-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||     

HOME   ଜିଲ୍ଲା

*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*

04-Aug-2026



(ଡୋଲେଶ୍ୱର ବାଗ )
 ନୂଆପଡ଼ା ସଦର ମହକୁମା ସ୍ଥିତ ସଦ୍‌ଭାବନା ସଭାଗୃହରେ  ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଳ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଆଜିର ଶିବିରରେ ମୋଟ ୧୩୯ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୧୧୯ଟି ବ୍ୟକ୍ତିଗତ, ୧୯ଟି ସାମୂହିକ ଏବଂ ୧ଟି ରେଡ୍ କ୍ରସ ସମ୍ବନ୍ଧୀୟ ଆବେଦନ ରହିଥିଲା।
ଶିବିରରେ ପଞ୍ଜିକୃତ ସମସ୍ତ ଅଭିଯୋଗର ଗୁରୁତ୍ୱର ସହ ଶୁଣାଣି କରି ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ନିର୍ଦ୍ଧାରିତ ସମୟ ମଧ୍ୟରେ ଅଭିଯୋଗଗୁଡ଼ିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବିଶେଷକରି ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରକୁ ସର୍ବାଧିକ ପ୍ରାଥମିକତା ଦେଇ କାର୍ଯ୍ୟ କରିବାକୁ ସେ ସମସ୍ତ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା। ସେହିପରି ରେଡ୍ କ୍ରସ ପାଣ୍ଠିରୁ କୁରୁମପୁରୀ ଗ୍ରାମର ବେଲମତୀ ସତନାମୀଙ୍କୁ ତତ୍କାଳୀନ ସହାୟତା ସ୍ୱରୂପ ୫,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like