-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ

04-Aug-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ  ଶ୍ରୀଯୁକ୍ତ ରାଜେନ୍ଦ୍ର  ମାଝୀ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାଏକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୫୨ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୪୧ ବ୍ୟକ୍ତିଗତ ଏବଂ ୧୦ଟି ସାମୂହିକ ଦରଖାସ୍ତ ଥିଲା ଏବଂ ୧ଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଆସିଥିଲା।
ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।
ଏହି ଅବସରରେ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ  ଶ୍ରୀମତୀ ଅଞ୍ଜଳିନା ପ୍ରଧାନ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଅଶ୍ୱିନୀ ମେହେର, ଉପ ଜିଲ୍ଲାପାଳ ସୋନପୁର ଡ.ସୌମ୍ୟରୂପା ରଥ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଉଷାରାଣୀ ଦାସ, ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରତୀକ କର, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like