-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ

05-Aug-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଓଡ଼ିଶା ଭରସା ଲେପ୍ରସି ପ୍ରୋଜେକ୍ଟ ଓ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟ ଯୁବ ରେଡକ୍ରସର ମିଳିତ ଆନୁକୂଲ୍ୟରେ କୁଷ୍ଠରୋଗୀ ସମୁଦାୟ ପୋଷଣ ପାଇଁ ସମର୍ଥନ କାର୍ଯ୍ୟକ୍ରମ ଲେପ୍ରସି ମିଶନ ଗ୍ରେଟ ବ୍ରିଟନର ସହଯୋଗରେ ଗୁଲୁଣ୍ଡା ସ୍ଥିତ ନିର୍ମଳ ଛାୟା (କୁଷ୍ଠlଶ୍ରମ) ଠାରେ ଅନୁଷ୍ଠିତ ହୋଇଯାଇଛି l
ଏଥିରେ ମୁଖ୍ୟ ଅତିଥି ଭାବେ ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ଅଧ୍ୟକ୍ଷ୍ୟା ରେଖା ପ୍ରଧାନ, ସମ୍ମାନିତ ଅତିଥି ଭାବେ ପୂର୍ବତନ ଲାଇବ୍ରେରିଆନ ଗରିବ ସେଲମା,ଯୁବ ରେଡକ୍ରସ କାଉନସିଲର ଧନେଶ୍ୱର ସାହୁ, ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ ଦିବାକର ଓଝା,  ନରସିଂହ ମିଶ୍ର, ନଳିନୀ ଭଟ୍ଟ ଉପସ୍ଥିତ ରହି କୁଷ୍ଟlଶ୍ରମ ଅନ୍ତେବାସୀ ମାନଙ୍କୁ ପୃଷ୍ଟିକର ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ l ଏଥିରେ ରେଡକ୍ରସ ସ୍ବେଛାସେବୀ କ୍ରିଷ୍ଣା ପର୍ଡିଆ, ଲୋକେଶ୍ୱର ଦିଶ୍ରୀ ଓ ଅନ୍ୟମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like