-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ଜିଲ୍ଲା

ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ

05-Aug-2026



 

ସମ୍ବଲପୁର : (ସଂଜୀବ ପାଣିଗ୍ରାହୀ )

 

ଯାତ୍ରୀମାନଙ୍କ ଗମନାଗମନ ସୁବିଧାକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର ଏବଂ ବିଶାଖାପାଟଣା ମଧ୍ୟରେ ଏକ ନୂତନ ଦୈନିକ ସିଧାସଳଖ ବସ୍ ସେବା ଆରମ୍ଭ କରାଯାଇଛି। ଆନ୍ତଃରାଜ୍ୟ ଯୋଗାଯୋଗ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହିତ ଯାତ୍ରୀମାନଙ୍କୁ ସୁରକ୍ଷିତ, ଆରାମଦାୟକ ପରିବହନ ସେବା ଯୋଗାଇଦେବା ଏହି ନୂତନ ପଦକ୍ଷେପର ମୂଳ ଲକ୍ଷ୍ୟ ଅଟେ।

 

ଏହି ଦୈନିକ ସେବା ପ୍ରତିଦିନ ଭବାନୀପାଟଣା ଏବଂ ପାର୍ବତୀପୁରମ୍ ଦେଇ ଯାତାୟାତ କରିବ।ଏହି ବସ୍ ସମ୍ବଲପୁରରୁ ସନ୍ଧ୍ୟା ୭:୦୦ ଘଟିକା (୧୯:୦୦) ପ୍ରସ୍ଥାନ କରି ବିଶାଖାପାଟଣା ରେ ସକାଳ ୬:୨୫ ଘଟିକା ରେ ପହଞ୍ଚିବ।ଏହି ବସ୍ ବରଗଡ଼ (୨୦:୪), ବରପାଲି (୨୦:୨୧), ବଲାଙ୍ଗୀର (୨୨:୧୩), କେସିଙ୍ଗା (୨୩:୦୭), ଭବାନୀପାଟଣା (୨୩:୫୯), ଅମ୍ବାଦୋଳା (୧୨:୪୩), ମୁନିଗୁଡ଼ା (୦୧:୧୮), ରାୟଗଡ଼ା (୦୨:୩୩), ପାର୍ବତୀପୁରମ୍ (୦୩:୩୧) ଏବଂ ବିଜୟନଗରମ୍ (୦୫:୨୩) ଦେଇ ଯାତ୍ରା କରିବ।

 

ଏହି ବସ୍ ବିଶାଖାପାଟଣା ରୁ ସନ୍ଧ୍ୟା ୭:୦୫ ଘଟିକା (୧୯:୦୫) ପ୍ରସ୍ଥାନ କରି ସମ୍ବଲପୁର ରେ ସକାଳ ୬:୨୫ ଘଟିକା ରେ ପହଞ୍ଚିବ।ଏହି ବସ୍ ବିଜୟନଗରମ୍ (୨୦:୩୨), ପାର୍ବତୀପୁରମ୍ (୨୧:୫୯), ରାୟଗଡ଼ା (୨୩:୦୧), ମୁନିଗୁଡ଼ା (୧୨:୦୧୨), ଅମ୍ବାଦୋଳା (୧୨:୪୫), ଭବାନୀପାଟଣା (୦୧:୪୬), କେସିଙ୍ଗା (୦୨:୨୨), ବଲାଙ୍ଗୀର (୦୪:୨୫), ବରପାଲି (୦୫:୧୦) ଏବଂ ବରଗଡ଼ (୦୫:୪୧) ଦେଇ ଯାତ୍ରା କରିବ।

 

ଏହି ସୁବିଧା ଦ୍ୱାରା ଦୁଇ ସହର ମଧ୍ୟରେ ଯାତ୍ରା କରୁଥିବା ବ୍ୟବସାୟୀ, ଛାତ୍ରଛାତ୍ରୀ ତଥା ସାଧାରଣ ଯାତ୍ରୀମାନେ ବିଶେଷ ଭାବେ ଉପକୃତ ହୋଇପାରିବେ। ଟିକେଟ୍ ବୁକିଂ ଏବଂ ଅଧିକ ସୂଚନା ପାଇଁ ଯାତ୍ରୀମାନେ OSRTC ର ୱେବସାଇଟ୍ କିମ୍ବା ଆଧିକାରିକ ମୋବାଇଲ୍ ଆପ୍ ବ୍ୟବହାର କରିପାରିବେ କିମ୍ବା ନିକଟସ୍ଥ ବସ୍ ଷ୍ଟାଣ୍ଡରେ ଯୋଗାଯୋଗ କରିପାରିବେ।

 

ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଏହି ସୂଚନା ପ୍ରଦାନ କରାଗଲା। ସମସ୍ତେ ଏହି ନୂତନ ସେବାର ସୁଯୋଗ ନେବାକୁ ଓଏସଆରଟିସି (OSRTC) ପକ୍ଷରୁ ନିବେଦନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like