-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||     

HOME   ଜିଲ୍ଲା

କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ

04-Aug-2026



- ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଆସନ୍ତା ୧୭ ଅଗଷ୍ଟ  ରୁ ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ପାଳନ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲାପାଳ  ଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡ଼.ନୃପରାଜ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷା ରାଣୀ ଦାସ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ ଓ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଉପସ୍ଥିତ ଥିଲେ।ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (କୁଷ୍ଠ ) ଡା ତ୍ରିବିକ୍ରମ ପାଣ୍ଡିଆ ଏହାର ମୁଖ୍ୟ ଉଦ୍ଦେଶ୍ୟ ଓ କିପରି କୁଷ୍ଠ ରୋଗ ର ଚି଼ହ୍ନଟ ହୋଇପାରିବ ସେସବୁ ବିଷୟ ରେ ବୁଝାଇ ଥିଲେ। ଏହି ସଭାରେ  ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ଦେବୀ ପ୍ରସାଦ ମହାପାତ୍ର, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ପ୍ରକାଶ ଦଣ୍ଡସନା,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଯକ୍ଷ୍ମl ଡା ପଦ୍ମହଂସା ଦୋରା, ଓ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ଜାତୀୟ ସ୍ୱାସ୍ଥ୍ୟ ମିଶନ ରୂପକ କୁମାର ମହାପାତ୍ର, ଡି ଏଲ ସି ଡା. ଗୌରୀ ଶଙ୍କର ପଣ୍ଡା,ଅତିତିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ,ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଜିଲ୍ଲା ର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀ ବୃନ୍ଦ ଓ ବିଭିନ୍ନ ମିଡ଼ିଆ ବନ୍ଧୁ ମାନେ ଉପସ୍ଥିତ ଥିଲେ । 
ସମସ୍ତ କାର୍ଯ୍ୟକ୍ରମ କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନ ର ସମସ୍ତ କର୍ମକର୍ତ୍ତା ତଦାରଖ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026

You Might Also Like