-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||     

HOME   ଜିଲ୍ଲା

ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

31-Jul-2026



ସୁନ୍ଦରଗଡ଼:  ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର  ପାନୀୟ ଜଳ ଏବଂ ପରିମଳ ନିର୍ଦ୍ଦେଶକ ଶ୍ରୀ ବିନୀତ ଭରଦ୍ୱାଜ ତିନି ଦିନିଆ ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଆସିଛନ୍ତି। ଏହି ଅବସରରେ କ୍ଷେତ୍ର ପରିଦର୍ଶନ କରିବା ସହିତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କ ସହିତ ବୈଠକ କରିଥିଲେ। 

ଆଜି ପ୍ରଥମେ ସଦର ବ୍ଲକ୍ ଅର୍ନ୍ତଗତ ଭସ୍ମା ଅଞ୍ଚଳ ଗସ୍ତ କରି ସେଠାକାର ନିର୍ମାଣଧୀନ ଜଳ ବିଶୋଧନ ପ୍ଲାଣ୍ଟ ପ୍ରକଳ୍ପର କାର୍ଯ୍ୟକାରିତା ତଥା ଅଗ୍ରଗତି ସମୀକ୍ଷା କରିବା ସହିତ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ। ପରେ ପରେ ସ୍ଥାନୀୟ ସଦଭାବନା ଭବନ ଠାରେ ଜିଲ୍ଲାପାଳ ଡା. ଶୁଭଙ୍କର ମହାପାତ୍ରଙ୍କ ଉପସ୍ଥିତିରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ମଧ୍ୟ କରିଥିଲେ। ଏହି ଅବସରରେ ଶ୍ରୀ ଭରଦ୍ୱାଜ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ପାନୀୟ ଜଳ ପ୍ରକଳ୍ପ ସମେତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନାର ଅଗ୍ରଗତି, କାର୍ଯ୍ୟାନ୍ୱୟନ ଏବଂ ଫଳପ୍ରଦତା ଉପରେ ବିସ୍ତୃତ ସମୀକ୍ଷା କରିଥିଲେ। ବିଶେଷ କରି ପ୍ରତ୍ୟେକ ବିଭାଗ ପରସ୍ପର ମଧ୍ୟରେ ସମନ୍ଵୟ ରକ୍ଷା କରି କାର୍ଯ୍ୟ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ।
ବୈଠକରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଏବଂ ପରିମଳ ବିଭାଗର ବିଭିନ୍ନ ପ୍ରକଳ୍ପ ଉପରେ ସମୀକ୍ଷା କରାଯିବା ବିଭିନ୍ନ ପ୍ରକଳ୍ପ ଗୁଡ଼ିକ କାର୍ଯ୍ୟକାରୀ କରିବା ସମୟରେ ଆନୁଷଙ୍ଗିକ ବିଭାଗ ଗୁଡିକ ପରସ୍ପର ମଧ୍ୟରେ ସମନ୍ଵୟ ରକ୍ଷା କରି କାର୍ଯ୍ୟ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ। ବିଶେଷକରି ଗ୍ରାମିଣ ହିତାଧିକାରୀଙ୍କ ଘରେ କିପରି ଟ୍ୟାପ ଜଳ ପହଞ୍ଚି ପାରିବ ସେ ନେଇ ଆଲୋଚନା କରଯାଇଥିଲା।   ଗୃହ ଓ ନଗର ଉନ୍ନୟନ ବିଭାଗ ଓ ୱାଟକୋର ବିଭିନ୍ନ କାର୍ଯ୍ୟକ୍ରମ

ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା ଏବଂ ବିଶେଷ କରି ପରିମଳ ବ୍ୟବସ୍ଥା ଏବଂ ପାନୀୟ ଜଳ ଯୋଗାଣ ଉପରେ ଗୁରୁତ୍ଵାରୋପ କରାଯାଇଥିଲା। ସେହିଭଳି ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଭିତ୍ତିଭୂମି, ସ୍ମାର୍ଟ କ୍ଲାସ ରୁମ୍, ପି ଏମ ଶ୍ରୀ ବିଦ୍ୟାଳୟ ଆଦି ଉପରେ ଆଲୋଚନା କରାଯାଇଥିଲା। ସେହିଭଳି ସ୍ୱାସ୍ଥ୍ୟ ବିଭାଗ, ମହିଳା ଓ ଶିଶୁ ବିକାଶ, ଜିଲ୍ଲା ଯୋଗାଣ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, ଟି ପି ଡବ୍ଲୁ ଓ ଡି ଏଲ, ଜିଲ୍ଲା ମଙ୍ଗଳ ବିଭାଗ, ସମସ୍ତ ଆଇ. ଟି.ଡି. ଏ., ସମବାୟ ଆଦି ଅନ୍ୟାନ୍ୟ ବିଭାଗ ଗୁଡ଼ିକର ବିଭିନ୍ନ ପ୍ରକଳ୍ପ ଯୋଜନା ଆଦି ଉପରେ ଆଲୋଚନା କରାଯାଇଥିଲା ଏବଂ ବିଭାଗୀୟ ଅଧିକାରୀ ମାନେ ନିଜ ବିଭାଗ ଅର୍ନ୍ତଗତ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରାଇବା ସହିତ ମତାମତ ମଧ୍ୟ ପ୍ରଦାନ କରିଥିଲେ। 
ଶେଷରେ ଶ୍ରୀ ଭାରଦ୍ୱାଜ ପ୍ରତ୍ୟେକ ଯୋଜନାର ସୁଫଳ ଯେପରି ଯୋଗ୍ୟ ହିତାଧିକାରୀଙ୍କ ପାଖରେ ସମୟୋପଯୋଗୀ ଓ ସୁନିଶ୍ଚିତ ଭାବେ ପହଞ୍ଚିପାରିବ, ସେଥିପାଇଁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ  ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା, ପାନପୋଷ ଉପଜିଲ୍ଲାପାଳ ଚନ୍ଦ୍ରକାନ୍ତ ମଲ୍ଲିକ ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା