-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ

01-Aug-2026



ତୁଷୁରା(ପ୍ରେରଣା ଖବର):  ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଖର୍ଡା ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ପର୍ଯ୍ୟବେକ୍ଷକ ଭାବେ ଗୁଡଭେଲା ବ୍ଲକ୍ ଡାଏଟ୍ ସିଆର୍‌ସିସି କୋଅର୍ଡିନେଟର ସାମ୍ରାଜ୍ଞୀ ଐଶ୍ୱର୍ଯ୍ୟା ମିତ୍ରା ଯୋଗ ଦେଇ ଅଂଶଗ୍ରହଣ କାରୀଙ୍କ ସନ୍ଦେହ ମୋଚନ କରିଥିଲେ। ସାଧନ କର୍ମୀ ଭାବେ ସିଆର୍‌ସିସି ଜଗମୋହନ ତ୍ରିପାଠୀ ଯୋଗ ଦେଇ ଅଗଷ୍ଟ ମାସର ଏଜେଣ୍ଡା ଯଥା- ଗ୍ୟାଲେରୀ ଓ୍ଵାକ୍, ମୋଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ, ଦଳଗତ ଉପସ୍ଥାପନା, ନ୍ୟସ୍ତ କାର୍ଯ୍ୟର ଆଲୋଚନା, ବିଦ୍ୟାଳୟ ପରିଦର୍ଶନ ଓ ଆଲୋଚନା, ଶିକ୍ଷଣ ସୋପାନ ରେଜିଷ୍ଟର, ଜିଲ୍ଲା, କ୍ଲଷ୍ଟର ସ୍ତରୀୟ ଶୈକ୍ଷିକ ଆଲୋଚନା କରିଥିଲେ ଓ ଶେଷରେ ସଂକ୍ଷେପଣ ଓ ନ୍ୟସ୍ତକାର୍ଯ୍ଯ ପ୍ରଦାନ କରିଥିଲେ। ବୈଠକ ପୂର୍ବରୁ ସରକାରୀ ବାଳିକା ନୋଡାଲ ହାଇସ୍କୁଲର ଅବସର ପ୍ରାପ୍ତ ସହକାରୀ ଶିକ୍ଷୟିତ୍ରୀ ବିଦ୍ୟୁତ ଲତା ସାହୁଙ୍କୁ କ୍ଲଷ୍ଟର ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏଥିରେ ତୁଷୁରା ବାଳକ ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ଡ.ହେମନ୍ତ କୁମାର ଦାଶ ସଭା ସଞ୍ଚାଳନ କରିଥିଲେ। ବୈଠକରେ ପ୍ରଧାନ ଶିକ୍ଷକ ମୋହନ ଭୋଇ, ଦୁତିଆ ସେଠ, ମନ୍ମଥ ରାଜହଂସ, ଚନ୍ଦ୍ରଧ୍ବଜ ମେହେର, ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ଭୋଇ, ଲିଲି ଶ୍ରୀ ଭୋଇ, ସହକାରୀ ଶିକ୍ଷକ ପୂରନ ମେହେର, ସୁଶୀଳ କୁମାର ଭୋଇ, ତହସିଲ ଭୋଇ, ତଥା ଏଫ୍‌ଏଲ୍‌ଏନ୍ ଶିକ୍ଷୟିତ୍ରୀ ଆକାଂକ୍ଷା ରାଣୀ ଯୋଶୀ, ମିଲି ପୁରୋହିତ, ତପସ୍ଵିନୀ ରଣା ଓ ଦୁର୍ଗାମଣି ମହାନନ୍ଦ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ସକ୍ରୀୟ ଅଂଶ ଗ୍ରହଣ କରିଥିଲେ। ଶେଷରେ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like