-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-

31-Jul-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜ଼ିଲ୍ଲା ର ସଦର ମହକୁମା ଠାରେ ଥିବା ଗାନ୍ଧୀ ଷ୍ଟାଡିୟମ ର ଉନ୍ନତି କରଣ ନିମନ୍ତେ ଆଜି ଓଡିଶା ସରକାର ୨୫ କୋଟି ୭୫ ଲକ୍ଷ ଟଙ୍କା ଅର୍ଥରାଶି ପ୍ରଦାନ କରିଛନ୍ତି l ଆଜି ଏହି ଖବର ଶୁଣିଲା ପରେ ସୋନପୁର ର କ୍ରୀଡ଼ାବିତ, ଖେଳପ୍ରେମୀ ଓ ବୁଦ୍ଧିଜୀବୀ ମାନଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳି ଯାଇଛି l ସୁବର୍ଣ୍ଣପୁର ଜ଼ିଲ୍ଲା କ୍ରୀଡ଼ା ସଂଘ ର ସାଧାରଣ ସମ୍ପାଦକ ପିୟୁଷ କୁମାର ପଣ୍ଡାଙ୍କ ନେତୃତ୍ୱରେ ସମସ୍ତ ସଦସ୍ୟ, କ୍ରୀଡ଼ାବିତ ଏବଂ ଜ଼ିଲ୍ଲା କ୍ରିକେଟ ସଂଘ କର୍ମକର୍ତ୍ତା  ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଡ଼ .ନୃପରାଜ ସାହୁଙ୍କ ବାସଭବନ ଅଫିସ ରେ ସାକ୍ଷାତ କରି ଶୁଭେଚ୍ଛା ଓ କୃତଜ୍ଞତା ଜ୍ଞାପନ କରିଛନ୍ତି l ଓଡ଼ିଶା ସରକାର ମୋହନ ଚରଣ ମାଝୀ ଙ୍କ ସମେତ ସ୍ଥାନୀୟ ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀ, ବୀର ମହାରାଜ ପୁର ବିଧାୟକ ରଘୁନାଥ ଜଗଦଲା ଙ୍କୁ ମଧ୍ୟ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ କୃତଜ୍ଞତା ଜ୍ଞାପନ କରିଛନ୍ତି l ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡ଼ା ସଂଘ ର ଉପଦେଷ୍ଟା  ଦିଲ୍ଲୀପ ଗୁରୁ , ଉପ ସଭାପତି ଚିତ୍ତ ରଞ୍ଜନ ତରାସିଆ, ମିଡିଆ କୋଡ଼ି ନେଟର ମନୋରଞ୍ଜନ ତ୍ରିପାଠି, ବରିଷ୍ଠ ସଦସ୍ୟ ଦିଗାମ୍ବର ଶତପଥୀ, ବିକାଶ ପଣ୍ତା, କଲିମ୍ ମହମ୍ମଦ, ଜିଲ୍ଲା କ୍ରିକେଟ ସଂଘ  ସଭାପତି ରାମ ଶଙ୍କର ସାହୁ, ବରିଷ୍ଠ ସଦସ୍ୟ ଶୁଭ୍ରାଂଶୁ ଶେଖର ମିଶ୍ର, ସୁକାନ୍ତ ସାହୁ, ସତ୍ୟ ନାରାୟଣ ରାଓ , ଫୁଟବଲ୍ ସଂପାଦକ ରାଜୀବ ସାହୁ ପ୍ରମୁଖ ୫୦ ରୁ ଉର୍ଦ୍ଧ୍ବ ସଦସ୍ୟ କ୍ରୀଡ଼ାବିତ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like