-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ରାଜ୍ୟ

ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ

01-Aug-2026



ଭୁବନେଶ୍ୱର, ଭୁବନେଶ୍ୱର କଳିଙ୍ଗ ଷ୍ଟଡିୟମର ଡାଲମିଆ ଭାରତ ଗୋପିଚାନ୍ଦ ବ୍ୟାଡ ମିଣ୍ଟନ ଉତ୍କର୍ଷ କେନ୍ଦ୍ର (ସଟଲ) ଠାରେ ଚାଲିଥିବା ୟନେକ୍ସ ସନରାଇଜ ଜୁନିଅର ବେଡ଼ମୀଣ୍ଟନ ଟୁର୍ନାମେଣ୍ଟ ଉଦଯାପିତ ହୋଇଯାଇଅଛି l ଆଜି ଖେଳାଯାଇଥିବା  ବାଳିକା ଫାଇନାଲ ରେ ରାଜସ୍ଥାନ ର ପାରୁଲ ଚୌଧୁରୀ ତାମିଲନାଡୁ ଖେଳାଳୀ ଦୀକ୍ଷା ଏସ ଆର ଙ୍କୁ ଙ୍କୁ 20-18,15-7 ପଏଣ୍ଟ ରେ ହରାଇ ଚାମ୍ପିୟନ ହୋଇଛନ୍ତି l 

ବାଳକ ସିଙ୍ଗଲ ଫାଇନାଲ ରେ ଉତ୍ତରାଖଣ୍ଡର ନିଶ୍ଚଳ ଚାନ୍ଦ  ଏକ ତିନି ଗେମ ବିଶିଷ୍ଟ ସଂଘର୍ଷପୁର୍ଣ ମେଚରେ ତେଲେଙ୍ଗାନା ଖେଳାଳୀ ଟି. ଜ୍ଞାନଦତ୍ତ୍ତୃ ଙ୍କୁ 12-15,15-11,17-15 ପଏଣ୍ଟ ରେ ହରାଇ ଚମ୍ପିୟାନ ହୋଇଛନ୍ତି l 

ମିକ୍ସଡ଼ ଡବଲସ ଫାଇନାଲ ରେ ଛତିଶଗଡ ତାମିଲନାଡୁ ଯୋଡି ଦିବ୍ୟାନସ ଅଗ୍ରୱାଲ ଓ ଭାମା ପ୍ରଭୁଆନନ୍ଦ ଦିଲ୍ଲୀ ଉତ୍ତରାଖଣ୍ଡ ଯୋଡି   ଯୋଗନ୍ସ ସିଂ ଓ ଅନ୍ୟା ବିସ୍ତ ଙ୍କୁ ସଂଘର୍ଷ ପୂର୍ଣ୍ଣ ତିନୋଟି ଗେମ 14-16,15-13 ଓ 16-14 ପଏଣ୍ଟ  ରେ ହରାଇ ଚମ୍ପିୟାନ ହୋଇଛନ୍ତି l 

ବାଳିକାବିଭାଗ ର ଡବଲସ ଫାଇନାଲ ରେ ଉତ୍ତରାଖଣ୍ଡ ର ଆନ୍ୟା ବିସ୍ତ ଓ ଆଞ୍ଜେଲ ପୁନେରା     କର୍ଣ୍ଣାଟକ ଯୋଡି ଦୀପକ ରାଜ ଅଦିତି ଓ ପୋନ୍ନାମ୍ମା ବି ଭି ବୃଦ୍ଧି ଙ୍କୁ ସିଧାସଳଖ 15-9,15-9 ପଏଣ୍ଟ ବିଶିଷ୍ଟ ଦୁଇଟି ଗେମ ରେ ହରାଇ ପ୍ରତିଯୋଗୀତା ରେ ଚାମ୍ପିୟନ ହୋଇଛନ୍ତି l 

ବାଳକ ଡବଲସ  ଫାଇନାଲ ରେ କେରଳ ଦିଲ୍ଲୀ ଯୋଡି ଆଥିସ ଶ୍ରୀନିବାସ ପି ଭି ଓ ଯୋଗନ୍ସ ସିଂ  କର୍ଣ୍ଣାଟକ ଯୋଡି ପବନ ଏସ. ଓ ପୁନିଥ ଏସ. ଙ୍କୁ  12-15, 15-11ଓ 17-15 ପଏଣ୍ଟ ରେ  ହରାଇ ଚାମ୍ପିୟନ ହୋଇଛନ୍ତି lପ୍ରତିଯୋଗୀତା ର ସମସ୍ତ ଫାଇନାଲ ପରେ ପୁରାସ୍କାର ବିତରଣ ଉତ୍ସବ ଆୟୋଜିତ ହୋଇଥିଲା l ପୁରସ୍କାର ବିତରଣ ଉତ୍ସବରେ 

ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ କ୍ରୀଡା ଯୁବ ସେବା ବିଭାଗ ନିର୍ଦେଶକ ଡ଼. ୟେଦୁଲ୍ଲା ବିଜୟ, ସମ୍ମାନିତ ଅତିଥିଭାବେ କ୍ରୀଡା ବିଭାଗ ସ୍ୱତନ୍ତ୍ର ସଚିବ ଅଶୋକ କୁମାର ପଣ୍ଡା,ଉପସଚିବ ଅମିତ କୁମାର ନାୟକ, ଅତିରିକ୍ତ ସଚିବ ସୁଧାକର ନାୟକ, ଉପସଚିବ ବିଭୁଦା ଗଡ଼ନାୟକ ଓସବା ସମ୍ପାଦକ ନିଲିନ କୁମାର ଯୋଗ ଦେଇ ଚମ୍ପିୟାନ ଓ ରନର୍ସ ଅପ ଖେଳାଳିଙ୍କୁ ଟ୍ରଫି, ମେଡାଲ, ମାନପତ୍ର ଓ ଅର୍ଥରାଶି ରେ ପୁରସ୍କୃତ କରିଥିଲେ l 

ଗତ ମାସ, ୨୫ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ସଫଳ ରୂପାୟନ ପାଈଁ ଉପସଭାପତି ପ୍ରଦୀପ ପଟ୍ଟନାୟକ, ଶୈଳେନ୍ଦ୍ର ଚୌଧୁରୀ, ଜୟପ୍ରକାଶ ସିଂ କମଳ ଦାସ, ସୁରୁଲାଲ ମଟlରୀ, ମନୋରଞ୍ଜନ ପଣ୍ଡା, ଜୟପ୍ରକାଶ ଜେନା, ଅଭିଷେକ ବିଶ୍ୱାସ,ଚନ୍ଦନ ମହାରଣା ଦୀପକ ମହାନ୍ତି ପ୍ରୀତପାଳ ସିଂ ଅବଦୁଲ ହାକିମ, ଶୁଭମ ନାୟକ, ସନ୍ଦୀପ ମିଶ୍ର, ମନୋରଞ୍ଜନ ଦାସ ପ୍ରମୁଖ ମୁଖ୍ୟ ଭୂମିକାରେ ଥିଲେ l

ପ୍ରତିଯୋଗିତା ର ବୈଷୟିକ ବିଭାଗ  ଚିପ୍ ରେଫରି ତ୍ରିଲୋକ ଶୁକ୍ଲା, ଡେପୁଟି ରେଫରି ଭାବରେ ମାଧବ ନାରାୟଣ ଓ ପ୍ରଣବ ବିଷ୍ଣୋଇ, ମ୍ୟାଚ କଂଟ୍ରୋଲ ଭାବେ ସନ୍ଦିପ ହେବଲେ ଦାୟିତ୍ୱ ତୁଲାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like