-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ

05-Aug-2026



ବିନିକା(ହିମାଂଶୁ ଶେଖର ପୁଟେଲ)କଂଗ୍ରେସ ଦଳକୁ ତୃଣମୂଳ ସ୍ତରରେ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ବିନିକା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ  ସାଙ୍ଗଠନିକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି।ବୈଠକରେ ଦଳର ବରିଷ୍ଠ କଂଗ୍ରେସ ମିଡିୟା ସେଲ ରାଜ୍ୟ ସଭାପତି ଅରବିନ୍ଦ ଦାଶ ଉପସ୍ଥିତ ରହି ବିଜେପି ସରକାର ଆସିବା ପରେ ଦେଶରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବୃଦ୍ଧି, ପେଟ୍ରୋଲ ଦରବୃଦ୍ଧି ଓ E20 ପେଟ୍ରୋଲ ଆଦିକୁ ବହିଷ୍କାର କରିବା ଦରକାର ବୋଲି କହିଥିଲେ ।ଦେଶରେ ଆଗାମୀ ଦିନରେ କଂଗ୍ରେସର ଦଳୀୟ କାର୍ଯ୍ୟକ୍ରମକୁ କିପରି ତ୍ୱରାନ୍ୱିତ କରାଯିବ ସେ ନେଇ ଆଲୋଚନା କରିଥିଲେ।ସାମ୍ମନ୍ୱିତ ଅତିଥି ଭାବରେ ପୂର୍ବତନ କଂଗ୍ରେସ ବିଧାୟକ ତଥା ଜିଲ୍ଲା କଂଗ୍ରେସ ସଭାପତି ବିନୋଦ ପାତ୍ର,ସନ୍ତୋଷ ପଣ୍ଡା,ଜିଲ୍ଲା କଂଗ୍ରେସ ସଭାପତି ସଂଗ୍ରାମ କେଶରୀ ନାୟକ, ନରେନ୍ଦ୍ର ସାହୁ,ବ୍ଲକ ସଭାପତି ରାଧାମୋହନ ଭୂଏ,ପ୍ରଦୀପ ସେଠି,ନଗର ସଭାପତି ଅଜିତ ଦାଶ,ଯୋଗଦେଇ ବୁଥ୍ ସ୍ତରରେ କର୍ମୀମାନଙ୍କୁ ସକ୍ରିୟ କରିବା, ନୂଆ ସଦସ୍ୟ ସଂଗ୍ରହ ଏବଂ ଜନସାଧାରଣଙ୍କ ସମସ୍ୟାକୁ ନେଇ ଆନ୍ଦୋଳନ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।ସେହିପରି ଦେଶ ଓ ରାଜ୍ୟରେ ଶାସନଧିନ ସରକାରଙ୍କ ବିଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇବା ସହ କଂଗ୍ରେସର ନୀତି ଓ ଆଦର୍ଶକୁ ଘରେ ଘରେ ପହଞ୍ଚାଇବାକୁ ପଡିବ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ। ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ସଂଗଠନକୁ ମଜବୁତ କରିବା ପାଇଁ ପ୍ରତି ପଞ୍ଚାୟତରେ ବୈଠକ କରିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଥିଲା 
ଉକ୍ତ ବୈଠକରେ ବ୍ଲକ ଓ ନଗର କଂଗ୍ରେସର ସମସ୍ତ ପଦାଧିକାରୀ, ବରିଷ୍ଠ କର୍ମୀ ଓ ଅନେକ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026

You Might Also Like