-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                    

31-Jul-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅଞ୍ଚଳ ରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଦେଖାଯାଇଛି l ଲଗାଣ ବର୍ଷା ହେତୁ ଚାରିଆଡେ ପାଣି ର ଲହରୀ l ଏହା ଫଳରେ ଲୋକଙ୍କ ଘର ଗୁଡିକ ଭୁଶୁଡି ଯିବାସହ ଖରିଫ ଚାଷ ପାଇଁ ଚାଷୀ ଧାନରୁଆ ଆରମ୍ଭ କରିଥିବା ବେଳେ ବନ୍ୟା  ଜଳ ଯୋଗୁଁ ଧୋଇହୋଇ ବାଲିଚର ହୋଇଯାଇଛି l ଏହି ପରିପ୍ରେକ୍ଷୀ ରେ କଣ୍ଟିପାଲି , ବାଇଗଣ ଖାରି, ତେଲେନ୍ ପାଲି , ଘୁଚେଇପାଲି ଅଞ୍ଚଳ ରେ ଲୋକ ମାନଙ୍କୁ ସ୍କୁଲ , କ୍ଳବ, କମ୍ୟୁନି ଟି କେନ୍ଦ୍ର ରେ ରଖାଯାଇଛି l   ଏହାସହ ବାଞ୍ଜିପାଲି, ଲାଡଶର, ଝାଙ୍କରପାଳି ରେ ବ୍ଲକ ପ୍ରଶାସନ ପକ୍ଷରୁ ରିଲିଫ ବଣ୍ଟନ କରାଯାଇଛି l ଯାହାକି ଜଳ ବନ୍ଦୀ ରୁ ମୁକ୍ତ କରାଯାଇ ଥିବା ପ୍ରଶାସନିକ ସୁତ୍ରରୁ ପ୍ରକାଶ । ଏହିପରିକି ଘୂଚେଇପାଲି ହରିଜନ ପଡ଼ା ର କେତେକ ଲୋକଙ୍କୁ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକି ସାହୁ  ଜଳ ପ୍ରବାହିତ ରୁ ଉଦ୍ଧାର କରି ସ୍ଥାନୀୟ ସ୍କୁଲ ରେ ସ୍ଥାନ ଦେଇଥିବା ବେଳେ କଣ୍ଟିପାଲି ଓ ବାଇଗଣଖାରୀ ଅଞ୍ଚଳ କୁ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଓ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ପହଂଚି ଲୋକଙ୍କୁ ଜଳ ପ୍ରବାହିତ ରୁ ଉଦ୍ଧାର କରି କମ୍ୟୁନିଟି କେନ୍ଦ୍ର ,କ୍ଳବ୍ ମାନଙ୍କ ରେ ରଖାଯାଇ ସରକାରୀ ରିଲିଫ ଖାଦ୍ୟ ବଣ୍ଟନ କରିଥିଲେ l

ଏହାସହ ଗ୍ରାମ ଗୁଡିକୁ ବୁଲି ବନ୍ୟା ସ୍ଥିତି ପରିଦର୍ଶନ କରିଥିଲେ l ଏହିପରି ଛେଲଖାଇ ଜୋର ବ୍ରିଜ ର କୁଳ।ରୀ ନାଲ ପାର୍ଶ୍ଵ ରେ ବନ୍ୟା ଜଳ ଧୋଇହୋଇ ରାସ୍ତା ବିଚ୍ଛିନ୍ନ ହୋଇଯାଇଛି ଯାହାକି ଅଞ୍ଚଳ ର ଲୋକ ଗମନା ଗମନ ରେ ବ୍ୟାପକ ଅସୁବିଧା ର ସମ୍ମୁଖୀନ ହେଉଛି l ସ।ଲେଭଟ୍ଟ। ରୁ ଆଗଲପୁର ରାସ୍ତା ଓ ଆଗଲପୁର ରୁ ନଅଗାଁ (କ) ରାସ୍ତା ବିଚ୍ଛିନ୍ନ ହୋଇଯାଇଛି l ଛୋଟ ବଡ଼ ଘାଇ ଗୁଡ଼ିକ ଶୀଘ୍ର ମରାମତି କରିବା ସହ ବନ୍ୟା ରେ ଲୋକ ଙ୍କ କ୍ଷୟକ୍ଷତି ପୂରଣ ପାଇଁ ଲୋକେ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା