-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ

30-Jul-2026



 ବରଗଡ଼–ନୂଆପଡ଼ା ରେଳ ପ୍ରକଳ୍ପର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଦାବି 

ବରଗଡ: ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ରେଳ ସେବାର ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଓ ନୂତନ ଟ୍ରେନ୍ ସେବା ପ୍ରଚଳନ ଦାବିରେ ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଏକ ବିସ୍ତୃତ ପତ୍ର ଲେଖିଛନ୍ତି।ପତ୍ରରେ ସାଂସଦ ଶ୍ରୀ ପୁରୋହିତ ଇସ୍ପାତ ଏକ୍ସପ୍ରେସ (୧୨୮୭୧/୧୨୮୭୨)ର ନିୟମିତ ବିଳମ୍ବକୁ ନେଇ ଉଦ୍ବେଗ ପ୍ରକାଶ କରି ଏହାର ସମୟାନୁବର୍ତ୍ତିତା ସୁନିଶ୍ଚିତ କରିବାକୁ ଦାବି କରିଛନ୍ତି। ସେହିପରି ବ୍ରଜରାଜନଗରକୁ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଶିଳ୍ପ କେନ୍ଦ୍ର ଭାବେ ଉଲ୍ଲେଖ କରି ସେଠାରେ ଉନ୍ନତ ରେଳ ସେବା ଓ ଯାତ୍ରୀ ସୁବିଧା ପ୍ରଦାନ ପାଇଁ ଅନୁରୋଧ କରିଛନ୍ତି। ସାଂସଦ ବ୍ରଜରାଜନଗର,ଝାରସୁଗୁଡ଼ା, ବରପାଲି ଓ ଅତାବିରା ରେଳ ଷ୍ଟେସନରେ ଅନେକ ଦୂରଗାମୀ ଟ୍ରେନର ରହଣି ବ୍ୟବସ୍ଥା କରିବା ଏବଂ ପୂର୍ବରୁ ବନ୍ଦ ହୋଇଥିବା କିଛି ଟ୍ରେନ୍ ରହଣିକୁ ପୁନଃସ୍ଥାପନ କରିବାକୁ ଦାବି କରିଛନ୍ତି। ଏଥିସହ ବିଲାସପୁର–ପୁରୀ ନୂତନ ଟ୍ରେନ୍, ଟିଟିଲାଗଡ଼/ବଲାଙ୍ଗୀର–ଭୁବନେଶ୍ୱର ବନ୍ଦେ ଭାରତ ଏକ୍ସପ୍ରେସ, ଝାରସୁଗୁଡ଼ା–ବିଶାଖାପାଟଣା ବନ୍ଦେ ଭାରତ ଏବଂ ବରଗଡ଼/ବଲାଙ୍ଗୀରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ନୂତନ କୋଚିଂ ଟ୍ରେନ୍ ଚଳାଚଳ ପାଇଁ ପ୍ରସ୍ତାବ ଦେଇଛନ୍ତି। ପତ୍ରରେ ଗୋଣ୍ଡୱାନା ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ, ଜନ ଶତାବ୍ଦୀ ଏକ୍ସପ୍ରେସକୁ ଝାରସୁଗୁଡ଼ା କିମ୍ବା ରାଉରକେଲା ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା ସହ ହୀରାକୁଦ ଏକ୍ସପ୍ରେସର ସାପ୍ତାହିକ ଚଳାଚଳକୁ ଦୈନିକ କରିବା ପାଇଁ ମଧ୍ୟ ଦାବି କରାଯାଇଛି।
ବ୍ରଜରାଜନଗର ରେଳ ଷ୍ଟେସନରେ ଶୌଚାଳୟ, ଡିସପ୍ଲେ ବୋର୍ଡ, କୋଚ୍ ଗାଇଡେନ୍ସ ସିଷ୍ଟମ୍, ଉନ୍ନତ ଘୋଷଣା ବ୍ୟବସ୍ଥା ଓ ଆଲୋକୀକରଣ ବ୍ୟବସ୍ଥାର ଉନ୍ନତି ଏବଂ ବେଲପାହାଡ଼ ରେଳ ଷ୍ଟେସନର ଅମୃତ ଭାରତ ଷ୍ଟେସନ ଯୋଜନା ଅନ୍ତର୍ଗତ କାର୍ଯ୍ୟଗୁଡ଼ିକର ଶୀଘ୍ର ସମ୍ପାଦନ ପାଇଁ ସେ ଦାବି କରିଛନ୍ତି।
ଏହାସହ ବହୁ ପ୍ରତୀକ୍ଷିତ ବରଗଡ଼–ନୂଆପଡ଼ା ରେଳ ପ୍ରକଳ୍ପର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ସାଂସଦ ରେଳମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ପଶ୍ଚିମ ଓଡ଼ିଶାର ଯାତ୍ରୀ ଚାହିଦା ଓ ବିକାଶମୂଳକ ଆକାଂକ୍ଷାକୁ ଦୃଷ୍ଟିରେ ରଖି ଏହି ସମସ୍ତ ପ୍ରସ୍ତାବର ଶୀଘ୍ର ଅନୁମୋଦନ ଓ କାର୍ଯ୍ୟକାରୀ କରିବାକୁ ସେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା