-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ଜିଲ୍ଲା

ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ

01-Aug-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ରାମଗୋପାଳ ହିନ୍ଦୀ ହାଇସ୍କୁଲ ଠାରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ ଅନୁଷ୍ଠିତ ହୋଇଥିଲା।ଓଷ୍ଟା ଜିଲ୍ଲା ସଭାପତି ପ୍ରଦୀପ ପୁଟେଲ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ନୀଳମଣି ପୁରୋହିତ,ବ୍ରଜକିଶୋର ବିଶ୍ୱାଳ,ଅଶୋକ ମହାପାତ୍ର, ଆଶୁତୋଷ ରଥ,ସୁଧୀର ନାଏକ,ରଂଜିତା

ମିଶ୍ର, ଆବାହକ କଲେଜ ସଂଘ ସୌମ୍ୟ ରଞ୍ଜନ ସାହୁ, ପ୍ରମୁଖ ଯୋଗଦେଇ ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ କୁ ପେନସନ ଦାବୀ ପ୍ରଦାନ,ଅନୁଦାନ ଯୋଗ୍ୟ ୧୯୪ ବିଦ୍ୟାଳୟ କୁ ତୁରନ୍ତ ଅନୁଦାନ ପ୍ରଦାନ,ସପ୍ତମ ବେତନ କମିଶନ ରୁ ବଞ୍ଚିତ ବିଦ୍ୟାଳୟ ମାନଙ୍କର ସମସ୍ୟାର ସମାଧାନ,ଶୂନ୍ୟ ପଡ଼ିଥିବା ସ୍ଥାନରେ ଶିକ୍ଷକ ନିଯୁକ୍ତି କରିବା,୨୦୦୪ ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତି ଭିତ୍ତିକ ଶିକ୍ଷକ ମାନଙ୍କୁ ଛଅଟି ନୋସନାଲ ଇନକ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ,ନୂତନ ପେନସନ ପରିବର୍ତ୍ତେ ପୁରାତନ ପେନସନ ସ୍କିମ ର ପୁନଃ ପ୍ରଚଳନ, ଅବସର ସମୟ ସୀମା ୬୦ ରୁ ୬୨ବର୍ଷକୁ ବୃଦ୍ଧି ଓ ଗ୍ରେଡ଼ ପେ ରେ ଥିବା ଅସଙ୍ଗତି ଦୂରୀକରଣ ଆଦି ଦାବିଗୁଡିକ ପୂରଣ କରି ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ ସହିତ ଛାତ୍ର ଛାତ୍ରୀ ମାନଙ୍କୁ ନ୍ୟାୟ ଦେବାପାଇଁ ଶିକ୍ଷକ କର୍ମଚାରୀ ମାନେ ଏକତ୍ର ହେବା ପାଇଁ ଆହ୍ୱାନ ଦେଇଥିଲେ ଏବଂ ଆଗାମୀ ଦିନରେ ଆନ୍ଦୋଳନରେ ଯୋଗଦେବା ପାଇଁ ଅନୁରୋଧ ଜଣାଇଥିଲେ।ଚଳିତ ଅଗଷ୍ଟ ମାସରେ ସରକାରଙ୍କର ମନମୁଖୀ ଓ ଅଗଣତାନ୍ତ୍ରିକ ବ୍ୟବସ୍ଥା ବିରୁଦ୍ଧରେ ପ୍ରସ୍ତୁତ ରଣନୀତି ଆଧାରରେ

ଆନ୍ଦୋଳନ କରିବା ନିତାନ୍ତ ଜରୁରୀ ବୋଲି ନିଜସ୍ୱ ବକ୍ତବ୍ୟ ମାଧ୍ୟମରେ ରାଜ୍ୟ ସ୍ତରୀୟ ନେତୃବୃନ୍ଦ ପ୍ରକାଶ କରିଥିଲେ।ରାମଗୋପାଳ ହିନ୍ଦୀ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ନବଘନ ସାହୁ ମଞ୍ଚାସୀନ ଥିଲେ।ଓଷ୍ଟା ଜିଲ୍ଲା ସମ୍ପାଦକ ତଥା ଏହି ସମିତିର ଆବାହକ ଶଙ୍କର ପ୍ରସାଦ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ।କାର୍ଯ୍ୟକାରୀ ସଭାପତି ଅନିଲ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଓଷ୍ଟା ରାଜ୍ୟ ଉପସଭାପତି ସୁଧୀର ନାଏକ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ର ପାଖାପାଖି ୨୦୦ ଜଣ ଶିକ୍ଷକ ଯୋଗ ଦେଇଥିଲେ।ଶିକ୍ଷକ ଖଗେଶ୍ୱର ଷଡ଼ଙ୍ଗୀ,ସଞ୍ଜୟ ତ୍ରିପାଠୀ, ମନୋଜ ବେହେରା, ଅରବିନ୍ଦ ପ୍ରଧାନ,ସୁଶାନ୍ତ ଦାଶ,ସଂଜୀବ ପୁରୋହିତ, ବିନୋଦ ମହାପାତ୍ର,ଦିଲୀପ ପଧାନ,ଅମୂଲ୍ୟ ବେହେରା, ଗୋବିନ୍ଦ ବଗର୍ତ୍ତୀ ଶିକ୍ଷୟତ୍ରୀ ପ୍ରଣତି ପାଣିଗ୍ରାହୀ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like