-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ

05-Aug-2026



ନୂଆପଡ଼ା,( ରାମନାଥ ପଣ୍ଡା )
 ଦୁର୍ନୀତି ପ୍ରତି ନୂଆପଡ଼ା ଜିଲ୍ଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲ୍ଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।
ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ଗ୍ରହଣ କରୁଥିବା ଅଭିଯୋଗରେ ଖଡ଼ିଆଳ ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ୱ ସହାୟକ ମୋହନ ବାଗଙ୍କୁ ତୁରନ୍ତ ଚାକିରିରୁ ନିଲମ୍ବିତ କରାଯାଇଛି।
ସାମାଜିକ ଗଣମାଧ୍ୟମରେ ପ୍ରସାରିତ ଏକ ଭିଡିଓରେ ମୋହନ ବାଗ ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ଗ୍ରହଣ କରୁଥିବା ଅଭିଯୋଗ ଉଠିଥିଲା। ଏହି ଘଟଣା ସମ୍ପର୍କରେ ଖଡ଼ିଆଳ ବ୍ଲକ ଉନ୍ନୟନ ଅଧିକାରୀ ଏବଂ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-କମ୍-ନିର୍ବାହୀ ଅଧିକାରୀଙ୍କ ପୃଥକ ରିପୋର୍ଟ ଆଧାରରେ ତୁରନ୍ତ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଅଭିଯୋଗର ଗୁରୁତ୍ୱକୁ ବିଚାରକୁ ନେଇ ଏବଂ ତାଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପ୍ରସ୍ତାବିତ ଥିବାରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଶ୍ରେଣୀକରଣ, ନିୟନ୍ତ୍ରଣ ଓ ଅପିଲ୍) ନିୟମାବଳୀ, ୧୯୬୨ ଅନୁଯାୟୀ ତାଙ୍କୁ ନିଲମ୍ବନ କରାଯାଇଛି।
ନିଲମ୍ବନ ଅବଧିରେ ତାଙ୍କର ମୁଖ୍ୟାଳୟ ସିନାପାଲି ତହସିଲ କାର୍ଯ୍ୟାଳୟରେ ନିର୍ଦ୍ଧାରଣ କରାଯାଇଛି। ସକ୍ଷମ କର୍ତ୍ତୃପକ୍ଷଙ୍କ ପୂର୍ବାନୁମତି ବିନା ସେ ମୁଖ୍ୟାଳୟ ଛାଡ଼ିପାରିବେ ନାହିଁ।
ଏହି କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଜିଲ୍ଲାପାଳ ମଧୁସୂଦନ ଦାଶ ପୁନର୍ବାର ସ୍ପଷ୍ଟ କରିଛନ୍ତି ଯେ, ଜିଲ୍ଲା ପ୍ରଶାସନ ଦୁର୍ନୀତି ପ୍ରତି ସମ୍ପୂର୍ଣ୍ଣ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରୁଛି। ସରକାରୀ କାର୍ଯ୍ୟରେ ଦୁର୍ନୀତି, ଅନିୟମିତତା କିମ୍ବା କ୍ଷମତାର ଅପବ୍ୟବହାରକୁ କୌଣସି ପରିସ୍ଥିତିରେ ପ୍ରଶ୍ରୟ ଦିଆଯିବ ନାହିଁ। ଏଭଳି ଅଭିଯୋଗ ସାମ୍ନାକୁ ଆସିଲେ ନିୟମାନୁସାରେ ତ୍ୱରିତ ଓ କଠୋର ପଦକ୍ଷେପ ଗ୍ରହଣ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026

You Might Also Like