-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||     

HOME   ଜିଲ୍ଲା

ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼

05-Aug-2026



 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )

 

ସମ୍ବଲପୁର ସହରର ମୋଦିପଡ଼ା ସ୍ଥିତ ଦୁର୍ଗା ମନ୍ଦିର ନିକଟରେ ଡ୍ରେନ୍‌ ଉପରେ ହୋଇଥିବା ବେଆଇନ ଜବରଦଖଲ ଉଚ୍ଛେଦ ଏବଂ ସହରର ଜଳନିଷ୍କାସନ ବ୍ୟବସ୍ଥାକୁ ସୁଚାରୁ ରୂପେ ପରିଚାଳିତ କରିବା ଉଦ୍ଦେଶ୍ୟରେ ଏକ ବ୍ୟାପକ ମିଳିତ ଅଭିଯାନ ସଫଳତାର ସହ ସମ୍ପାଦିତ ହୋଇଯାଇଛି। ସମ୍ବଲପୁର ମହାନଗର ନିଗମର ନିର୍ଦ୍ଦେଶନାରେ ଆୟୋଜିତ ଏହି ସ୍ୱତନ୍ତ୍ର ଅଭିଯାନରେ ସମ୍ବଲପୁର ମହାନଗର ନିଗମ ର ସ୍ୱଚ୍ଛତା ଟିମ୍ ‘ନିର୍ମଳ’, ଟାଟା ପାୱାର (TPWODL), ୱାଟକୋ (WATCO) ଏବଂ ସ୍ଥାନୀୟ କେବୁଲ୍ ଅପରେଟରମାନେ ମିଳିତ ଭାବେ ସାମିଲ ହୋଇଥିଲେ।

 

ଏହି ଅଭିଯାନ ସମୟରେ ଡ୍ରେନ୍‌ର ସ୍ୱାଭାବିକ ଜଳ ପ୍ରବାହରେ ବାଧା ସୃଷ୍ଟି କରୁଥିବା ବିଭିନ୍ନ ଅସ୍ଥାୟୀ ନିର୍ମାଣ ଓ ବେଆଇନ ଜବରଦଖଲଗୁଡ଼ିକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯିବା ସହ ବୃହତ ସଫେଇ କାର୍ଯ୍ୟ ହାତକୁ ନିଆଯାଇଥିଲା। ସମ୍ବଲପୁର ମହାନଗର ନିଗମ ର ‘ନିର୍ମଳ’ ଟିମ୍ ଅତ୍ୟନ୍ତ ନିଷ୍ଠାର ସହ ଡ୍ରେନ୍‌ ଭିତରେ ଜମା ହୋଇ ରହିଥିବା ଆବର୍ଜନା, ପ୍ଲାଷ୍ଟିକ୍ ଫୋପାଡ଼ା ଓ ଗାଢ଼ ପଙ୍କ ସଫା କରି ବର୍ଷା ଜଳର ସୁଗମ ପ୍ରବାହ ସୁନିଶ୍ଚିତ କରିଛନ୍ତି।

 

ଏହା ସହିତ ରାସ୍ତାଘାଟରେ ସାଧାରଣ ନାଗରିକଙ୍କ ଯାତାୟାତରେ ବାଧା ସୃଷ୍ଟି କରୁଥିବା ଅନାବଶ୍ୟକ ତଥା ବିପଜ୍ଜନକ ବିଦ୍ୟୁତ ଖୁଣ୍ଟ, ଟେଲିଫୋନ୍ ଓ କେବୁଲ ତାର ଏବଂ ପାନୀୟ ଜଳ ପାଇପ୍‌ଗୁଡ଼ିକୁ ସମ୍ପୃକ୍ତ ବିଭାଗୀୟ ଅଫିସରମାନଙ୍କ ସୁଦୃଢ଼ ସମନ୍ୱୟରେ ତୁରନ୍ତ ସ୍ଥାନାନ୍ତର ଓ ଅପସାରଣ କରାଯାଇଛି। ସହରରେ ସୁଦୃଢ଼ ଜଳନିଷ୍କାସନ ବ୍ୟବସ୍ଥା, ଉନ୍ନତ ପରିମଳ ପରିଚାଳନା ଏବଂ ସ୍ୱଚ୍ଛ ତଥା ନିରାପଦ ସହରୀ ପରିବେଶ ପ୍ରଦାନ କରିବା ପାଇଁ ପ୍ରଶାସନ ପକ୍ଷରୁ ଏହିଭଳି ପଦକ୍ଷେପ ଆଗାମୀ ଦିନରେ ମଧ୍ୟ ଜାରି ରହିବ। ଡେପୁଟି କମିସନର ଶ୍ରୀ ଶୁଶାନ୍ତ ସାହୁ, additional tahasildar ଶ୍ରୀ ପ୍ରତାପ ଶଙ୍କର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like