାନଙ୍କର ଜୀବନପ୍ରତି ବିପଦ ମଧ୍ୟ ରହିଛି । ଜିଲ୍ଲାପ୍ରଶାସନ ବିସ୍ଥାପିତମାନଙ୍କୁ ପ୍ରତିଶୃତି ଦେଇଛି କିନ୍ତୁ ଠିକ ଏହି ସମୟରେ ଜିଲ୍ଲାପାଳ ଛୁଟିନେଇ ଚାଲିଯାଇଥିବାରୁ ସମସ୍ୟା ସମାଧାନ ହୋଇପାରିନି । ସେହି କାରଣରୁ ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓଙ୍କ ନିର୍ଦ୍ଦେଶରେ ଆଜି ବିଜୁଜନତାଦଳର ଏକ ଫେକ୍ଟଫାଇଣ୍ଡିଙ୍ଗ ଟିମ କୁମିଆଁପାଲି ଗାଁକୁ ଯାଇ ବିସ୍ଥାପିତ ପରିବାରଙ୍କ ସହିତ ଆଲୋଚନା କରିଛନ୍ତି । ବିସ୍ଥାପିତ ଆଦିବାସୀଙ୍କର ଦାବିସବୁ ଯୁକ୍ତି ଓ ନ୍ୟାୟସଂଙ୍ଗତ ରହିଛି । ତେଣୁ ରାଜ୍ୟସରକାର ତୁରନ୍ତ ପଦକ୍ଷେପ ନେଇ ସେମାନଙ୍କୁ ଉଚିତ କ୍ଷତିପୂରଣ ସହ ଥଇଥାନ କରିବାକୁ ବିଜେଡିଦଳ ଏକ ପ୍ରେସବିବୃତିରେ ଜଣାଇଛନ୍ତି । ଜିଲ୍ଲାପରିଷଦର ସଭାପତି ଦେବକୀ ସାହୁଙ୍କ ନେତୃତ୍ୱରେ ଯାଇଥିବା ଏହି ପ୍ରତିନିଧିଦଳରେ ଲୋଇସିଂହାନିର୍ବାଚନମଣ୍ଡଳିର ବିଧାୟକପ୍ରାର୍ଥି ନୀହାରରଂଜନ ବେହେରା,ଜିଲ୍ଲା ଯୁବ ବିଜୁ ଜନତା ଦଳ ସଭାପତି ତଥା ଲୋଇସିଂହା ବ୍ଲକଅଧ୍ୟକ୍ଷ ଯତୀନ ପଟେଲ,ସଦରବ୍ଲକ ଅଧ୍ୟକ୍ଷା ସରିତା ବାଗ,ପୂର୍ବବ୍ଲକ ଅଧ୍ୟକ୍ଷ ତଥା ଜିଲ୍ଲାସଧାରଣ ସଂପାଦକ ଗୋଲାପ ବାଗ,ଛାତ୍ରବିଜେଡି ସଭାପତି ସୁମନ ନନ୍ଦ,ସ୍ଥାନୀୟନେତା କୈଳାଶ ବରିହା, ଅଂଶୁମାନ ଗୁରୁ, ଟିବୁଲୁ କଦମ,ଭକ୍ତ ବରିହା,ଶେଷଦେବ ମହାକୁର ପ୍ରମୁଖ କୁମିଆଁପାଲି ଯାଇ ସେଠାରେ  ଏକ ଗୁରୁତ୍ୱପୂର୍ଣ୍ଣ ବୈଠକକରି ଲୋକଙ୍କ ସହିତ ଆଲୋଚନା କରିଥିଲେ । ବିସ୍ଥାପିତଙ୍କ ଏହିସବୁ ଦାବିକୁ ନେଇ ବିଧାୟକ କଳିକେଶ ସିଂଦେଓଙ୍କ ଜରିଆରେ ସରକାରଙ୍କ ପାଖରେ ବିଜେଡିଦଳ ଦୃଢଦାବି ରଖିବ ବୋଲି ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like