-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

31-Jul-2026



ଲୋଇସିଂହା, (ବିନୋଦ ଦୀପ) ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁଁ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ଏନଏସି ଅଞ୍ଚଳରେ ବହୁମାତ୍ରାରେ କ୍ଷୟକ୍ଷତି ହୋଇଥିଲା l ଲୋଇସିଂହା ସ୍ଥିତ ତିଅରପଡା ରେ ବିଭିନ୍ନ ଘରକୁ ପାଣି ପଶିଯାଇଥିଲା l ଫଳରେ ଲୋକ ଙ୍କୁ ବହୁ ଅସୁବିଧା ର ସମ୍ମୁଖୀନ ହୋଇଥିଲେ l ସେମେଲାମୁଣ୍ଡା ରେ କୁଶୁଙ୍ଗେଇ ନାଳ ର ପାଣି ପଶିଯିବାରୁ ଲୋକେ ଜଳବନ୍ଦୀ ଅବସ୍ଥାରେ ରହିଥିଲେ l କ୍ଷତିଗ୍ରସ୍ତ ଅଞ୍ଚଳର ସ୍ଥିତି ଯାଞ୍ଚ କରିବା ପାଇଁ ଆଜି ସେଠାରେ ପହଞ୍ଚିଥିଲେ ଲୋଇସିଂହା ବିଧାୟକ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ l ସ୍ୱାସ୍ଥ୍ୟମନ୍ତ୍ରୀ ବନ୍ୟାରେ ପ୍ରଭାବିତ ହୋଇଥିବା ଲୋଇସିଂହା ର ତିଅରପଡା ଓ ସେମେଲାମୁଣ୍ଡା ର ବିଭିନ୍ନ ଘର, ଅସ୍ଥାୟୀ ଆଶ୍ରୟସ୍ଥଳୀ ଓ ମେଡିକାଲ୍ କ୍ୟାମ୍ପ ପରିଦର୍ଶନ କରିଥିଲେ l ସେ ସ୍ଥାନୀୟ ଲୋକଙ୍କ ସହ କଥା ହୋଇ ସେମାନଙ୍କ ସମସ୍ୟା ଶୁଣିଥିଲେ। ପାନୀୟ ଜଳଯୋଗାଣ, ସ୍ୱାସ୍ଥ୍ୟସେବା ଏବଂ ସଂକ୍ରାମକ ରୋଗ ନିୟନ୍ତ୍ରଣ ଉପରେ ସେ ଗୁରୁତ୍ୱ ଦେଇଥିଲେ l ପ୍ରଶାସନକୁ ତୁରନ୍ତ ଅଧିକ ମେଡିକାଲ୍ ଟିମ୍, ଔଷଧ ଓ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଏବଂ ଲଗାଣ ବର୍ଷା ରେ କ୍ଷତିଗ୍ରସ୍ତ ପରିବାର କୁ ସର୍ଭେ କରି ପଲିଥିନ ଯୋଗାଇଦେବା ପାଇଁ ତହସିଲଦାର ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ l ମନ୍ତ୍ରୀ ଙ୍କ ଏହି ଗ୍ରସ୍ତ ସମୟରେ ପି.ଡି ଡ଼ିଆରଡିଏ ତରଣୀ ସୁନା, ବିଡ଼ିଓ ଅକ୍ଷୟପାଣି ଉଡ୍ଡୁ, ମେଡିକାଲ ଅଫିସର ଶେଖର ପଧାନ,ଏଇ ସିଦ୍ଧାର୍ଥ ପାଢ଼ୀ,ମନ୍ତ୍ରୀ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ,ଭୁତନାଥ ନାଏକ,ସରୋଜ ସାହୁ,ରଂଜିତ ରାଏ, ପ୍ରଶାନ୍ତ ସାହୁ,ଶଶୀ ଶର୍ମା, ରାମ ସାହୁ, ତୁଲାରାମ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026

You Might Also Like