-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||     

HOME   ଜିଲ୍ଲା

କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ

02-Aug-2026



ବରପାଲି (ସୁଦାମ ଦୀପ )
 ବରଗଡ ଜିଲ୍ଲା  କମଗାଁ ମହାବିଦ୍ୟାଳୟର ଇତିହାସ ବିଭାଗର ବରିଷ୍ଠ ପ୍ରାଧ୍ୟାପକ ଶ୍ରୀ ହରେକୃଷ୍ଣ ଦେବତା ଓ ସଂସ୍କୃତ ବିଭାଗର ଅଧ୍ୟାପକ ଶ୍ୟାମ  ସୁନ୍ଦର ସାହୁ ଦୀର୍ଘ ୩୪ ବର୍ଷ ଧରି ମହାବିଦ୍ୟାଳୟରେ ସଫଳତାର ସହ ସେବା ପ୍ରଦାନ କରିବା ପରେ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ମହାବିଦ୍ୟାଳୟ ପକ୍ଷରୁ ଏକ ଭାବବିହ୍ୱଳ ବିଦାୟକାଳୀନ ସମାରୋହ ସଭାରେ  ମହାବିଦ୍ୟାଳୟର ପୂର୍ବତନ ସଭାପତି  ପ୍ରବୋଧ ପ୍ରଧାନ, ପୂର୍ବତନ ସମ୍ପାଦକ  ବେଣୁଧର ସାହୁ ଓ ଶ୍ରୀ ପ୍ରେମ ରାଜ ମେହେର ଅତିଥି ଭାବେ ଯୋଗଦେଇ ଅବସରପ୍ରାପ୍ତ ଅଧ୍ୟାପକ ଦ୍ୱୟଙ୍କ ଶିକ୍ଷାକ୍ଷେତ୍ରର ଅବଦାନକୁ ପ୍ରଶଂସା କରିଥିଲେ। ଲଖମରା ମହାବିଦ୍ୟାଳୟର ଅଧ୍ୟକ୍ଷ  ବିଜୟ କୁମାର ମିଶ୍ର ଏବଂ ଗୌଡ଼ଗାଁ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟକ୍ଷ  ତାରିଣୀ ଦେବତା ମଧ୍ୟ ଉପସ୍ଥିତ ରହି ଶୁଭେଚ୍ଛା ଜଣାଇଥିଲେ।
ମହାବିଦ୍ୟାଳୟର ପ୍ରଥମ ବ୍ୟାଚର ପୁରାତନ ଛାତ୍ରଛାତ୍ରୀଙ୍କ ସହ ପୂର୍ବତନ ପରିଚାଳନା ସମିତି ସଦସ୍ୟ ମନବୋଧ ନାଏକ,  ସନ୍ତୋଷ ଖମାରୀ,  ନାରାୟଣ ଗଡ଼ତିଆ, ଶେଷଦେବ ଭୋଇ, ୧୯୯୨ ମସିହାରେ ଯୋଗଦେଇଥିବା ପୂର୍ବତନ ଅଧ୍ୟାପକ  ସୁରେଶ ଦାଶ ଓ  ଖେଦୁ ପ୍ରଧାନ, ପୂର୍ବତନ ଅଧ୍ୟକ୍ଷ ପ୍ରେମାନନ୍ଦ ପଟେଲ ପ୍ରମୁଖ ଯୋଗଦେଇ ପୁରୁଣା ସ୍ମୃତିଚାରଣ କରିଥିଲେ।
ଅବସରପ୍ରାପ୍ତ ପ୍ରାଧ୍ୟାପକ  ହରେକୃଷ୍ଣ ଦେବତା ମହାବିଦ୍ୟାଳୟର ସ୍ଥାପନାଠାରୁ ବିକାଶ ପର୍ଯ୍ୟନ୍ତର ଇତିହାସ ବର୍ଣ୍ଣନା କରିଥିବାବେଳେ, ପୂର୍ବତନ ଅଧ୍ୟକ୍ଷ ଶ୍ରୀ ପ୍ରେମାନନ୍ଦ ପଟେଲ ଏବଂ ପୂର୍ବତନ ଅଧ୍ୟାପକ  ସୁରେଶ ଦାଶ ଓ ଖେଦୁ  ପ୍ରଧାନ କମଗାଁରେ କାର୍ଯ୍ୟକାଳ ସମୟର ସ୍ମୃତି ଓ ଅଧ୍ୟାପକମାନଙ୍କ ମଧ୍ୟରେ ଥିବା ଭାତୃତ୍ୱ ସମ୍ପର୍କ ବିଷୟରେ ଆଲୋକପାତ କରିଥିଲେ।
ମହାବିଦ୍ୟାଳୟର ଅଧ୍ୟକ୍ଷ  ରବିନାରାୟଣ ସାହୁ ସଭାରେ ଅଧ୍ୟକ୍ଷତା କରିଥିଲେ। ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ କର୍ମଚାରୀ ଉଭୟ ଅବସରପ୍ରାପ୍ତ ଅଧ୍ୟାପକଙ୍କ କର୍ମନିଷ୍ଠା, ଶୃଙ୍ଖଳା ଓ ଶିକ୍ଷାଦାନ ପ୍ରତି ସମର୍ପଣକୁ ସ୍ମରଣ କରି ତାଙ୍କ ସୁସ୍ଥ, ସୁଖମୟ ଓ ଦୀର୍ଘାୟୁ ଜୀବନ କାମନା କରିଥିଲେ।
ମହାବିଦ୍ୟାଳୟର ପ୍ରତିଷ୍ଠାତା ସଦସ୍ୟ  ବୈଶାଖୁ ଭୋଇ ସୁଦୂର କୋଲକାତାରୁ ଶୁଭେଚ୍ଛା ବାର୍ତ୍ତା ପଠାଇ ଉଭୟ ଅଧ୍ୟାପକଙ୍କୁ ଅଭିନନ୍ଦନ ଜଣାଇଥିଲେ ମହାବିଦ୍ୟାଳୟର ଶୁଭାକାଙ୍କ୍ଷୀ ଶ୍ରୀ କ୍ଷିରେଶ୍ୱର ଗଡ଼ତିଆ ଏବଂ +୩ ଅଧ୍ୟକ୍ଷ ଡ଼. ରତିକାନ୍ତ ସାହୁ ଉପଢୌକନ ପ୍ରଦାନ କରି ଅବସରପ୍ରାପ୍ତ ଅଧ୍ୟାପକ ଦ୍ୱୟଙ୍କୁ ସମ୍ମାନିତ କରିଥିଲେ। ଶେଷରେ ଅଧ୍ୟାପିକା ଅନୁପମା ପଣ୍ଡା ଧନ୍ୟବାଦ ଅର୍ପଣ କରି ସଭାର ସମାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026

You Might Also Like