-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*

01-Aug-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁବର୍ଣ୍ଣପୁର ଓ ପୌର ପରିଷଦ ସୋନପୁର ର ମିଳିତ ସହଯୋଗ ଆଜି ସକାଳ ୭ ଘଣ୍ଟା ସମୟରେ ପୁରୁଣା ବସଷ୍ଟାଣ୍ଡ ବିଜୁପଟନାୟକ ଛକ ମଝିପଡା, ପୁରୁଣା ହସପିଟାଲ, ଖାଦାଳ ପଡା ଅଂଚଳ ର ପାଣି ଜମିରହୁଥିବା ନାଳ ନର୍ଦମା ଡ୍ରେନ୍ ଗୁଡିକରେ ମଶାର ଲାର୍ଭା ସବୁକୁ ନଷ୍ଟ କରିବା ପାଇଁ ଓଡିଶା ସରକାର ଙ୍କ ସହରାଞ୍ଚଳ ମାନଙ୍କରେ ଗ୍ରହଣ କରାଯାଇଥିବା ନୂଆଁ ପଦକ୍ଷେପ ସ୍ୱରୂପ ଆଜି ଟାମିଫସ ଲିକ୍ୱିଡ ସିଞ୍ଚନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ରେ ପୌରାଧକ୍ଷ ଶ୍ରୀମତୀ ତାମସୀ ତମସ୍ମିତା ନାୟକ, କାର୍ଯ୍ୟ ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ଶ୍ରୀଯୁକ୍ତ ଋଷି ମାଝୀ,ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ( ଭି ବି ଡି ) ଡା ଦେବୀପ୍ରସାଦ ମହାପାତ୍ର , ଭି ବି ଡି କନ୍ସଲଟାଣ୍ଟ ସୁନୀଲ ମହନ୍ତ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଏଫ ଏଲ ଏ ବାସୁଦେବ ଜଗଦଲା ଉପସ୍ଥିତ ଥିବା ବେଳେ ପରେ ପରେ ପୌର ପରିଷଦ ପ୍ରାକ୍ତନ ଅଧ୍ୟକ୍ଷ କଇରୁ ସ୍ୱାଇଁ, କାଉନସିଲର ପିୟୁଷ ପଣ୍ଡା  କାର୍ଯ୍ଯ କ୍ରମ ରେ ସାମିଲ ହୋଇ ଥିଲେ। ସାନିଟାରୀ ଏକ୍ସପର୍ଟ ଅଜୟ କୁମାର ସ୍ୱାଇଁ ଙ୍କ ତତ୍ୱାବଧାନ ଏହି କାର୍ଯ୍ୟକ୍ରମ ଆଗକୁ ଚାଲୁ 
ରହିବ ସହର ର ପ୍ରତି ଅଞ୍ଚଳ ରେ ସପ୍ତାହ ରେ ଥରେ ଲେଖାଏଁ ଏ ଅଭିଜାନ ଜାରି ରହିବ ବୋଲି ସ୍ବାସ୍ଥ୍ୟ ବିଭାଗ ଓ ପୌର ପରିଷଦ ପକ୍ଷରୁ ସୂଚନା ମିଳିଛି l ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷା ରାଣୀ ଦାସ ଙ୍କ ନିର୍ଦେଶ କ୍ରମେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଛି । ଏହାର ମୂଳ ଲକ୍ଷ୍ୟ ହେଲା ଯେ ମଶା ମାନଙ୍କର ବଂଶ ନିପାତ କରି ଭେକ୍ଟର ବାହିତ ରୋଗ ଯଥା ମେଲେରିଆ, ଡେଙ୍ଗୁ, ଫାଇଲେରିଆ ରୋଗ କବଳରୁ ଲୋକ ମାନେ କିପରି ମୁକ୍ତି ପାଇପାରିବେ,  ସାଧାରଣତଃ ବର୍ଷା ଋତୁ ରେ ଏହି ରୋଗ ବ୍ୟାପିଥାଏ ମଶା ମାନଙ୍କ ଦ୍ୱାରା, ଏହି ଟାମିଫସ ଲିକ୍ୱିଡ ସିଞ୍ଚନ କରିବା ଦ୍ୱାରା ମଶା ବଂଶ ନିପାତ ହେବ ଓ ମଶା ବାହିତ ରୋଗ ର ପ୍ରାଦୁର୍ଭାବ ରୁ ମୁକ୍ତି ମିଳିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like