-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ଜିଲ୍ଲା

ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା

01-Aug-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସାଧୁ,ସତ୍ୟପ୍ରିୟ ତଥା ସମୟାନୁବର୍ତିତା ଭାବେ ପରିଚିତ  ପ୍ରଧାନ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା ତାଙ୍କ ଚାକିରୀ ଜୀବନରୁ ଅବସର ନେଇଛନ୍ତି।ବିନିକା ବ୍ଲକ ସିନ୍ଦୂରପୁର ଗ୍ରାମର ଶ୍ରୀ ପଣ୍ଡା ଅରିଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ।ଗତକାଲି ଜୁଲାଇ ୩୧ତାରିଖରେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଥିଲା ।ତାଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଦେବାପାଇଁ ସ୍କୁଲ ପରିସରରେ ଆୟୋଜିତ ସଭାରେ ବିନିକା ବ୍ଲକ ଗୋଷ୍ଟି ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର,ସାଂସଦ ପ୍ରତିନିଧି ବିଶ୍ୱମ୍ବର ମିଶ୍ର,ସ୍କୁଲ ପରିଚାଳନା କମିଟି ସଭାପତି ସୁଶାନ୍ତ କମ୍ପ,ଅବସର ପ୍ରାପ୍ତ ଶିକ୍ଷକ ଲକ୍ଷପତି ବେହେରା,ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନମିତା ସାହୁ,ସହକାରୀ ଶିକ୍ଷୟତ୍ରୀ ଗୀତା ସାହୁ ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହି ଶ୍ରୀ ପଣ୍ଡାଙ୍କ କାର୍ଯ୍ୟଦକ୍ଷତା ଉପରେ ଆଲୋକପାତ କରିଥିଲେ।ପ୍ରାରମ୍ଭରେ ଶ୍ରୀ ପଣ୍ଡାଙ୍କୁ ଗ୍ରାମବାସୀଙ୍କ ଏକ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରାଯାଇ ଗ୍ରାମବାସୀଙ୍କ ତରଫରୁ ଉସର୍ସିତ ସମ୍ବର୍ଦ୍ଧନା ଦିଆଯାଇଥିଲା ।ସେହିପରି ସ୍କୁଲ ତରଫରୁ ମଧ୍ୟ ଅଧ୍ୟୟନରତ ଛାତ୍ରଛାତ୍ରୀ ଓ ସ୍କୁଲ ଷ୍ଟାଫ ତରଫରୁ ଉପଢ଼ୌକନ ଦିଆଯାଇଥିଲା ।ପରେ ପ୍ରଧାନ ଶିକ୍ଷକ ଶ୍ରୀ ପଣ୍ଡାଙ୍କୁ ସ୍କୁଲ କମିଟି,ଷ୍ଟାଫ ଓ ଗ୍ରାମବାସୀ ତାଙ୍କ ନିଜ ଗ୍ରାମ ସିନ୍ଦୂରପୁରକୁ ଆଣି ଛାଡ଼ିବା ପରେ ପୁରାତନ ଛାତ୍ରଛାତ୍ରୀ ଓ ଗ୍ରାମବାସୀ ସଂକୀର୍ତ୍ତନର ତାଳେ ତାଳେ ଗ୍ରାମ ପରିକ୍ରମା କରି ଫୁଲମାଳ ଅର୍ପଣ କରି ଉତ୍ସର୍ସିତ ସମ୍ବର୍ଦ୍ଧନା ଦିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like